ଦେବଗଡ଼ରେ ଜବରଦଖଲ ଉଚ୍ଛେଦ ଜାରି

ଦେବଗଡ଼,୧୭।୭(ଡି.ଏନ୍‌.ଏ.): ଦେବଗଡ଼ ଜିଲା ପୌରାଞ୍ଚଳ ଅଧୀନ ସହରର ମୁଖ୍ୟ ମାର୍କେଟ ଡ୍ରେନ ଉପରେ ଥିବା ଦୋକାନ ଗୃହଗୁଡିକର ବୁଧବାର ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି।
ସୂଚନାଯୋଗ୍ୟ,ଦୀର୍ଘ ବର୍ଷ ଧରି ବଡ଼ବଡ଼ ସ୍ଲାବ ପକାଇ ଡ୍ରେନଗୁଡିକୁ ଅବରୋଧ କରାଯାଇଥିଲା। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ତେବେ ମଙ୍ଗଳବାର ଉଚ୍ଛେଦ ସମୟରେ ଉତ୍ତେଜନା ଦେଖାଦେଇଥିବା ବେଳେ ବୁଧବାର ପୋଲିସ ଫୋର୍ସ ମୁତୟନ କରାଯାଇଛି। ଏଥିରେ ପୌରପରିଷଦର ନିର୍ବାହୀ ଅଧିକାରୀ କୁଞ୍ଜବନ ପ୍ରଧାନ, ମାଜିଷ୍ଟ୍ରେଟ ଦାୟିତ୍ୱରେ ଥିବା ଡେପୁଟି କଲେକ୍ଟର ଦିବ୍ୟ ଶଙ୍କର ଜୟପୁରିଆଙ୍କ ସମେତ ଅନ୍ୟ ସରକାରୀ କର୍ମଚାରୀ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସୀମିତ ଅନୁଦାନରେ ସ୍ମାର୍ଟସ୍କୁଲ ଯୋଜନା

ସମ୍ବଲପୁର,୧୦ା୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ୫-ଟି ବିଭାଗ ପରିଚାଳନାରେ ହାଇସ୍କୁଲ ରୂପାନ୍ତରଣ କରାଯାଉଛି। ଘରୋଇ ସ୍କୁଲ ଭଳି ସମସ୍ତ ସୁବିଧା ଯୋଗାଇ ଦେବାକୁ ଯୋଜନା କରାଯାଇଛି। ହେଲେ...

ପଞ୍ଚାୟତ ଗଠନର ଅଢେଇ ବର୍ଷ ପୁରିଲା, ଉନ୍ନୟନ କାର୍ଯ୍ୟ ଶୂନ: ମାନିଗୁଡା ପଞ୍ଚାୟତବାସୀ ବିିଡିଓଙ୍କ ଦ୍ୱାରସ୍ଥ

ନୂଆପଡା ଅଫିସ,୧୧ା୬: ନୂଆପଡ଼ା ଜିଲା କୋମନା ବ୍ଲକ ମାନିଗୁଡା ଗ୍ରାମପଞ୍ଚାୟତଗଠନର ଆଜକୁ ଅଢେଇ ବର୍ଷ ଗଡିଯିବ ହେଲେ କୌଣସି ଉନ୍ନୟନ କାର୍ଯ୍ୟ ହୋଇ ନ ଥିବା...

ହରିଣ ମାଂସ ଭୋଜି କରି ଧରାପଡ଼ିଲେ ବାପା, ପୁଅ

ଜମନକିରା,୨୮।୪ (ଡି.ଏନ.ଏ): ସମ୍ବଲପୁର ଜିଲା ବଡରମା ରେଞ୍ଜ ଅଧୀନ ଆମ୍ବଲାଙ୍ଗ ନିକଟସ୍ଥ ପେଟ୍ରୋଲ ପମ୍ପ ପଛ ପାଖରେ ଥିବା ଏକ ଘରେ ମଙ୍ଗଳବାର ପୂର୍ବାହ୍ନ ସାଢ଼େ...

୧୭ ବଛର ହେଲା ଅଜନା ରୋଗ୍‌ରେ ପୀଡ଼ିତ ଘଟନା: ଅଷ୍ଟମୀକଁର ପାସେ ପୁହୁଁଚିଲା ଡାକ୍‌ତରି ଦଲ

କୋକସରା, ୧୫ା୭(ଡି.ଏନ୍‌.ଏ): କୋକସରା ବ୍ଲକ କାଉଡ଼ୋଲା ପଁଚେତ୍‌ କୁସୁମଖୁଣ୍ଟି ଗଁାର ଚନ୍ଦ୍ରଶେଖର ମାଝିକଁର ମାଏକିନା ଅଷ୍ଟମୀ ମାଝି। ସେ ଆଏଜ୍‌କେ ୧୭ ବଛର ହେଲେ କେହେନ୍‌ସି...

କଣ୍ଟାବାଞ୍ଜିରେ କଂଗ୍ରେସ ଆଗୁଆ

କଣ୍ଟାବାଞ୍ଜି,୨୩।୫: ୪ର୍ଥ ରାଉଣ୍ଡ ଗଣତି ଶେଷ ସୁଦ୍ଧା କଣ୍ଟାବାଞ୍ଜି ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ଆଗୁଆ ରହିଛନ୍ତି। ବିଜେଡି ପ୍ରାର୍ଥୀ ୪୩୧୫ ଭୋଟ ପାଇଥିବାବେଳେ କଂଗ୍ରେସ...

ଖାଇବାକୁ ମିଳୁନି, ଋଣ ଅସୁଲ ହେଉଛି  

ସମ୍ବଲପୁର, ୧୧।୬ (ବ୍ୟୁରୋ)-ସରକାର ବ୍ୟାଙ୍କ ଓ ମାଇକ୍ରୋ ଫାଇନାନ୍ସ କମ୍ପାନୀ ଗୁଡିକର ଋଣ ଅସୁଲ କରିବା ଉପରେ ରୋକ୍‌ ଲଗାଇଛନ୍ତି। ହେଲେ ମାଇକ୍ରୋ ଫାଇନାନ୍ସ କମ୍ପାନୀ...

୧୨ଟା ସୁଦ୍ଧା ହୀରାକୁଦ ଖୋଲିଲା ୯ଟି ଗେଟ୍‌

ସମ୍ବଲପୁର, ୧୫।୮(ବ୍ୟୁରୋ): ଗୁରୁବାର ୧୨ଟା ସୁଦ୍ଧା ହୀରାକୁଦ ଡ୍ୟାମର ୯ଟି ଗେଟ୍‌ ଖୋଲାଯାଇଛି। ଜଳଭଣ୍ଡାରର ଜଳସ୍ତର କ୍ରମାଗତ ଭାବେ ବଢୁଥିବାରୁ ପର୍ଯ୍ୟାୟ କ୍ରମେ ଗୁରୁବାର ୧୬ଟି...

ଫେରିବାକୁ ଚାହିଁ ବସିଛନ୍ତି ୭୮ଦାଦନ ଶ୍ରମିକ

ବଲାଙ୍ଗୀର ଅଫିସ, ୨୯ା୩: କରୋନା ସଂକ୍ରମଣ ରୋକିବା ନେଇ ଦେଶବ୍ୟାପୀ ଲକ୍‌ ଡାଉନ୍‌ ସମୟରେ ସବୁଠୁ ବେଶୀ ଅସୁବିଧାରେ ପଡିଛନ୍ତି ଦାଦନ ଶ୍ରମିକ । ରାଜ୍ୟ...

Advertisement
Archives

Model This Week