ଦେଢ଼ଲକ୍ଷରେ ମହାଲକ୍ଷ୍ମୀଙ୍କ ଆଜ୍ଞାମାଳ, ଲଡ଼ୁ ନିଲାମ

ତାଳଚେର, ୯ା୭(ନି.ପ୍ର.)- ତାଳଚେର ଭଜନସନ୍ଧ୍ୟା କମିଟି ପକ୍ଷରୁ ସୋମବାର ହେରା ପଞ୍ଚମୀ ଉପଲକ୍ଷେ ମା’ ମହାଲକ୍ଷ୍ମୀଙ୍କ ଆଜ୍ଞାମାଳ ଓ ଲଡୁ ନିଲାମ କରାଯାଇଥିଲା। ମୁଖ୍ୟଅତିଥି ଭାବେ ବିଡିଓ ନେତ୍ରାନନ୍ଦ ମଲ୍ଳିକ, ପୂର୍ବତନ ନଗରପାଳ ପବିତ୍ର ଭୂତିଆ, ସାମାଜିକ କର୍ମୀ ମହେଶ ଅଗ୍ରୱାଲ, ଦେବୀ ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ। ଏହି ଅବସରରେ ମା’ ମହାଲକ୍ଷ୍ମୀଙ୍କ ଆଜ୍ଞାମାଳ ଓ ଲଡୁ ନିଲାମ ଡକାଯାଇ ଥିଲା। କୋଇଲା ବ୍ୟବସାୟୀ ବିଜୁ ଦାସ ମା’ଙ୍କ ଏହି ଆଜ୍ଞାମାଳ ଓ ଲଡୁକୁ ୧ ଲକ୍ଷ ୫୭ ହଜାର ଟଙ୍କାରେ ନିଲାମ ନେଇଥିଲେ। ପରେ କଣ୍ଠଶିଳ୍ପୀମାନେ ଭଜନ ପରିବେଷଣ କରିଥିଲେ। ଭଜନ ସନ୍ଧ୍ୟା କମିଟି ସଭାପତି ତଥା ବିଧାୟକ ବ୍ରଜକିଶୋର ପ୍ରଧାନ ସମସ୍ତ କାଳକାରଙ୍କୁ ଉପଢୌକନ, ପୁଷ୍ପଗୁଛ ଦେଇ ସମ୍ବର୍ଦ୍ଧିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛତୁ ତୋଳିବାକୁ ଯାଇ ହେଟାବାଘ ଆକ୍ରମଣରେ ଜଣେ ଗୁରୁତର

ବନ୍ତଳା/ଅନୁଗୋଳ ଅଫିସ,୨୮।୯(ଡି.ଏନ୍‌.ଏ.): ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଅନ୍ତୁଳିଆ ଫରେଷ୍ଟ ବିଟ୍‌ ଅଧୀନ ଅନ୍ତୁଳିଆ ରିଜର୍ଭ ଜଙ୍ଗଲର କୁରୁତାପେ ନିକଟକୁ ଛତୁ ତୋଳିବାକୁ ଯାଇ ଶନିବାର...

ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ

ଛେଣ୍ଡିପଦା,୧୪।୭(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ପାତ୍ରପଡ଼ା ଗାଁରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାରୁ ଗାଁର ଜଣେ ଯୁବକଙ୍କୁ ଅନ୍ୟ...

ଆଦିବାସୀ ଛାତ୍ରୀ ହଷ୍ଟେଲ ଛାଡ଼ିବା ଘଟଣା: ତଦନ୍ତ କଲେ ଉପଜିଲାପାଳ

ପାଲଲହଡା,୧୩।୧୧(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ନଗିରା ପଞ୍ଚାୟତରେ ଥିବା ସିବିଡ଼ା ଶିକ୍ଷା ନିକେତନର ୧୫୦ରୁ ଊର୍ଦ୍ଧ୍ୱ ଆଦିବାସୀ ଛାତ୍ରୀ ସୋମବାର ହଷ୍ଟେଲ ଛାଡିବା ଘଟଣାରେ...

ହୋଲ୍‌ଡିଂ ଟିକସ ଆଦାୟରେ ପକ୍ଷପାତିତା ଅଭିଯୋଗ : ସରକାରୀ କାର୍ଯ୍ୟାଳୟ ପ୍ରତି ଅନୁକମ୍ପା

ଅନୁଗୋଳ ଅଫିସ, ୨୦।୬ – ଅନୁଗୋଳ ପୌରପାଳିକାର ଆୟ ବୃଦ୍ଧି ଉପରେ ଗୁରୁତ୍ୱ ଦେଉଛନ୍ତି ଜିଲାପାଳ ମନୋଜ କୁମାର ମହାନ୍ତି। ବିଭିନ୍ନ ସମୀକ୍ଷା ବୈଠକରେ ଏ...

ଅନୁଗୋଳ ପୋଲିସର ଜୋରଦାର ଯାଞ୍ଚ

ଅନୁଗୋଳ ଅଫିସ, ୨୬।୨ – ବର୍ଷା ପାଗ ସତ୍ତ୍ୱେ ମଙ୍ଗଳବାର ଅନୁଗୋଳ ପୋଲିସ ପକ୍ଷରୁ ସହରରେ ଜୋରଦାର ଚେକିଂ କରାଯାଇଛି। ସହର ଉପକଣ୍ଠରେ ନାକାବନ୍ଦୀ କରାଯାଇ...

ବିଦ୍ୟାଳୟ ସ୍ଥାନାନ୍ତରଣକୁ ବିରୋଧ:ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

ଅନୁଗୋଳ ଅଫିସ, ୨୫।୬ ଅନୁଗୋଳ ଜିଲା ପରାବିଲ ଗ୍ରାମରେ ଥିବା ପ୍ରାଥମିକ ସ୍କୁଲ ସ୍ଥାନାନ୍ତରଣକୁ ଗ୍ରାମବାସୀ ବିରୋଧ କରିଛନ୍ତି। ଏ ନେଇ ଗ୍ରାମ୍ୟ କମିଟି ସୋମବାର...

ରବି ପାଣି ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ

ତାଳଚେର,୧୮ା୨(ନି.ପ୍ର.)- ଭାଜପାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ ଭାବେ ତାଳଚେରର ରବି ନାରାୟଣ ପାଣିଙ୍କୁ ମନୋନୀତ କରାଯାଇଛି। ତାଳଚେରରୁ ଓକିଲାତି ଜୀବନ ଆରମ୍ଭ କରିଥିବା ପାଣି ଥରେ...

ଅଗ୍ରଗତି ପୂର୍ବରୁ ଫାଟି ଆଁ

ବଇଣ୍ଡା,୨୮ା୫ (ପରିକ୍ଷିତ ସାହୁ) କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥ ୪ ଲେନ୍‌ କାର୍ଯ୍ୟ ଅନୁଗୋଳ ଜିଲାରେ ଠିକ୍‌ଠାକ୍‌ ଚାଲିନି। ୩ ବର୍ଷ ତଳୁ କିଶୋରନଗର...

Advertisement
Archives

Model This Week