ଦେଶରେ ଗତ ୧୨ ଘଣ୍ଟାରେ ୩୦୨ ନୂଆ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୫ ।୪: ଦେଶରେ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୧୨ ଘଣ୍ଟାରେ ୩୦୨ ନୂଆ ରୋଗୀ ଚିହ୍ନଟ ହେବା ପରେ ଏବେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୩୩୭୪ରେ । ଏମାନଙ୍କ ମଧ୍ୟରୁ ୩୦୩୦ ଚିକିତ୍ସିତ ହେଉଥିବା ବେଳେ ୨୬୭ ସୁସ୍ଥ ହୋଇଥିବା ଜଣାପଡିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁଯାୟୀ, ଏବେ ସୁଦ୍ଧା କରୋନା ଭାଇରସ ସଂକ୍ରମଣରେ ୭୭ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି ।


Enter your email to get our daily news in your inbox.

All Right Reserved By Dharitri.Com

ନିଜକୁ ଦ୍ୱିତୀୟ ଲାଲୁ ବୋଲି କହିଲେ ତେଜ ପ୍ରତାପ

ପାଟନା,୧୭।୪: ଗୋଟିଏ ପଟେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଆର୍‌ଜେଡି ନେତା ଲାଲୁ ପ୍ରସାନ ଯାଦବଙ୍କ ଝିଅ ମିଶା ଭାରତୀଙ୍କ ପାଇଁ ଭୋଟ ମାଗୁଥିବା ବେଳେ...

ରାହୁଲ ପୁଣିଥରେ ହୁଅନ୍ତୁ କଂଗ୍ରେସ ଅଧ୍ୟକ୍ଷ: ଗେହଲଟ

ନୂଆଦିଲ୍ଲୀ,୨୩।୬: ରାହୁଲ ଗାନ୍ଧୀଙ୍କୁ ପୁଣିଥରେ କଂଗ୍ରେସର ଅଧ୍ୟକ୍ଷ କରାଯାଉ ବୋଲି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଦାବି କରିଛନ୍ତି। ମଙ୍ଗଳବାର ଅନୁଷ୍ଠିତ କଂଗ୍ରେସ ଓ୍ବାର୍କିଂ କମିଟି(ସିଡବ୍ଲୁସି)...

ପୋଲିସ କର୍ମଚାରୀଙ୍କୁ କରୋନା: ଟୁଇଟ୍‌ କରି ସୂଚନା ଦେଲା କମିଶନରେଟ ପୋଲିସ

ଭୁବନେଶ୍ୱର, ୧୯।୫(ବ୍ୟୁରୋ): ଭୁବନେଶ୍ୱରର ଜଣେ ପୋଲିସ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ କମିଶନରେଟ ପୋଲିସ ପକ୍ଷରୁ ମଙ୍ଗଳବାର ଟୁଇଟ୍‌ କରି ସୂଚନା ଦିଆଯାଇଛି।...

ଦୁଇମାସ ପରେ ହଟିଲା କଟକଣା: ଆଜିଠୁ କଶ୍ମୀର ଯାଇପାରିବେ ପର୍ଯ୍ୟଟକ

ଶ୍ରୀନଗର,୧୦ା୧୦: ଜମ୍ମୁ-କଶ୍ମୀରରେ ପର୍ଯ୍ୟଟକଙ୍କ ଭ୍ରମଣ ଉପରେ ଦୁଇମାସରୁ ଊର୍ଦ୍ଧ୍ୱ ସମୟ ଧରି ରହିଥିବା କଟକଣାକୁ ଶେଷରେ ହଟାଇଦିଆଯାଇଛି। ଫଳରେ ଗୁରୁବାରଠାରୁ ପର୍ଯ୍ୟଟକ ମାନେ ଜମ୍ମୁ-କଶ୍ମୀରକୁ ଭ୍ରମଣରେ...

ମୁଖ୍ୟମନ୍ତ୍ରୀଙ୍କ ସାମ୍ନାରେ ଭୋ ଭୋ ହୋଇ କାନ୍ଦିଲେ ବୃଦ୍ଧା, ଜାଣନ୍ତୁ କାହିଁକି

ଶିମଲା,୨୮।୮:ହିମାଚଳ ପ୍ରଦେଶର ଶିମ୍‌ଲା ନଗର ନିଗମ(ଏମ୍‌ସି ଶିମ୍‌ଲା)ର କାର୍ଯ୍ୟକାରିତାକୁ ନେଇ ଏବେ ପ୍ରଶ୍ନ ଉଠିଛି। ଅଭିଯୋଗ ହୋଇଛି ଯେ ଏମସି କର୍ମଚାରୀ ଜଣେ ବୃଦ୍ଧ ମହିଳାଙ୍କ...

ଚାଷୀଙ୍କ ପାଇଁ ହଜାରେ କୋଟିର କଲ୍ୟାଣ ପାଣ୍ଠି ଘୋଷଣା କଲେ ଗେହଲଟ୍‌ ସରକାର

ଜୟପୁର,୧୦।୭: ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ସରକାର ଚାଷୀଙ୍କ ପାଇଁ ହଜାରେ କୋଟି ଟଙ୍କାର କଲ୍ୟାଣ ପାଣ୍ଠି ଗଠନ ସମ୍ପର୍କରେ ଘୋଷଣା କରିଛନ୍ତି। ବୁଧବାର ରାଜ୍ୟ...

ହାଇଦ୍ରାବାଦ୍‌ ଏନ୍‌କାଉଣ୍ଟର୍‌: ୪ ଅଭିଯୁକ୍ତଙ୍କ ମଧ୍ୟରୁ ୨ ଜଣଙ୍କ ବିରୋଧରେ ବଳାତ୍କାର ପରେ ୯ ମହିଳାଙ୍କୁ ଜଳାଇ ହତ୍ୟା ଅଭିଯୋଗ; ପୋଲିସ ପକ୍ଷରୁ ସୂଚନା

ହାଇଦ୍ରାବାଦ୍‌,୧୮।୧୨: ହାଇଦ୍ରାବାଦ୍‌ ଏନ୍‌କାଉଣ୍ଟର ମାମଲାରେ ସ୍ଥାନୀୟ ପୋଲିସ ପକ୍ଷରୁ ବିସ୍ଫୋରକ ବୟାନ ଦିଆଯାଇଛି। ଏନ୍‌କାଉଣ୍ଟର ହୋଇଥିବା ୪ ଅଭିଯୁକ୍ତଙ୍କ ମଧ୍ୟରୁ ୨ ଜଣଙ୍କ ବିରୋଧରେ ବଳାତ୍କାର...

ଚାଇନା ବିରୋଧରେ ବିଶ୍ୱ ଶକ୍ତି ଏକାଠି

ନୂଆଦିଲ୍ଲୀ,୨୩ା୬(ଆଇଏଏନ୍‌ଏସ୍‌): ସାରା ବିଶ୍ୱରେ କରୋନା ମହାମାରୀ ସଂକ୍ରମଣ କରାଇଥିବା ଚାଇନା ଦୋଷ ଲୁଚାଇବାକୁ ଜୋର୍‌ଦାର ପ୍ରଚାର ଚଳାଇଛି। ଏହି ଘଟଣାରୁ ଧ୍ୟାନ ହଟାଇବା ପାଇଁ ବେଜିଂ...

Coronavirus Update


Archives

Model This Week

Why Dharitri