ଦେବାଳିଆ ଆଇନରେ ସଂଶୋଧନ ଲାଗି ଅଧ୍ୟାଦେଶକୁ ମଞ୍ଜୁରୀ

ନୂଆଦିଲ୍ଲୀ,୨୫-୧୨: ଇନ୍‌ସଲଭେନ୍ସି ଆଣ୍ଡ ବ୍ୟାଙ୍କରପ୍ସି କୋଡ୍‌(ଆଇବିସି) ବା ଦେବାଳିଆ ଆଇନରେ ସଂଶୋଧନ ଆଣିବା ଲାଗି କେନ୍ଦ୍ର କ୍ୟାବିନେଟ ପକ୍ଷରୁ ମଙ୍ଗଳବାର ଅଧ୍ୟାଦେଶକୁ ମଞ୍ଜୁରୀ ଦିଆଯାଇଛି। ଇଜ୍‌ ଅଫ୍‌ ଡୁଇଙ୍ଗ୍‌ ବିଜ୍‌ନେସକୁ ତ୍ୱରିତ କରିବା ସହ ଦେବାଳିଆ ଆଇନରେ ବିଭିନ୍ନ ପ୍ରସଙ୍ଗକୁ ସ୍ପଷ୍ଟ କରିବା ଲାଗି ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ଆଇବିସି କୋଡ୍‌କୁ ବର୍ତ୍ତମାନ ସୁଦ୍ଧା ୩ଥର ସଂଶୋଧନ କରାଯାଇଛି। ଆଇନରେ ଥିବା ବିଭିନ୍ନ ଅସୁବିଧା ଏବଂ ଅସଙ୍ଗତିକୁ ଦୂର କରିବା ଲାଗି ଏଭଳି ସଂଶୋଧନ କରାଯାଇଥିବା କେନ୍ଦ୍ର ସୂଚନା ଏବଂ ପ୍ରଶାସରଣ ମନ୍ତ୍ରୀ ପ୍ରକାଶ ଜାଭଡେକର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଇଓ ରବି ଝୁନ୍‌ଝୁନ୍‌ଓ୍ବାଲାଙ୍କୁ ୧୨୧କୋଟି ଦରମା

ନୂଆଦିଲ୍ଲୀ,୨୭-୭: ଏଚ୍‌ଇଜି ଲିମିଟେଡର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ରବି ଝୁନ୍‌ଝୁନ୍‌ଓ୍ବାଲା ଆର୍ଥିକ ବର୍ଷ ୨୦୧୮-୧୯ରେ ସର୍ବାଧିକ ୧୨୧.୨୭ କୋଟି ଟଙ୍କା ଦରମା ନେଇଛନ୍ତି, ଯାହାକି ଗତ...

କେଏଫ୍‌ସିର ପପ୍‌କର୍ଣ୍ଣ ମ୍ୟାଗି ବାଉଲ୍‌

ନୂଆଦିଲ୍ଲୀ,୨୧।୧୧: ଅନ୍ତଃରାଷ୍ଟ୍ରୀୟ ଫାଷ୍ଟଫୁଡ ବ୍ରାଣ୍ଡ୍‌ କେଏଫସି ପ୍ରଥମ ଥର ପାଇଁ ନେସ୍‌ଲେ ସହଭାଗିତାରେ ଏକ ସ୍ବତନ୍ତ୍ର ଡିସ୍‌ ‘ପପ୍‌କର୍ଣ୍ଣ ମ୍ୟାଗି ବାଉଲ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା...

ଇସିଆର୍‌ ପକ୍ଷରୁ ମହାପରିନିର୍ବାଣ ଦିବସ

ଭୁବନେଶ୍ୱର,୭।୧୨: ପୂର୍ବତଟ ରେଳପଥ ପକ୍ଷରୁ ସମ୍ବିଧାନର ପ୍ରଣେତା ଭାରତରତ୍ନ ଡ. ବି.ଆର୍‌. ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପୂର୍ବତଟ ରେଳପଥର...

କେନ୍ଦ୍ର ଆଣିବ ଆଉ ଏକ ପ୍ୟାକେଜ

ନୂଆଦିଲ୍ଲୀ: କରୋନା ଦ୍ୱାରା ଅର୍ଥ ବ୍ୟବସ୍ଥା ବର୍ତ୍ତମାନ କ୍ଷତିଗ୍ରସ୍ତ ହୋଇ ରହିଛି। ସରକାର ପୂର୍ବରୁ ପ୍ରାୟ ୨୦ ଲକ୍ଷ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଥିଲେ।...

୨୯ରୁ ବଜେଟ ଅଧିବେଶନ

ନୂଆଦିଲ୍ଲୀ: ଚଳିତ ମାସ ୨୯ତାରିଖରୁ ସଂସଦର ବଜେଟ ଅଧିବେଶନ ଆରମ୍ଭ ହେଉଛି। ଏହିଦିନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପାର୍ଲାମେଣ୍ଟ ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧିତ...

ପୂର୍ବତଟ ରେଳପଥ ପକ୍ଷରୁ ବିଭାଜନ ବିଭୀଷିକା ସ୍ମରଣ ଦିବସ

ଭୁବନେଶ୍ୱର,୧୫।୮: ଭାରତର ବିଭାଜନ ସମୟରେ ଲକ୍ଷ ଲକ୍ଷ ଲୋକଙ୍କ ଦୁଃଖକୁ ସାମ୍ନାକୁ ଆଣିବା ପାଇଁ ସମଗ୍ର ଦେଶ ଚଳିତ ବର୍ଷ ଅଗଷ୍ଟ ୧୪ରେ ଦେଶ ବିଭାଜନ...

ଜିଆଇଏମ୍‌ରେ ମହା ନିଯୁକ୍ତି ମେଳା

କଟକ,୨୩।୫: ଗ୍ଲୋବାଲ୍‌ ଇନ୍‌ଷ୍ଟିଟ୍ୟୁଟ୍‌ ଅଫ୍‌ ମ୍ୟାନେଜ୍‌ମେଣ୍ଟ (ଜିଆଇଏମ୍‌)ରେ ଏକ ମହା ନିଯୁକ୍ତି ମେଳା ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏମ୍‌ବିଏ ପାଠ୍ୟକ୍ରମର ଶେଷ ବର୍ଷରେ ପଢୁଥିବା ଛାତ୍ରୀଛାତ୍ରମାନଙ୍କ...

ବିନୟ ଦୁବେଙ୍କ ବିରୋଧରେ ଲୁକ୍‌ଆଉଟ ନୋଟିସ ଜାରି

ନୂଆଦିଲ୍ଲୀ,୨-୬: ଜେଟ୍‌ ଏୟାରଓ୍ବେଜ୍‌ର ପୂର୍ବତନ ସିଇଓ ବିନୟ ଦୁବେଙ୍କ ବିରୋଧରେ ଲୁକ୍‌ଆଉଟ ନୋଟିସ ଜାରି କରାଯାଇଛି। ଅର୍ଥାତ ସେ ବିନାନୁମତିରେ ଆଉ ବିଦେଶ ଯାଇପାରିବେ ନାହିଁ।...

Advertisement
Archives

Model This Week