ଦେବାଶୀଷ ଚାଟାର୍ଜୀ ମାଇଣ୍ଡଟ୍ରି ସିଇଓ, ଏମ୍‌ଡି

ନୂଆଦିଲ୍ଲୀ,୩-୮: ଆଇଟି କମ୍ପାନୀ ମାଇଣ୍ଡଟ୍ରି ଲିମିଟେଡ କଗ୍ନିଜାଣ୍ଟର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ ଦେବାଶୀଷ ଚାଟାର୍ଜୀଙ୍କୁ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଏବଂ ପରିଚାଳନା ନିର୍ଦ୍ଦେଶକ(ଏମ୍‌ଡି) ଭାବେ ନିଯୁକ୍ତ କରିଥିବା ଶୁକ୍ରବାର ଘୋଷଣା କରିଛି। କମ୍ପାନୀ ଲାର୍ସେନ ଆଣ୍ଡ ଟୁବ୍ରୋ(ଏଲ୍‌ ଆଣ୍ଡ ଟି)ର ସିଇଓ ତଥା ଏମ୍‌ଡି ଏସ୍‌.ଏନ୍‌.ସୁବ୍ରମଣ୍ୟନଙ୍କୁ ଅଣ କାର୍ଯ୍ୟନିର୍ବାହୀ ଭାଇସ୍‌ ଚେୟାରମ୍ୟାନ ଭାବେ ଅବସ୍ଥାପିତ କରିସାରିଛି। ଉଭୟ ନିଯୁକ୍ତି ଶୁକ୍ରବାର ଠାରୁ କାର୍ଯ୍ୟକାରୀ ହେବ ବୋଲି ମାଇଣ୍ଡଟ୍ରି ପକ୍ଷରୁ ଏକ ବିବୃତି ଜାରି କରି କୁହାଯାଇଛି। ଉଲ୍ଲେଖଥାଉ କି, ମାଇଣ୍ଡଟ୍ରି ଲିମିଟେଡକୁ ଏଲ୍‌ ଆଣ୍ଡ ଟି ଅଧିଗ୍ରହଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନିର୍ଦ୍ଦିଷ୍ଟ କାଳ ପାଇଁ ଘୁଞ୍ଚିଲା ବ୍ୟାଙ୍କ ଧର୍ମଘଟ, ୧୧ରେ ଖୋଲା ରହିବ

ଭୁବନେଶ୍ୱର,୨୯।୨(ବ୍ୟୁରୋ): ଅନିର୍ଦ୍ଦିଷ୍ଟ କାଳ ପାଇଁ ଘୁଞ୍ଚିଛି ପ୍ରସ୍ତାବିତ ବ୍ୟାଙ୍କ ଧର୍ମଘଟ। ଦରମା ବୃଦ୍ଧି ସହ ୧୨ ଦଫା ଦାବି ନେଇ ଆସନ୍ତା ୧୧ରୁ ୧୩ ତାରିଖ...

ପିଡିଏସ୍‌ରେ ମିଳିବ ଅତିରିକ୍ତ ୫ କିଲୋ ଖାଦ୍ୟଶସ୍ୟ

ନୂଆଦିଲ୍ଲୀ,୨୭। ୩: ଲକ୍‌ଡାଉନ ସମୟରେ ଦେଶର ୮୦ କୋଟି ରାଶନକାର୍ଡଧାରୀ ଯେଭଳି କେହି ଭୋକିଲା ନ ରୁହନ୍ତି ତାକୁ ଧ୍ୟାନରେ ରଖି ସରକାର ଗୁରୁବାର ଅତିରିକ୍ତ...

ବାଣିଜ୍ୟ ନିଅଣ୍ଟ ୬ ମାସର ସର୍ବୋଚ୍ଚ ସ୍ତରରେ

ନୂଆଦିଲ୍ଲୀ,୧୬-୬: ଦେଶର ରପ୍ତାନି ମେ’ରେ ୩.୯୩ ପ୍ରତିଶତ ବଢ଼ି ୩୦ ବିଲିୟନ ଡଲାରରେ ପହଞ୍ଚତ୍ୟାଇଛି। ବାଣିଜ୍ୟ ମନ୍ତ୍ରଣାଳୟ ଦ୍ୱାରା ଶୁକ୍ରବାର ଜାରି ତଥ୍ୟ ଅନୁସାରେ ଇଲେକ୍ଟ୍ରୋନିକ୍ସ...

ସୁଗମ ହେବ ଏମ୍‌ଏସ୍‌ଏମ୍‌ଇକୁ ଋଣ ଯୋଗାଣ

ନୂଆଦିଲ୍ଲୀ,୯-୨: ଅଣୁ,କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ)ଗୁଡିକୁ ଋଣ ଯୋଗାଣ ଧାରା ସୁଗମ ହେବ। ଯଦି ବିନା କୌଣସି କାରଣରେ ବ୍ୟାଙ୍କଗୁଡିକ ଏମ୍‌ଏସ୍‌ଏମ୍‌ଇଙ୍କୁ ଋଣ ଯୋଗାଣ ନେଇ...

ବନ୍ଦରଗୁଡ଼ିକର ମାଲ୍‌ ପରିଚାଳନା ୪.୫୯% ହ୍ରାସ

ନୂଆଦିଲ୍ଲୀ,୧୨।୪: ଆର୍ଥତ୍କ ବର୍ଷ ୨୦୨୦-୨୧ରେ ଦେଶର ୧୨ ପ୍ରମୁଖ ବନ୍ଦର ମାଲ ପରିଚାଳନା ୪.୫୯% ହ୍ରାସ ହୋଇ ୬୭୩ ନିୟୁତ ଟନ୍‌ ରହିଛି। କୋଭିଡ-୧୯ ବନ୍ଦରଗୁଡିକର...

ଟଙ୍କା ମୂଲ୍ୟରେ ସର୍ବାଧିକ ଦିନିକିଆ ହ୍ରାସ

ନୂଆଦିଲ୍ଲୀ: ବୁଧବାର ଡଲାର ତୁଳନାରେ ଟଙ୍କା ମୂଲ୍ୟରେ ସର୍ବାଧିକ ଦିନିକିଆ ହ୍ରାସ ଦେଖାଯାଇଛି। ଦେଶ ମଧ୍ୟରେ କରୋନା ମାମଲା ବଢିବାରୁ ଏଭଳି ସ୍ଥିତି ଦେଖିବାକୁ ମିଳିଛି।...

୩ ମାସରେ ଏଜିଆର୍‌ ଆଦାୟ ଲାଗି ସରକାରଙ୍କ ଲକ୍ଷ୍ୟ

ନୂଆଦିଲ୍ଲୀ,୧୫-୧୧: ଦେଶର ଟେଲିକମ୍‌ କମ୍ପାନୀଙ୍କଠାରୁ ୩ ମାସ ମଧ୍ୟରେ ଆଡଜଷ୍ଟେଟେଡ ଗ୍ରସ୍‌ ରେଭେନ୍ୟୁ (ଏଜିଆର୍‌) ଦେୟ ବାବଦ ଅର୍ଥ ଆଦାୟ ନେଇ ସରକାର ଲକ୍ଷ୍ୟ ରଖିଛନ୍ତି।...

୭ମାସ ପୂର୍ବରୁ ଲକ୍ଷ୍ୟ ହାସଲ;ମୋଦି ପ୍ରଦାନ କଲେ ୮ କୋଟି ତମ ସିଲିଣ୍ଡର ସଂଯୋଗ

ନୂଆଦିଲ୍ଲୀ,୮-୯: ମୋଦି ସରକାର ଉଜ୍ଜ୍ୱଳା ଯୋଜନା ଅଧୀନରେ ଧାର୍ଯ୍ୟ ସମୟ ପୂର୍ବରୁ ୮ କୋଟି ଏଲ୍‌ପିଜି ସଂଯୋଗ ଲକ୍ଷ୍ୟ ପୂରଣ କରିଛି। ଶନିବାର ମହାରାଷ୍ଟ୍ରର ଔରଙ୍ଗାବାଦ୍‌ରେ...

Advertisement


Archives

Model This Week

Why Dharitri