ଦେଢ଼ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଶାଳକାଠ ଜବତ

ଭବାନୀପାଟଣା,୨୦।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ଅନ୍ତର୍ଗତ ଭବାନୀପାଟଣା ସଦର ରେଞ୍ଜ ପକ୍ଷରୁ ଶୁକ୍ରବାର ସକାଳେ ଦେଢ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ମୂଲ୍ୟବାନ ଶାଳକାଠ ଜବତ କରାଯାଇଛି। ଉତ୍ତର ବନଖଣ୍ଡ ଡିଏଫ୍‌ଓ ନିତେଶ କୁମାରଙ୍କ ନିର୍ଦ୍ଦେଶରେ ସହରର ଶିବ ମନ୍ଦିର ନିକଟରେ ଥିବା ବ୍ୟାଙ୍କ କଲୋନୀ ଲେନ୍‌-୨ ରେ ଏକ ନିର୍ମାଣାଧୀନ କୋଠା ଘରେ ଚଢ଼ାଉ କରାଯାଇ ସେଠାରୁ ଶାଳ କାଠ ଜବତ ହୋଇଛି। ଉକ୍ତ କୋଠାଟି ଅମିତ୍‌ ପଟ୍ଟନାୟକଙ୍କର ବୋଲି ଜଣାପଡିଛି। ଏହି ଚଢ଼ାଉରେ ଏସିଏଫ୍‌ ବଂଶୀଧର ସ୍ବାଇଁ, ସଦର ରେଞ୍ଜର ପ୍ରସନ୍ନ କୁମାର ମିଶ୍ର, ଫରେଷ୍ଟର ଡମ୍ବରୁଧର ରଣା, ରତ୍ନାକର ଧରୁଆ, ଲୋକାଚନ୍ଦ୍ର ପୋଢ, ଫରେଷ୍ଟଗାର୍ଡ ଭବାନୀଶଙ୍କର ପରିଚ୍ଛା, ଭାଗବତ ବେହେରାଙ୍କ ସମେତ ମୋବାଇଲ ଷ୍ଟାଫ୍‌ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଜଣା ଗାଡ଼ିଧକ୍କାରେ ଜଣେ ମୃତ

ବଡ଼ବିଲ,୨।୧୦(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ନାଲଦାସ୍ଥିତ ୧୦ନଂ. ରାଜ୍ୟ ରାଜପଥର ପେଟ୍ରୋଲ ପମ୍ପ ନିକଟରେ ବୁଧବାର ଅପରାହ୍ନରେ ଏକ ଅଜଣା ଗାଡ଼ି...

ବସ୍‌ ଜାଳିଦେଲେ ମାଓବାଦୀ

ମାଲକାନଗିରି,୨୫ା୪(ଡି.ଏନ୍‌.ଏ.): ମାଲକାନଗିରି ସୀମାରେ ପୁଣି ମାଓବାଦୀମାନେ ତାଣ୍ଡବ ରଚିଛନ୍ତି। ଏକ ଯାତ୍ରୀବାହୀ ବସ୍‌ରୁ ଯାତ୍ରୀମାନଙ୍କୁ ବାହାର କରି ବସ୍‌ରେ ନିଆଁ ଲଗାଇ ଦେଇଛନ୍ତି। ମାଲକାନଗିରି ସୀମାନ୍ତ...

ବସ୍‌ରେ ବିଦ୍ୟୁତ୍‌ ତାର ଲାଗି ମୃତ୍ୟୁ ଘଟଣା: ମୁଖ୍ୟମନ୍ତ୍ରୀଙ୍କ ଶୋକ, ମୃତକଙ୍କ ପରିବାର ପିଛା ମିଳିବ ୨ ଲକ୍ଷ ଟଙ୍କା ଅନୁକମ୍ପା

ଭୁବନେଶ୍ୱର,୯।୨(ବ୍ୟୁରୋ)- ଗଞ୍ଜାମ ଜିଲାରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଘଟିଥିବା ବସ୍‌ ଦୁର୍ଘଟଣାରେ ମୃତକଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଗଭୀର ଶୋକ ପ୍ରକାଶ...

କ୍ୱାର୍ଟର୍ସରେ ବରିଷ୍ଠ କିରାଣିଙ୍କ ସନ୍ଦେହଜନକ ମୃତ୍ୟୁ

ସୋନପୁର,୨୩।୨(ନି.ପ୍ର.) ସୋନପୁର ସହରସ୍ଥିତ କ୍ଲଷ୍ଟର କଲୋନୀର ସରକାରୀ କ୍ୱାର୍ଟର୍ସରେ ବରିଷ୍ଠ କିରାଣି ଶିବ ନାରାୟଣ ବିଶ୍ୱାଳ(୪୧)ଙ୍କ ସନ୍ଦେହଜନକଭାବେ ମୃତ୍ୟୁ ଘଟିଛି। ପୋଲିସ କ୍ୱାର୍ଟର୍ସ ତାଲା ଭାଙ୍ଗି...

ପ୍ରସିଦ୍ଧ ଲୁର୍ଦୁ ମେରି ପର୍ବରେ ଶ୍ରଦ୍ଧାଳୁଙ୍କ ସମାଗମ

ସୋରଡ଼ା,୧୧।୨(ଡି.ଏନ୍‌.ଏ.): ଖ୍ରୀଷ୍ଟ ଧର୍ମାବଲମ୍ବୀଙ୍କ ପ୍ରସିଦ୍ଧ ଲୁର୍ଦୁ ମେରି ପର୍ବ ଅସୁରବନ୍ଧ ପଞ୍ଚାୟତର ଦନ୍ତଲିଙ୍ଗି ଗ୍ରାମରେ ଶୁଭାରମ୍ଭ ହୋଇଯାଇଛି। ମିଶନ ଧର୍ମ ସଂଘର ପ୍ରୋଭିନସିଆଲ ଫାଦର ମ୍ୟାଥୁ...

ଛାତ୍ରୀଛାତ୍ରଙ୍କୁ ପିଟିବା ଘଟଣା: ଥାନାରୁ ମୁକୁଳିଲେ ଅଭିଯୁକ୍ତ ଶିକ୍ଷକ

ଆର.ଉଦୟଗିରି,୨୬ା୮(ଡି.ଏନ.ଏ.): ଗଜପତି ଜିଲା ମୋହନା ବ୍ଲକ ଡେଙ୍ଗାସଖାଲ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଅନ୍ୟ ବିଦ୍ୟାଳୟର ଜଣେ ଶିକ୍ଷକ ନିଶାସକ୍ତ ହୋଇ ଛାତ୍ରୀଛାତ୍ରୀଙ୍କୁ ମାଡ଼ମାରି କ୍ଷତାକ୍ତ କରିଦେଇଥିଲେ।...

ବାହାରେ ମଳତ୍ୟାଗ: ୨୪ ପରିବାରର ରାଶନ ବନ୍ଦ

ପାଟପୁର,୨ା୧୧-ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୌତମୀ ସରପଞ୍ଚ ତାଙ୍କ ପଞ୍ଚାୟତରେ ଗତମାସ ୨୦ ତାରିଖରେ ବାହ୍ୟ ମଳତ୍ୟାଗକୁ ନେଇ ଏକ ଅଭିନବ ଫତ୍‌ଓ୍ବା ଜାରି କରିଥିଲେ।...

ବିଜେପୁର ଉପନିର୍ବାଚନ : ୯ଟା ସୁଦ୍ଧା ୧୧ ପ୍ରତିଶତ ମତଦାନ

ବରଗଡ଼ ଅଫିସ/ବିଜେପୁର,୨୧।୧୦(ଡି.ଏନ୍‌.ଏ.) : ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି । ନିର୍ବାଚନ ମଣ୍ଡଳିର ୨୮୫ଟି ବୁଥ୍‌ରେ ମତଦାନ ପ୍ରକ୍ରିୟା ଚାଲିଥିବା...

Advertisement
Archives

Model This Week