ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୫୮,୩୩୩ ଛୁଇଁଲା

ନୂଆଦିଲ୍ଲୀ,୨୮।୫: ଦେଶରେ ସାଙ୍ଘାତିକ ହେଲାଣି କରୋନା ସ୍ଥିତି। ଗତ ୨୪ ଘଣ୍ଟାରେ ୬,୫୬୬ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୫୮,୩୩୩ରେ ପହଞ୍ଚିଛି। ଗୁରୁବାର ସକାଳେ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା ଦିଆଯାଇଥିବା ସୂଚନାରୁ ଜଣାପଡିଛି କି ଏବେସୁଦ୍ଧା ଦେଶରେ ୮୬,୧୧୦ଜଣଙ୍କ ଚିକିତ୍ସା ଚାଲିଥିବା ବେଳେ ୬୭,୬୯୨ ଜଣ ସୁସ୍ଥ ହୋଇ ସାରିଲେଣି। ତେବେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪,୫୩୧ରେ ପହଞ୍ଚିଛି। ଏବେବି ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢି ଚାଲିଥିବା ବେଳେ ଏବେ ସେଠାରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ରହିଛି ୫୬,୯୪୮। ସେହିପରି ତାମିଲନାଡୁରେ ୧୮,୫୪୫, ଗୁଜରାଟରେ ୧୫,୧୯୫ ଓ ରାଜଧାନୀ ଦିଲ୍ଲୀରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫,୨୫୭ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ପରିବର୍ତ୍ତନ କରିବା ଲାଗି ଭାଜପାର ଥିଲା ପ୍ରତିଶ୍ରୁତି, କେବଳ ନାମ କରାଯାଇଛି ବଦଳ: ଷ୍ଟାଲିନ…

ଚେନ୍ନାଇ,୫।୯ : ଜି -୨୦ ସମ୍ମିଳନୀର ରାତ୍ରୀ ଭୋଜନ କାର୍ଯ୍ୟକ୍ରମର ନିମନ୍ତ୍ରଣ କାର୍ଡରେ ପ୍ରେସିଡେଣ୍ଟ ଅଫ ଇଣ୍ଡିଆ ଲେଖାଯିବା ପରେ ଏହାକୁ ନେଇ ଶାସକ ବିରୋଧୀଙ୍କ...

୭ ଦିନରେ ହାଇ କମିଶନ ଷ୍ଟାଫ୍‌ ୫୦% କମାଅ

ନୂଆଦିଲ୍ଲୀ,୨୪ା୬(ପି.ଟି.): ନୂଆଦିଲ୍ଲୀସ୍ଥିତ ପାକିସ୍ତାନର ହାଇ କମିଶନ ଅଫିସରେ ଥିବା ଷ୍ଟାଫ୍‌ ମଧ୍ୟରୁ ୫୦% କର୍ମଚାରୀଙ୍କୁ ପ୍ରତ୍ୟାହାର କରିବା ପାଇଁ ଭାରତ ପକ୍ଷରୁ ଇସ୍‌ଲାମାବାଦକୁ କୁହାଯାଇଛି। ଅନୁରୂପ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ସହାୟତାର ସୁଅ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ଜନପ୍ରତିନିଧିମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠି(ସିଏମ୍‌ଆରଏଫ୍‌)କୁ ସହାୟତା କରିବା ଲାଗି ଅନୁରୋଧ କରିଥିଲେ। ସ୍ବୟଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

କିଛି ଲୋକ ଭାବୁଛନ୍ତି ରାମ ମନ୍ଦିର ନିର୍ମାଣ ହେଲେ କରୋନା ଶେଷ ହେବ: ପାଓ୍ବାର

ନୂଆଦିଲ୍ଲୀ,୧୯।୭: ଏନସିପି ସୁପ୍ରିମୋ ଶରଦ ପାୱାର କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ କିଛି ଲୋକ ଭାବୁଛନ୍ତି ଯେ ରାମ ମନ୍ଦିର ନିର୍ମାଣ...

ପୁଣି ବଢ଼ିଲା ଲକ୍‌ଡାଉନ

ନୂଆଦିଲ୍ଲୀ,୧।୫ : ଆସନ୍ତା ସୋମବାର ସକାଳେ ଦିଲ୍ଲୀରେ ଶେଷ ହେବ ନାହିଁ ଲକ୍‌ଡାଉନ। କୋଭିଡ୍‌ ଲକ୍‌ଡାଉନକୁ ଆହୁରି ଏକ ସପ୍ତାହ ବଢ଼ାଇ ଦିଆଯାଇଛି। ଏ ନେଇ...

ପ୍ରଥମଥର ଲାଗି ଦେଶରେ କମୁଛି କରୋନା ସଂକ୍ରମିତଙ୍କ ମୃତ୍ୟୁହାର

ନୂଆଦିଲ୍ଲୀ,୨୦।୭: ଦେଶରେ କରୋନା ସଂକ୍ରମଣ ବଢି ଚାଲିଥିବା ଭିତରେ କିନ୍ତୁ ଆସିଛି ଏକ ଖୁସି ଖବର। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ମୁତାବକ ଶନିବାର ସୁଦ୍ଧା ଦେଶରେ...

ସ୍ତ୍ରୀଙ୍କୁ ହତ୍ୟା କରି ଆଖି ତାଡ଼ିନେଲେ ସ୍ବାମୀ

ଭୋପାଳ,୯ା୧୨: ଜଣେ ବ୍ୟକ୍ତି ଅନ୍ୟ ଜଣେ ମହିଳାଙ୍କ ସହ ସମ୍ପର୍କ ରଖିଥିବାରୁ ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଝଗଡ଼ା ଏତେ ଉଗ୍ରରୂପ ଧାରଣ କଲା ଯେ,...

ପ୍ରବାସୀ ଶ୍ରମିକଙ୍କୁ ଖାଦ୍ୟ ଯୋଗାଇଲେ ଟ୍ରାନ୍ସଜେଣ୍ଡର

ପୁଣେ,୧୯।୫: ଲକ୍‌ଡାଉନ ଯୋଗୁ ବାହାର ରାଜ୍ୟରେ ଫସି ରହିଥିବା ପ୍ରବାସୀ ଶ୍ରମିକଙ୍କ ଦୁର୍ଦ୍ଦଶାକୁ ଦେଖି ସମସ୍ତେ ସହାୟତା ଯୋଗାଇ ଦେଉଥିବା ଦେଖାଯାଇଛି। ଏହି କ୍ରମରେ ପୁଣେରେ...

Advertisement
Archives

Model This Week