ଦେଖା ହେଲା ପ୍ରେମ ହେଲା

ପ୍ରେମ କେତେବେଳେ କେଉଁଠି ହୁଏ ତାହା ଆକଳନ କରିବା କଷ୍ଟକର। ତେବେ ଅନେକ ସମୟରେ ପ୍ରଥମ ଦେଖାରେ ହିଁ ପ୍ରେମ ହୋଇଯାଏ। ସେହି ପ୍ରେମକୁ ଆଗେଇ ନେବା ସମୟରେ ଅନେକ ପରସ୍ଥିତିର ସାମନା କରିବାକୁ ପଡିଥାଏ। ସେଭଳି ଏକ ଭିନ୍ନ ଧରଣର ପ୍ରେମ କାହାଣୀକୁ ନେଇ ପ୍ରସ୍ତୁତ ହୋଇଛି ନୂଆ ଓଡ଼ିଆ ସିନେମା ‘ଦେଖା ହେଲା ପ୍ରେମ ହେଲା’। ନିଜ କାହାଣୀକୁ ଆଧାର କରି ଚଳଚ୍ଚିତ୍ରଟିର ପ୍ରଯୋଜନା କରିଛନ୍ତି ରମେଶ ବାରିକ। ଆର.ଆର. ଇଭେଣ୍ଟସ ଆଣ୍ଡ ପ୍ରଡକ୍ସନ ବ୍ୟାନରରେ ଚିତ୍ରର ସଂଳାପ ରଚନା କରିଛନ୍ତି ଅଜୟ ସାମଲ। ନିର୍ଦ୍ଦେଶନା ଦାୟିତ୍ୱ ଟି. ଗଣେଶ ତୁଲାଇଥିବା ବେଳେ ଚିତ୍ରୋତ୍ତଳନ କରିଛନ୍ତି ଆର. ଭଗତ ସିଂ। ଏହାର ମୁଖ୍ୟ ଭୂମିକାରେ ଅଭିଷେକ ରଥ, ଶୁଭାଶିଷ ଶର୍ମା (ମଣ୍ଟୁ) ଅଭିନୟ କରିଛନ୍ତି ଏବଂ ଫିମେଲ ଲିଡ୍‌ରେ ଅଛନ୍ତି ଚୁଲବୁଲି ରାଗିଣୀ। ଖାସ୍‌ କଥା ହେଲା ନବାଗତ ତପି ମିଶ୍ର ଏଥିରେ ଖଳନାୟକ ଭାବରେ ଅବତୀର୍ଣ୍ଣ ହୋଇଛନ୍ତି। ଫିଲ୍ମଟି ଚଳିତବର୍ଷ ଗଣେଶ ପୂଜାରେ ରିଲିଜ ହେବାର ଯୋଜନା ରହିଛି ବୋଲି ସୂଚନା ଦେଇଛନ୍ତି ପ୍ରଯୋଜକ ରମେଶ।


Enter your email to get our daily news in your inbox.

All Right Reserved By Dharitri.Com

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଧର୍ମ ପଚାରି କଲେ ଗୁଳି

ଶ୍ରୀନଗର,୧।୮: ଜମ୍ମୁ-କଶ୍ମୀରର କୁଲଗାମରେ ଶୁକ୍ରବାର ଆତଙ୍କବାଦୀ ଆକ୍ରମଣ ହୋଇଛି। କୁଲଗାମ ଜିଲାର ଏକ ଇଟାଭାଟିରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨ ଶ୍ରମିକଙ୍କର ମଧ୍ୟ ମୃତ୍ୟୁ ଘଟିଛି। ଏହି…

ପର୍ବପର୍ବାଣୀ ପୂର୍ବରୁ ବଡ଼ ଝଟକା! ଦୈନନ୍ଦିନ ବ୍ୟବହାରର ସାମଗ୍ରୀ ଉପରେ ମହଙ୍ଗା ମାଡ଼, ବଢିଯିବ ଦାମ୍‌

