Posted inଜାତୀୟ

ଦେଶବାସୀଙ୍କୁ ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଜଣାଇଲେ ହୋଲିର ଶୁଭେଚ୍ଛା

ନୂଆଦିଲ୍ଲୀ,୧୦।୩: ଦେଶବାସୀ ରଙ୍ଗର ପର୍ବ ହୋଲିକୁ ଆନନ୍ଦ ଉଲ୍ଲ୍ଲାସର ସହ ପାଳନ କରୁଥିବା ବେଳେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଉପରାଷ୍ଟ୍ରପତି ଏମ୍‌.ଭେଙ୍କୟା ନାଇଡୁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି କୋବିନ୍ଦ ଟୁଇଟ୍‌ କରି କହିଛନ୍ତି, ରଙ୍ଗର ପର୍ବ ହୋଲି ସଭିଙ୍କ ଜୀବନରେ ଆନନ୍ଦ ଆଣିଦେଉ। ଏହି ପବିତ୍ର ପର୍ବ ହୋଲି ଶରତ ଋତୁକୁ ବିଦାୟ ଦେଉଥିବା ବେଳେ ବସନ୍ତ ଋତୁର ଆଗମନକୁ ଦର୍ଶାଇଥାଏ। ଏହି ପର୍ବ ସମସ୍ତଙ୍କ ପାଇଁ ସୁଖ, ସମୃଦ୍ଧି ଓ ଶାାନ୍ତି ଆଣିଦେଉ ବୋଲି ସେ କହିଛନ୍ତି। ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ , ସ୍ବରାଷ୍ଟ୍ରମନ୍ତ୍ରୀ ଅଭିତ ଶାହା, କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ ଅନ୍ୟନେତାମାନେ ମଧ୍ୟ ହୋଲି ପର୍ବ ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri