Posted inଜାତୀୟ

ଦେଖିବା ମାତ୍ରେ ଗୁଳି ନିର୍ଦ୍ଦେଶ

ହୁବ୍‌ଲି, ୧୮ା୧୨: ସିଏଏକୁ ବିରୋଧ କରି ଦେଶର ବିଭିନ୍ନ ସ୍ଥାନରେ ପୋଡ଼ାଜଳା ଓ ଭଙ୍ଗାରୁଜା ଚାଲିଥିବାବେଳେ ରେଲ୍‌ଓ୍ବେ ସମ୍ପତ୍ତି ନଷ୍ଟ କରୁଥିବା ବ୍ୟକ୍ତିଙ୍କୁ ସେହିଠାରେ ଗୁଳି କରିଦେବା( ସୁଟ୍‌ ଆଟ୍‌ ସାଇଟ୍‌) ଉଚିତ ବୋଲି ରେଳ ରାଷ୍ଟ୍ରମନ୍ତ୍ରୀ ସୁରେଶ ଅଙ୍ଗଦି କହିଛନ୍ତି। ଏନେଇ ଜିଲା ପ୍ରଶାସନ ଓ ରେଳ ଅଧିକାରୀମାନେ ସତର୍କ ରହିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ପଶ୍ଚିମବଙ୍ଗରେ ବିକ୍ଷୋଭ ଓ ଭଙ୍ଗାରୁଜା ଦ୍ୱାରା ରେଳବାଇର କ୍ଷତି ହେଉଛି ବୋଲି ଏକ ପ୍ରଶ୍ନର ଉତ୍ତର ଦେଇ ସେ ଏଭଳି କଡ଼ା ମନ୍ତବ୍ୟ ଦେଇଛନ୍ତି। ରେଳଓ୍ବେ ସମ୍ପତ୍ତି ନଷ୍ଟ ହେବାକୁ ଦିଆଯିବ ନାହିଁ ଓ ଆଇନ ଭାଙ୍ଗୁଥିବା ଲୋକଙ୍କୁ କଡ଼ା ଦଣ୍ଡ ମିଳିବ ବୋଲି ସେ ଚେତାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ଲାଗୁହେବ ଏନ୍‌ଆର୍‌ସି

କୋଲକାତା, ୨ା୧୦(ପି.ଟି.): ପଶ୍ଚିମବଙ୍ଗରେ ଏନ୍‌ଆର୍‌ସି( ଜାତୀୟ ନାଗରିକ ପଞ୍ଜିକା) ଲାଗୁ କରାଯିବ। ଏହା ପୂର୍ବରୁ ନାଗରିକତ୍ୱ ସଂଶୋଧନ ବିଲ୍‌ ପାସ୍‌ କରାଯାଇ ସମସ୍ତ ହିନ୍ଦୁ, ଶିଖ୍‌,...

ଜମ୍ମୁ-କଶ୍ମୀର ଜନସାଧାରଣ ମୌଳିକ ଅଧିକାରରୁ ହେଉଛନ୍ତି ବଞ୍ଚିତ: ସିଜେଆଇଙ୍କୁ ମେହବୁବାଙ୍କ ଚିଠି…

ଶ୍ରୀନଗର,୩୧।୧୨ : ଜମ୍ମୁ-କଶ୍ମୀରରେ ଜନସାଧାରଣଙ୍କର ମୌଳିକ ଅଧିକାରର ଉଲ୍ଲଂଘନ ହେଉଛି। ନସାଧାରଣ ମୌଳିକ ଅଧିକାରରୁ ବଞ୍ଚିତ ହେଉଛନ୍ତି।ଏନେଇ ପିଡ଼ିପି ଅଧ୍ୟକ୍ଷା ମେହବୁବା ମୁଫତି ସୁପ୍ରିମ୍‌କୋର୍ଟ ପ୍ରଧାନ...

ଯଦି ପ୍ରମାଣ ଅଛି କୋର୍ଟ ଯାଅ: ଅମିତ ଶାହା

ନୂଆଦିଲ୍ଲୀ,୧୪।୧: ଆଦାନୀ ହିଣ୍ଡେନବର୍ଗ ଏପିସୋଡକୁ ନେଇ ବିରୋଧୀଙ୍କ ଅଭିଯୋଗ ଉପରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ସରକାର କିମ୍ବା ଭାଜପାର...

ବିଗିଡିଲା କଲ୍ୟାଣ ସିଂଙ୍କ ସ୍ୱାସ୍ଥ୍ୟାବସ୍ଥା

ଲକ୍ଷ୍ନୌ,୧୮ ।୭: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂ ପୁଣିଥରେ ଅସୁସ୍ଥ ହୋଇ ପଡିଛନ୍ତି । ଶନିବାର ପର୍ଯ୍ୟନ୍ତ ତାଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ହେଉଥିବା...

‘ଶେଷଥର ପାଇଁ ଲାଲକିଲାରେ ତ୍ରିରଙ୍ଗା ଉଡାଇବେ ମୋଦି’, ଜେଡିୟୁର ଦାବି

ପାଟନା,୧୪।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୭୭ ତମ ସ୍ବାଧିନତା ଦିବସ ଅମସରରେ ରାଜଧାନୀ ଦିଲ୍ଲୀର ଲାଲକିଲାରେ ପତାକା ଉତ୍ତୋଳନ କରିବେ। ଏହା ପୂର୍ବରୁ ବିହାର...

ସରୋଗେସି ଆଇନକୁ ଅନୁମତି: ଏହାକୁ ନେଇ ଆଉ ହୋଇପାରିବନି ବ୍ୟବସାୟ

ନୂଆଦିଲ୍ଲୀ,୨୭ ।୧୨: ରାଷ୍ଟ୍ରପତି ରାମନାଥ କୋବିନ୍ଦ ସରୋଗେସି ଅଧିନିୟମ ୨୦୨୧କୁ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଶନିବାର ରାଷ୍ଟ୍ରପତି ଏହାକୁ ମଞ୍ଜୁରୀ ବେଦା ସହ ଗେଜେଟ...

ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ୍‌ ଯୋଗୀଙ୍କ ପୁଅ ଗିରଫ

ରାୟପୁର,୩।୯: ଜାଲ୍‌ ପ୍ରମାଣପତ୍ର ମାମଲାରେ ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ ଯୋଗୀଙ୍କ ପୁଅ ଅମିତଙ୍କୁ ମଙ୍ଗଳବାର ପୋଲିସ ତାଙ୍କ ବାସଭବନରୁ ଗିରଫ କରିଛି। ଅମିତ ପ୍ରମାଣପତ୍ରରେ...

ସର୍ଦ୍ଦାର ପଟେଲଙ୍କ ୬୯ତମ ପୁଣ୍ୟତିଥି: ମୋଦିଙ୍କ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ, ୧୫।୧୨: ସ୍ବାଧୀନ ଭାରତ ପ୍ରଥମ ସ୍ବରାଷ୍ଟ୍ରମନ୍ତ୍ରୀ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୬୯ ତମ ପୁଣ୍ୟତିଥି ରବିବାର ପାଳିତ ହେଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ...

Advertisement
Archives

Model This Week