ଦେବଗଡ଼ ବିଧାନସଭା: ଭାଜପା ଆଗୁଆ

ଦେବଗଡ଼,୨୩।୫: ଦେବଗଡ଼ ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ ଆଗରେ ରହିଛନ୍ତି। ତୃତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଭାଜପା ପ୍ରାର୍ଥୀ ୭୩୯୭ ଭୋଟ ପାଇଥିବା ବେଳେ ବିଜେଡି ପ୍ରାର୍ଥୀ ୭୩୦୫ ଖଣ୍ଡ ଭୋଟ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘର ତିଆରି ବିଲ୍‌ ପାଇଁ ଲାଞ୍ଚ ଘଟଣା:କାର୍ଯ୍ୟାନୁଷ୍ଠାନ ପାଇଁ ବିଡିଓଙ୍କ ସୁପାରିସ

କାମାକ୍ଷାନଗର, ୨।୧୧(ଡି.ଏନ.ଏ.) ଲାଞ୍ଚ କାରବାର ସମ୍ପର୍କିତ ମୋବାଇଲ ରେକର୍ଡିଂ ବାର୍ତ୍ତାଳାପ ଭାଇରାଲ ହେବା ପରେ ଅଡୁଆରେ ପଡ଼ିଛନ୍ତି ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ସୋଗର ପଞ୍ଚାୟତ...

ସିଏଏ, ଏନ୍‌ଆର୍‌ସିକୁ ବିରୋଧ: ଜିଲାପାଳଙ୍କ ବୁଝାଶୁଝା ପରେ ହଟିଲା ଆନ୍ଦୋଳନ

କେନ୍ଦ୍ରାପଡ଼ା ଅଫିସ,୨୧।୧୨: କେନ୍ଦ୍ରାପଡ଼ା ଜିଲାର ମୁସଲମାନ ଓ ଦଳିତ ମହାସଂଘ ପକ୍ଷରୁ ସିଏଏ ଓ ଏନ୍‌ଆର୍‌ସିକୁ ଶନିବାର ସକାଳେ ବିରୋଧ କରାଯାଇ ସହରର ନୂଆ ଇଦ୍‌ଗାହ...

କ୍ୱାରାଣ୍ଟାଇନ ସେଣ୍ଟରରେ ଡାଲିରୁ ବାହାରିଲା ଝିଟିପିଟି: ଏହାକୁ ଖାଇ ୫ ଅସୁସ୍ଥ

ଛତ୍ରପୁର, ୧୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ମହାନାଦପୁର ପଞ୍ଚାୟତ ଖୁରିଗାଁ ପ୍ରାଥମିକ ବିଦ୍ୟାଳୟରେ ଥିବା କ୍ୱାରାଣ୍ଟାଇନ ସେଣ୍ଟରରେ ପ୍ରବାସୀ ତଥା ଅନ୍ତେବାସୀଙ୍କୁ ସୋମବାର ରାତିରେ...

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ରବିବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଟାଟାରେ ଚାକିରି ଦେବା ନାଁରେ ଭାବି ଜ୍ୱାଇଁଙ୍କ ସହ...

ଶ୍ରୀଲିଙ୍ଗରାଜ କ୍ଷେତ୍ର ପ୍ରତି ଚରମ ଅବହେଳା

ପୁରୁଣା ଭୁବନେଶ୍ୱର,୬ା୨ (ଡି.ଏନ.ଏ.): ଶ୍ରୀଲିଙ୍ଗରାଜ କ୍ଷେତ୍ରର ବିକାଶ ଓ ସୌନ୍ଦର୍ଯ୍ୟକରଣ ନେଇ ବିଭିନ୍ନ ସ୍ଥାନରେ ଉଚ୍ଛେଦ ଯୋଗୁ ମନ୍ଦିର ସମ୍ମୁଖ ରାସ୍ତା ବନ୍ଦ କରାଯାଇଛି। ଏହି...

କ୍ଷମତାର ଅପବ୍ୟବହାର କରୁଛି ଶାସକ ଦଳ: ଭାଜପା

ଭୁବନେଶ୍ୱର,୨୨।୧(ବ୍ୟୁରୋ): ଶାସନ କଳ ଓ କ୍ଷମତାର ଅପବ୍ୟବହାର କରି ବିଜେଡି ଭୋଟ ହାତେଇବାର ସମସ୍ତ ପ୍ରକାର ଅପପ୍ରୟାସ ଜାରି ରଖିଥିବା ଭାଜପା ଅଭିଯୋଗ କରିଛି। ଶାସକ...

ବସ୍ତିବାସିନ୍ଦାଙ୍କ ଭୟରେ ତହସିଲ ଅଫିସ ଫାଟକରେ ତାଲା

ବାଲେଶ୍ୱର ଅଫିସ, ୧୯ା୪ ବାଲେଶ୍ୱର ସହରର ବିଭିନ୍ନ ବସ୍ତି ଅଞ୍ଚଳରେ ଜବରଦଖଲ ଉଚ୍ଛେଦ ଚାଲିଥିବା ବେଳେ ସଦର ତହସିଲ ଅଫିସ୍‌ ଫାଟକ ବନ୍ଦ ହୋଇଥିବା ଦେଖିବାକୁ...

ଶ୍ମଶାନରୁ ଜୀବନ୍ତ ଫେରି ଆସିଥିବା ଶିଶୁ ଡାକ୍ତରଖାନାରେ ଆଖି ବୁଜିଲା

ପାଟଣା,୨୦ା୧(ସ୍ବ.ପ୍ର.): ଲୋକେ ଡାକ୍ତରଙ୍କୁ ରୋଗୀଙ୍କ ଦ୍ୱିତୀୟ ଭଗବାନ ବୋଲି ମାନି ଥାଆନ୍ତି। ହେଲେ ବେଳେବେଳେ ଏଭଳି କିଛି ଅଭାବନୀୟ ଘଟଣା ଘଟେ, ଯାହା ଫଳରେ ଡାକ୍ତରଙ୍କ...

Advertisement
Archives

Model This Week