Posted inଫୁରସତ

ଦେଶର ସବୁଠୁ ଭୟାନକ ଦୁର୍ଗ, ସନ୍ଧ୍ୟା ହେଲେ ଯିବାକୁ ଲାଗିବ ଡର

ଆମ ଦେଶରେ ପୁରୁଣା ଯୁଗର କିଛି ଦୁର୍ଗ ଆଜି ବି ରହିଛି। ସେଥିମଧ୍ୟରୁ କେତେକ ଖୁବ୍‌ ସୁନ୍ଦର ହୋଇଥିବାବେଳେ ଆଉ କିଛି ଭୟାନକ। ଏହିପରି ଏକ ଦୁର୍ଗ ହେଉଛି ପ୍ରବଳଗଢ଼। ଯାହା ମହାରାଷ୍ଟ୍ରର ମାଥରନ୍‌ ଏବଂ ପାନ୍‌ଭେଲ ମଝିରେ ରହିଛି। ଏହି ଦୁର୍ଗ ଭାରତର ସବୁଠୁ ଭୟାନକ। ଏହା କଳାବତୀ ଦୁର୍ଗ ନାମରେ ଜଣାଶୁଣା। ଏହି ଦୁର୍ଗର ଉଚ୍ଚତା ୨୩୦୦ ଫୁଟ। ଏଠାକୁ ବହୁ କମ୍‌ ଲୋକ ଆସିଥାନ୍ତି।

ଯେଉଁମାନେ ଆସିଥାନ୍ତି ସୂର୍ଯ୍ୟ ବୁଡ଼ିବା ପୂର୍ବରୁ ଚାଲିଯାଇଥାନ୍ତି। କାରଣ ଏଠାରେ ପାଣି  ନାହିଁ କି ବିଜୁଳି ନାହିଁ। ସୂର୍ଯ୍ୟ ବୁଡ଼ିବା କ୍ଷଣି ବହୁଦୂର ପର୍ଯ୍ୟନ୍ତ ଅନ୍ଧାର ଦେଖାଯାଏ। ଏହି ଦୁର୍ଗକୁ ଯିବା ପାଇଁ ପାହାଡ଼ କଟାଯାଇ ଶିଡ଼ି ତିଆରି କରାଯାଇଛି।

ଶିଡ଼ି ଚଢ଼ିବାକୁ ହେଲେ ଭୟ ଲାଗିବ। ଯଦି ଗୋଡ଼ ଖସିଗଲା ତେବେ ୨୩୦୦ ଫୁଟ ତଳେ ଯାଇ ପଡ଼ିବେ। କୁହାଯାଏ, ଏଠାରୁ ଖସିପଡ଼ି କିଛି ଲୋକଙ୍କ ମୃତ୍ୟୁ ମଧ୍ୟ ଘଟିଛି। ପୂର୍ବରୁ ଏହି ଦୁର୍ଗର ନାମ ମୁରଞ୍ଜନ ଥିଲା। ପରେ ଛତ୍ରପତି ଶିବାଜୀ ଏହା


Enter your email to get our daily news in your inbox.

All Right Reserved By Dharitri.Com

ପରିବା ବିକ୍ରି ପାଇଁ ଯାଉଥିଲେ ଦମ୍ପତି, ଅଟୋ ଓଲଟି ଚାଲିଗଲା ମହିଳାଙ୍କ ଜୀବନ

ନନ୍ଦପୁର,୫।୨( ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନା ଅଧୀନ କେଚଲା ରାସ୍ତାର ନାରଜିପୁଟ ଗ୍ରାମ ନିକଟରେ ଦୁର୍ଘଟଣା । ନିଜ ଅଟୋରେ ଦମ୍ପତି…

ଏବେ ବି ଆପଣଙ୍କ ପାଖରେ ଅଛି କି ୨୦୦୦ ଟଙ୍କିଆ ନୋଟ: ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ ଅଛି, ତେବେ ଭବିଷ୍ୟତରେ ଏହାକୁ ବ୍ୟବହାର କରିବା କଷ୍ଟକର ହୋଇଯିବ। ନଭେମ୍ବର ୨୦୧୬ରେ ସରକାର…

ଡାଉନ ହେଲା Instagram, ୟୁଜର୍ସ କହିଲେ…

ନୂଆଦିଲ୍ଲୀ,୫।୨: ମେଟାର ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମ ଡାଉନ୍ । ହଜାର ହଜାର ୟୁଜର୍ସ ସମସ୍ୟାର ସମ୍ମୁଖୀନ ହେଉଥିବା ନେଇ ଅଭିଯୋଗ କରିଥିଲେ । ବୁଧବାର ସକାଳେ,…

ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ: ପ୍ରଭାବଶାଳୀ ଗଳାବାଟ ଖୋଜୁଥିବା ବେଳେ ନିରୀହ ପଡୁଛନ୍ତି ବଳି

ପରଜଙ୍ଗ,୫।୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ କୁଆଳୋ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ କୁଆଳୋ ମୌଜାରେ ଦୁଇ କିସମ ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ ନେଇ ଜାତୀୟ…

ନିଜ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ କନଷ୍ଟେବଳ, ଛୁଟି ନମିଳିବାରୁ…

ନୟାଗଡ଼,୫।୨(ଲୋକନାଥ ମିଶ୍ର): ନୟାଗଡ଼ର ଏପିଆର କନଷ୍ଟେବଳଙ୍କ ଆତ୍ମହତ୍ୟା । ମୃତକ ହେଲେ ସୁନୀଲ ସେଠୀ । ଗୁରୁବାର ସେ ରିଜର୍ଭ ପୋଲିସ କ୍ୟାମ୍ପସରେ ଜୀବନ ହାରିଥିବା ସୂଚନା…

ଦାରିଙ୍ଗବାଡିରେ ପ୍ରଥମଥର ପାଇଁ ସ୍କାଉଟସ-ଗାଇଡ଼ସ ପ୍ରତିଯୋଗିତା: ପଞ୍ଜିକରଣ ଆରମ୍ଭ

ଦାରିଙ୍ଗବାଡି,୫।୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଓଡିଶା ରାଜ୍ୟ ଭାରତ ସ୍କାଉଟସ ଓ ଗାଇଡ଼ସର ପ୍ରଥମଥର ପାଇଁ…

ଅବହେଳିତ ସାମାଜିକ ସୁରକ୍ଷା ଅଧିକାରୀ: ପୁନର୍ଗଠନ, ପଦୋନ୍ନତି ମିଳିବାରେ ବିଳମ୍ବ

ଭବାନୀପାଟଣା,୫ା୨(ଉତ୍ତମ କୁମାର ଦାଶ): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନହିତକର ଯୋଜନାର ସଫଳ ରୂପାୟନ ନିମନ୍ତେ ଗତ କିଛିବର୍ଷ ହେଲା ସମସ୍ତ ବିଭାଗକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ…

ଛାତ୍ରୀଙ୍କୁ ଅସଦାଚରଣ ଘଟଣା: ପ୍ରଧାନ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ

ଭବାନୀପାଟଣା, ୫ା୨(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପରମାନନ୍ଦପୁରସ୍ଥିତ ରେଡ୍‌କ୍ରସ ଅନ୍ଧ, ମୂକ, ବଧିର ବିଦ୍ୟାଳୟର ଜଣେ କର୍ମଚାରୀଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆସିଥିଲା। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri