ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୭୧, ସୁସ୍ଥ ହେଲେ ୯୯

ନୂଆଦିଲ୍ଲୀ,୩୦।୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ସୋମବାର ସକାଳ ସୁଦ୍ଧା ମିଳିଥିବା ସୂଚନା ଅନୁଯାୟୀ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୧୦୭୧ରେ। ବଡ ଖବର ହେଉଛି ଏଥିରେ ୯୯ ଜଣ ସୁସ୍ଥ ହାଇଥିବା ଜଣାପଡିଛି। ସେହିପରି କରୋନା ମହାମାରୀ ଦେଶରେ ୨୯ ଜଣଙ୍କ ଜୀବନ ମଧ୍ୟ ନେଇଛି। ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ ମୃତ୍ୟୁ ସଂଖ୍ୟା ମଧ୍ୟ ବଢିପାରେ ବୋଲି ଆଶଙ୍କା କରାଯାଉଛି। ସୂଚନାଯୋଗ୍ୟ, ଏବେ ସାରା ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୩ ହଜାର ଅତିକ୍ରମ କରି ସାରିଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୬ଲକ୍ଷ ଅତିକ୍ରମ କରି ସାରିଲାଣି। ଏବେ କରୋନା ଯୋଗୁ ଚାଇନା ପରେ ଇଟାଲୀର ଅବସ୍ଥା ସବୁଠାରୁ ଖରାପ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟକେନ୍ଦ୍ର ଚାଲୁ କରିବା ଲାଗି ଅନୁରୋଧ କଲେ ମୁଖ୍ୟମନ୍ତ୍ରୀଙ୍କ ବନ୍ଧୁ

ପାଟନା,୨୬।୫: ବିହାରରେ ସ୍ବାସ୍ଥ୍ୟସେବା ଅତ୍ୟନ୍ତ ବିପର୍ଯ୍ୟୟ ଅବସ୍ଥାରେ ପଡ଼ି ରହିଛି। ସାମାନ୍ୟ ଚିକିତ୍ସା ଲାଗି ବି ଲୋକଙ୍କୁ ବହୁ ହଇରାଣ ହରକତ ହେବାକୁ ପଡ଼ୁଛି। ବର୍ତ୍ତମାନ...

୭ଦିନିଆ ରିମାଣ୍ଡରେ ଗଲେ ଅଣ୍ଡରଓ୍ବାଲର୍‌ଡ ଡନ୍‌ ଦାଉଦଙ୍କ ଭାଇ

ମୁମ୍ବାଇ,୧୮।୨: ଅଣ୍ଡରୱାଲର୍‌ଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ଙ୍କ ଭାଇ ଇକ୍‌ବାଲ କାସକରଙ୍କ ଅଡ଼ୁଆ ବଢ଼ିବାରେ ଲାଗିଛି। ମନି ଲଣ୍ଡରିଂ ମାମଲାରେ ଅଧିକ ପଚରା ଉଚରା ପାଇଁ ଇକ୍‌ବାଲଙ୍କୁ...

ପୁରୁଣା ଗାଡ଼ିକୁ ଅଦରକାରୀ କରିବା ଲାଗି ୨ ହଜାର କୋଟି ପ୍ରୋତ୍ସାହନ ଦେବେ କେନ୍ଦ୍ର ସରକାର…

ନୂଆଦିଲ୍ଲୀ,୧୬।୧ : ପୁରୁଣା ଯାନବାହାନକୁ ଅଦରକାରୀ କରିବା ଲାଗି ପୁଞ୍ଜି ବିନିଯୋଗ ଯୋଜନା ପାଇଁ ସ୍ବତନ୍ତ୍ର ସହାୟତା ଅନ୍ତର୍ଗତରେ କେନ୍ଦ୍ର ସରକାର ୨ ହଜାର କୋଟି...

୧୫୧ ଆସନ ସହ କ୍ଷମତାକୁ ଫେରିବା ଲକ୍ଷ୍ୟରେ ଜଗନମୋହନ

ଗୁଆହାଟୀ,୨୮।୪: ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନକୁ ଆଉ ୨ବର୍ଷ ବାକି ଥିବା ବେଳେ ମୁଖ୍ୟମନ୍ତ୍ରୀ ତଥା ଓ୍ବାଇଏସ୍‌ଆର୍‌ସିପି ଅଧ୍ୟକ୍ଷ ଜଗନମୋହନ ରେଡ୍ଡୀ ପୁନର୍ବାର କ୍ଷମତାକୁ ଫେରିବା ଲାଗି...

୯ ମାସ ଧରି ନାବାଳିକାଙ୍କୁ ବଳାତ୍କାର କରୁଥିଲେ ୨୯ ଜଣ

ନୂଆଦିଲ୍ଲୀ,୨୩।୯: ଗତ ୯ ମାସ ଧରି ୧୫ ବର୍ଷୀୟା ନାବାଳିକାଙ୍କୁ ୨୯ ଜଣ ଗଣବଳାତ୍କାର କରିଥିଲେ। ପୀଡ଼ିତା ବୁଧବାର ରାତିରେ ଅଭିଯୋଗ କରିବା ପରେ ମୁମ୍ବାଇରୁ...

କୋଭିଡ୍‌-୧୯ ବିଜ୍ଞାପିତ ବିପତ୍ତି ଘୋଷିତ: ମୃତକଙ୍କ ସମ୍ପର୍କୀୟଙ୍କୁ ମିଳିବ ୪ ଲକ୍ଷ ଟଙ୍କାର ସହାୟତା

ନୂଆଦିଲ୍ଲୀ,୧୪।୩(ପି.ଟି.): ବିଶ୍ୱର ୧୪୫ ଦେଶରେ ଏବେ କରୋନା ତାଣ୍ଡବ ଦେଖିବାକୁ ମିଳିଛି। ମୃତ୍ୟୁସଂଖ୍ୟା ଶନିବାର ସୁଦ୍ଧା ୫,୪୩୬ରେ ପହଞ୍ଚିଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୧.୪୫ ଲକ୍ଷରୁ...

ବ୍ଲାକ୍‌ଫଙ୍ଗସ୍‌ ରୋଗୀ ସାଇବର ଠକେଇର ଶିକାର

ଭୁବନେଶ୍ୱର,୩ା୭ (ବ୍ୟୁରୋ): ଅନ୍‌ଲାଇନରେ ଇଞ୍ଜେକ୍ସନ ଅର୍ଡର ଦେଇ ଠକେଇର ଶିକାର ହୋଇଛନ୍ତି ଜଣେ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ। ଇଞ୍ଜେକ୍ସନ ଦେବା ନଁାରେ ତାଙ୍କଠାରୁ ୪୮ହଜାର ଟଙ୍କା...

ଏହି ହୋଟେଲରେ ରାତ୍ରୀ ଯାପନ କରିବେ ଟ୍ରମ୍ପ

ନୂଆଦିଲ୍ଳୀ,୨୪।୨: ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ଦୁଇ ଦିନିଆ ଭାରତ ଗସ୍ତରେ ଆସିଛନ୍ତି। ଗୁଜରାଟର ଅହମଦାବାଦ ବିମାନ ବନ୍ଦରରେ ଟ୍ରମ୍ପ...

Advertisement
Archives

Model This Week