ନୂଆଦିଲ୍ଲୀ,୧।୮: ବର୍ତ୍ତମାନ ମୌସୁମୀ ଋତୁ ଚାଲିଛି। ଯେପରି ମୌସୁମୀ ବିଦାୟ ନେବ, ଭାରତୀୟମାନେ ପର୍ବପର୍ବାଣୀକୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେବେ। ଘର ରଙ୍ଗ କରିବାଠାରୁ…

ଚେନ୍ନାଇରେ କାମ କରୁଥିବାବେଳେ ଆନନ୍ଦଙ୍କ ମୃତ୍ୟୁ, ପରିବାର ଲୋକଙ୍କୁ ଭେଟି ଆର୍ଥିକ ସହାୟତା ଦେଲେ ବିଧାୟକ

ଗଞ୍ଜାମ,୧।୮(ବିଦ୍ୟାଧର ସାହୁ ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ମହନତା। ଦିନକୁ ଦିନ ବିଧାୟକ ନାୟକଙ୍କ ଲୋକପ୍ରିୟତା ବୃଦ୍ଧି ପାଉଥିବାବେଳେ ସ୍ଥାନୀୟ ଅଞ୍ଚଳବାସୀଙ୍କ ଆସ୍ଥା ମଧ୍ୟ…

ବ୍ୟବସ୍ଥାଗତ ବିଫଳତା

ଦୃଢ଼ ରାଜନୈତିକ କୌଶଳ ଆପଣାଉଥିବା ସରକାରମାନେ ସାଧାରଣତଃ କଠୋର ଆଇନ ଆଣି ସେସବୁକୁ କଡ଼ାକଡ଼ି ଭାବେ କାର୍ଯ୍ୟକାରୀକରି ସଙ୍କଟର ମୁକାବିଲା କରିଥାନ୍ତି। ଏଭଳି ସ୍ଥିତିରେ ବେଳେବେଳେ ପ୍ରଯୁକ୍ତି…

ନୂଆ ମାସ, ନୂଆ ନିୟମ! ଅଗଷ୍ଟ ୧ରୁ ବଦଳିଲା ଅନେକ ବ୍ୟବସ୍ଥା, ଜାଣନ୍ତୁ କ’ଣ କ’ଣ…

ନୂଆଦିଲ୍ଲୀ,୧।୮: ପ୍ରତି ମାସର ପ୍ରଥମ ଦିନ ପରି ଅଗଷ୍ଟ ମାସ ମଧ୍ୟ ଏହା ସହିତ କିଛି ପରିବର୍ତ୍ତନ ନେଇ ଆସୁଛି, ଯାହା ଆମର ଏବଂ ଆପଣଙ୍କ ଜୀବନ…

ଅମରପାଲିରେ +୨ କଲେଜ ପ୍ରତିଷ୍ଠା ଦାବି: ୪୦ରୁ ଅଧିକ ଗ୍ରାମର ଛାତ୍ରୀଛାତ୍ର ହେବେ ଉପକୃତ

ଅମରପାଲି,୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳ ଅମରପାଲିରେ ଏକ +୨ କଲେଜ ପ୍ରତିଷ୍ଠା ପାଇଁ ସ୍ଥାନୀୟ ଅଞ୍ଚଳବାସୀଙ୍କ ଦାବି ଜୋରଦାର ହେଉଛି। ଏହି…

ସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା, ତେଜିଲା ଅସନ୍ତୋଷ

ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଥିବା ରାଣାପ୍ରତାପ ହାଇସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା ଚାଲଛି। ଏଭଳି ଅଭିଯୋଗ କରି ସ୍କୁଲ ପରିଚାଳନା କମିଟି ଏବଂ ଶିକ୍ଷକ, ଅଭିଭାବକ…

ଗଜପତି ଝିଅ ସ୍ବାଗତିକାଙ୍କୁ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ ସମ୍ମାନ: ଛୁଟୁଛି ଶୁଭେଚ୍ଛାର ସୁଅ

ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା):ଗଜପତି ଜିଲାର ଝିଅ ସ୍ବାଗତିକା ପାଣିଗ୍ରାହୀ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆନ୍ତର୍ଜାତିକ ସ୍ତରରେ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ରେ ସ୍ବାଗତିକା ସଫଳତା ସାଉଁଟିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri