ଦେବଗଡ଼ ଜିଲାକୁ ସମ୍ପୂର୍ଣ୍ଣ ମରୁଡ଼ି ଘୋଷଣା ଦାବି: ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲା କୃଷକ ସଂଘର୍ଷ ସଂଘ

ଦେବଗଡ଼,୧୧।୯(ଡି.ଏନ୍‌.ଏ.): ଜିଲାକୁ ସମ୍ପୂର୍ଣ୍ଣ ମରୁଡ଼ି ଘୋଷଣା ଦାବିରେ ବୁଧବାର ଜିଲା କୃଷକ ସଂଘର୍ଷ ସଂଘ ପକ୍ଷରୁ ଜିଲାପାଳଙ୍କ ଅଫିିସ ଘେରାଉ କରାଯାଇଛି। ସ୍ଥାନୀୟ ଗୋପାଳଜୀଉ ମନ୍ଦିରରୁ ଏକ ଶୋଭାଯାତ୍ରାରେ ବାହାରି ନଗର ପରିକ୍ରମା କରିବା ପରେ କୃଷକମାନେ ଜିଲାପାଳଙ୍କ ଅଫିସରେ ପହଞ୍ଚିଥିଲେ। ପରେ ସେମାନେ ଏ ନେଇ ଏକ ଦାବିପତ୍ର ଜିଲାପାଳଙ୍କୁ ପ୍ରଦାନ କରିଛନ୍ତି। ଦାବିଗୁଡ଼ିକ ପୂରଣ ନ ହେଲେ ଆନ୍ଦୋଳନ କରାଯିବ ବୋଲି ସେମାନେ ଚେତାବନୀ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ସଂଘ ସଭାପତି ସେମ ହେମ୍ରମ, ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କ ସମେତ ଶତାଧିକ ଚାଷୀ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପରମ୍ପରା ଛାଡ଼ି ଆଧୁନିକ ଆଡ଼କୁ ସିମନବାଡ଼ି ରଥଯାତ୍ରା: ଜନଅସନ୍ତୋଷ ବୃଦ୍ଧି

ଦାରିଙ୍ଗବାଡ଼ି,୨୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୁକ୍ରବାର ବାହୁଡ଼ା ଯାତ୍ରା ପାଇଁ ଉତ୍ସବ ମୁଖର ବ୍ଲକ ଅଞ୍ଚଳର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ, ଗଦାପୁର ଏବଂ…

ଗୁଜରାଟରେ ବର୍ଷା ତାଣ୍ଡବ, ପାଣି ଘେରରେ ସୁରତ

ଅହମଦାବାଦ,୨୪ା୭: ଗୁଜରାଟର ଦକ୍ଷିଣ ଭାଗ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବର୍ଷା ଯୋଗୁ ତଳିଆ ଅଞ୍ଚଳ ବୁଡ଼ିଯାଇଥିବା ବେଳେ ସାଧାରଣ ଜୀବନଯାତ୍ରା…

ଲିଙ୍ଗରାଜଙ୍କୁ ଭାଜପା ଦେଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜିଲାର ବିଭିନ୍ନ ପଦପଦବୀ…

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଏବଂ ଗଞ୍ଜାମ ଜିଲା ସଭାପତି ସରୋଜ ସାବତଙ୍କ ଅନୁମୋଦନ କ୍ରମେ ଗଞ୍ଜାମ ଜିଲା ଯୁବମୋର୍ଚ୍ଚା ସଭାପତି…

ଫୁଲବାଣୀରୁ ବିହାର ହେଉଥିଲା ଗଞ୍ଜେଇ ଚାଲାଣ, ମାଡ଼ିବସିଲା ବଲାଙ୍ଗୀର ଅବକାରୀ ଟିମ୍

ବଲାଙ୍ଗୀର,୨୪ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ସିନଖମନ ଜଙ୍ଗଲ ନିକଟରୁ ଜବତ ହେଲା ଗଞ୍ଜେଇ ବୋଝେଇ ଟ୍ରକ ।ଫୁଲବାଣୀରୁ ବିହାର ଚାଲାଣ ହେଉଥିବା ଏକ…

ଅନଶନରେ ଯୋଗଦେବା ପାଇଁ ଅଭିନେତାମାନଙ୍କୁ ଟଙ୍କା ଦିଆଯାଉଛି? ହଇଚଇ ସୃଷ୍ଟି କରିଛି ଅଭିନେତ୍ରୀ ଆକାଂକ୍ଷା ପୁରୀଙ୍କ ବୟାନ

ନୂଆଦିଲ୍ଲୀ,୨୪।୭: ଛାତ୍ର ଆନ୍ଦୋଳନ ମଧ୍ୟରେ ‘ବିଗ ବସ ଓଟିଟି’ ଫେମ ଆକାଂକ୍ଷା ପୁରୀ ଏକ ଆଶ୍ଚର୍ଯ୍ୟଜନକ ଖୁଲାସା କରିଛନ୍ତି। ‘ବିଘ୍ନହର୍ତା ଗଣେଶ’ରେ ଦେବୀ ପାର୍ବତୀ ଭୂମିକାରେ ଅଭିନୟ…

CJP ସହ ବୈଠକ ପରେ ନଡ୍ଡାଙ୍କ ବଡ଼ ବୟାନ! ‘୩ ଦାବି, ୫ ପ୍ରସ୍ତାବ ମିଳିଛି’, କାଲି ହେବ…

ନୂଆଦିଲ୍ଲୀ,୨୪ା୭: NEET ପରୀକ୍ଷାରେ ଅନିୟମିତତା ଅଭିଯୋଗରୁ ସୃଷ୍ଟି ହୋଇଥିବା ପ୍ରତିବାଦ ଏବେ ଧୀରେ ଧୀରେ ସାରା ଦେଶରେ ବ୍ୟାପିବାରେ ଲାଗିଛି । ଏହାରି ଭିତରେ କେନ୍ଦ୍ର ସ୍ୱାସ୍ଥ୍ୟ…

ସରିଲା ଛେରାପହଁରା, ଆଉ କିଛି ସମୟ ପରେ ଆରମ୍ଭ ହେବ ରଥଟଣା

ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ଘର ବାହୁଡିବେ ଜଗତ ନିୟନ୍ତା ଶ୍ରୀଜଗନ୍ନାଥ। ଏନେଇ ଭକ୍ତି ଭାବରେ ଭିଜୁଛି ସମଗ୍ର ଶ୍ରୀକ୍ଷେତ୍ର। ନାଚ, ଗୀତ, ହରିବୋଲରେ ଦୁଲୁକୁଛି ବଡ଼ଦାଣ୍ଡ।…

୧୦ ବର୍ଷ ଜେଲ୍, ୧୦ କୋଟି ଜରିମାନା: ପେପର ଲିକ୍ ବିରୋଧରେ ସରକାରଙ୍କ କଠୋର ଆଇନ, କ୍ୟାବିନେଟ୍‌ର ମଞ୍ଜୁରୀ

ନୂଆଦିଲ୍ଲୀ,୨୪ା୭: ଶୁକ୍ରବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ‘ପେପର ଲିକ୍ ବିଲ୍ ସଂଶୋଧନ’କୁ ମଞ୍ଜୁରୀ ଦିଆଯାଇଛି। ଏଥିରେ ପେପର ଲିକ୍ ମାଫିଆଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri