Posted inଜାତୀୟ

ଦେଶରେ କରୋନା ସ୍ଥିତି ଜଟିଳ: ୨୪ ଘଣ୍ଟାରେ ୭ ହଜାର ୪୬୬ ଜଣ ସଂକ୍ରମିତ, ୧୭୫ ମୃତ

ନୂଆଦିଲ୍ଲୀ,୨୯।୫:ଭାରତରେ କରୋନା ସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ କରୋନା ସଂକ୍ରମିତ ୭ ହଜାର ୪୬୬ଟି ମାମଲା ସାମ୍ନାକୁ ଆସିଛି। ଏହାସହ ୧୭୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪ ହଜାର ରୋଗୀ ସୁସ୍ଥ ହୋଇଛନ୍ତି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଜାରି ରିପୋର୍ଟ ମୁତାବକ, ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ୬୫ ହଜାର ୯୭୭ରେ ପହଞ୍ଚିଛି। ଏହି ମହାମାରୀରେ ଏପର୍ଯ୍ୟନ୍ତ ୪ ହଜାର ୭୦୬ ଜଣଙ୍କ ପ୍ରାଣ ଯାଇଛି। ବର୍ତ୍ତମାନ ସକ୍ରିୟ ରୋଗୀଙ୍କ ସଂଖ୍ୟା ପାଖାପାଖି ୯୦ ହଜାର ଥିବାବେଳେ ୭୧ ହଜାର ୧୦୬ଜଣ ସୁସ୍ଥ ହୋଇଛନ୍ତି। ସର୍ବାଧିକ କରୋନା ସଂକ୍ରମିତ ରାଜ୍ୟ ତାଲିକାରେ ଆଗରେ ଅଛି ମହାରାଷ୍ଟ୍ର। ଏଠାରେ ସଂକ୍ରମିତଙ୍କ ସଂଖ୍ୟା ପାଖାପାଖି ୬୦ ହଜାରରେ ପହଞ୍ଚି ଥିବାବେଳେ ୧୯୮୨ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଦ୍ୱିତୀୟ ସ୍ଥାନରେ ରହିଛି ତାମିଲନାଡୁ। ଏହି ରାଜ୍ୟରେ ୧୯ ହଜାର ୩୭୨ ଜଣ କରୋନା ସଂକ୍ରମିତ ଥିବାବେଳେ ୧୪୫ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ମତଦାନ ସମୟ ଘଣ୍ଟାଏ ବଢ଼ିବ

ନୂଆଦିଲ୍ଲୀ,୯।୧(ପି.ଟି.): କୋଭିଡ୍‌ ସଂକ୍ରମଣ ବଢ଼ୁଥିବା ସତ୍ତ୍ୱେ ନିର୍ଦ୍ଧାରିତ ସମୟରେ ୫ ରାଜ୍ୟରେ ବିଧାନସଭା ନିର୍ବାଚନ କରାଇବା ପାଇଁ ନିର୍ବାଚନ କମିଶନ ନିଷ୍ପତ୍ତି ନେବା ସହ ଶନିବାର...

ନିର୍ବାଚନ ଆୟୋଗଙ୍କର ମଧ୍ୟ ଆବଶ୍ୟକତା ରହିଛି ଆଦର୍ଶ ଆଚାର ସଂହିତା: କପିଲ ସିବଲ…

ନୂଆଦିଲ୍ଲୀ,୫।୧୦ : ନିର୍ବାଚନ ପ୍ରତିଶ୍ରୁତିର ଆର୍ଥିକ ଦକ୍ଷତା ବିଷୟରେ ଭୋଟରଙ୍କୁ ପ୍ରାମାଣିକ ସୂଚନା ପ୍ରଦାନ କରିବା ପାଇଁ ମଡେଲ ଆଚରଣ ବିଧିରେ ପରିବର୍ତ୍ତନ ସମ୍ପର୍କରେ ରାଜନୈତିକ...

କିରଣ ବେଦୀଙ୍କୁ ହିଟଲରଙ୍କ ଭଉଣୀ ସହ ତୁଳନା କଲେ ପୁଡୁଚେରୀ ମୁଖ୍ୟମନ୍ତ୍ରୀ

ପୁଡୁଚେରୀ,୨୦।୧୧:ପୁଡୁଚେରୀ ଉପରାଜ୍ୟପାଳ କିରଣ ବେଦୀଙ୍କୁ ଜର୍ମାନ ଏକଛତ୍ରବାଦୀ ଶାସକ ଆଡଲଫ ହିଟଲରଙ୍କ ଭଉଣୀ ସହ ତୁଳନା କରିଛନ୍ତି ମୁଖ୍ୟମନ୍ତ୍ରୀ ଭି ନାରାୟଣସାମୀ। ରାଜ୍ୟର ଉପରାଜ୍ୟପାଳ ଭାବେ...

ଦିଲ୍ଲୀ ଗଲେ ୯ ଏନ୍‌ସିପି ବିଧାୟକ

ମୁମ୍ବାଇ,୨୪ା୧୧: ଏନ୍‌ସିପି ନେତା ଅଜିତ ପାଓ୍ବାରଙ୍କୁ ସମର୍ଥନ ଦେଉଥିବା ଦଳୀୟ ବିଧାୟକମାନଙ୍କ ମଧ୍ୟରୁ ୯ ଜଣ ଏକ ଘରୋଇ ଚାର୍ଟାର୍ଡ ବିମାନରେ ଦିଲ୍ଲୀ ଯାଇଛନ୍ତି। ସେମାନେ...

ପୁଣି ଡରାଇଲାଣି କରୋନା: ୧୩ ରାଜ୍ୟରେ ୨୪ ଘଣ୍ଟାରେ ୧୦,୫୮୪ ନୂଆରୋଗୀ, ୭୮ ମୃତ

ନୂଆଦିଲ୍ଲୀ,୨୩ ।୨: ଦେଶରେ କରୋନା ଭାଇରସ ପୁଣିଥରେ କାୟା ବିସ୍ତାର କରିବା ଆରମ୍ଭ କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ପାୟ ୧୩ଟି ରାଜ୍ୟ...

ଜେକେପିଏମ୍‌ ଅଧ୍ୟକ୍ଷ ପଦରୁ ଫୈଜଲଙ୍କ ଇସ୍ତଫା

ଶ୍ରୀନଗର, ୧୧।୮(ପି.ଟି.): ଗତବର୍ଷ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଛାଡ଼ି ଜମ୍ମୁ-କଶ୍ମୀର ପିପୁଲ୍ସ ମୁଭ୍‌ମେଣ୍ଟ (ଜେକେପିଏମ୍‌) ଗଠନ କରିଥିବା ଶାହ ଫୈଜଲ ଏହାର ଅଧ୍ୟକ୍ଷ ପଦରୁ...

୨୧ ଯବାନ ନିଖୋଜ: ଜଙ୍ଗଲରେ ଲୁଚି ରହିଛନ୍ତି ୩୦୦ ମାଓବାଦୀ

ବିଜାପୁର,୪।୪: ଛତିଶଗଡ଼ର ବିଜାପୁରରେ ଶନିବାର ମିଳିତ ସୁରକ୍ଷାକର୍ମୀ ଏବଂ ମାଓବାଦୀ ମୁହାଁମୁହିଁ ହୋଇଥିଲେ। ଏଥିରେ ୮ ଯବାନ ଶହୀଦ୍‌ ହୋଇଥିବାବେଳେ ୧୫ରୁ ଅଧିକ ମାଓବାଦୀଙ୍କ ମୃତ୍ୟୁ...

ପ୍ରଥମେ କିଏ କହିବ ଆଇ ଲଭ୍‌ ୟୁ: ଖୁର୍ସିଦ

ପାଟନା,୧୯।୨: ଭାଜପାକୁ ପରାସ୍ତ କରିବାକୁ ହେଲେ ବିରୋଧୀ ମେଣ୍ଟରେ କଂଗ୍ରେସ ଯୋଗଦେଉ ବୋଲି ଜେଡିୟୁ ସୁପ୍ରିମୋ ତଥା ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଓ ତାଙ୍କ...

Advertisement
Archives

Model This Week