Posted inଜାତୀୟ

ଦେଶବାସୀ ଏକତା ସୂତ୍ରରେ ବାନ୍ଧି ହୋଇ କାର୍ଯ୍ୟ କରିବା ଆବଶ୍ୟକ: ମୋଦି

ନୂଆଦିଲ୍ଲୀ,୨୭।୧୦: ଦେଶବାସୀଙ୍କ ମଧ୍ୟରେ ଏକତା ରହିବା ସହିତ ସେମାନେ ଏକତା ସୂତ୍ରରେ ବାନ୍ଧି ହୋଇ କାର୍ଯ୍ୟ କରିବା ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ କହିଛନ୍ତି। ଦେଶବାସୀଙ୍କୁ ଆଲୋକର ପର୍ବ ଦୀପାବଳି ଅବସରରେ ଅଭିନନ୍ଦନ ଜଣାଇବା ସହିତ ସୁଖ ସମୃଦ୍ଧି କାମନା କରିଛନ୍ତି। ଭାରତ ପର୍ଯ୍ୟଟନ କ୍ଷେତ୍ରରେ ବିଶ୍ୱ ଦରବାରରେ ସ୍ବତନ୍ତ୍ର ସ୍ଥାନ ହାସଲ କରିବା ସହିତ ଅଧିକରୁ ଅଧିକ ପର୍ଯ୍ୟଟକଙ୍କୁ ଆକର୍ଷିତ କରିବାକୁ ସକ୍ଷମ ହେବାରେ ଲାଗିଛି। ଅକ୍ଟୋବର ୩୧ରେ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜନ୍ମଦିନରେ ଏକତା ଯାତ୍ରାରେ ସଭିଏଁ ସାମିଲ୍‌ ହେବାର ଆବଶ୍ୟକତା ରହିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇ ସହ ସାଙ୍ଗ ହୋଇ ଭଉଣୀଙ୍କୁ କଲେ ପ୍ରେମ: ମା’ ଶୋଇଥିବା ବେଳେ ଯୁବତୀଙ୍କୁ ଡାକିନେଇ…

ଦିଗପହଣ୍ଡି,୧୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅଧୀନ ଏକ ଗାଁରୁ ଜଣେ ୨୧ ବର୍ଷୀୟା ଯୁବତୀ ଆକସ୍ମିକ ଭାବେ ଘରୁ ନିଖୋଜ ହୋଇଯାଇଥିବା ଅଭିଯୋଗ…

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

ସ୍କୁଲ-କଲେଜ ଛୁଟି ଘୋଷଣା

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ବଢ଼ି ଚାଲିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଗତ ୪ ଦିନ ହେବ ଜିଲାରେ ପ୍ରାୟ ୪୧ରୁ ୪୨ ଡିଗ୍ରୀ ଉପରେ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri