ଦେଶରେ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୪ ।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ମିଳିଥିବା ସୂଚନା ଅନୁଯାୟୀ, ଗତ ୧୨ ଘଣ୍ଟାରେ ଦେଶରେ ୩୫୫ଜଣ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ଫଳରେ ଏବେ ସଂକ୍ରମିତଙ୍କ ସଂଖ୍ୟା ୨୯୦୨ରେ ପହଞ୍ଚି ଥିବା କହିଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ । ଏମାନଙ୍କ ମଧ୍ୟରୁ ୨୬୫୧ଜଣଙ୍କ ଚିକିତ୍ସା ଚାଲିଥିବା ବେଳେ ୧୮୩ ଜଣ ସୁସ୍ଥ ହୋଇଛନ୍ତି ଓ ୬୮ ଜଣଙ୍କ ମୃତ୍ୟୁ ହୋଇ ସାରିଛି । ସୂଚନାଯୋଗ୍ୟ, କରୋନା ଭାଇରସ ଏବେ ୨ଶହରୁ ଅଧିକ ଦେଶକୁ ତା’ କବଳକୁ ନେଇ ସାରିଥିବା ବେଳେ ଏବେ ଏହା ଇଟାଲୀ ଓ ଆମେରିକାରେ ଉଗ୍ରରୂପ ଧାରଣ କରିଛି । ଏହି ଦୁଇ ଦେଶରେ ଶହ ଶହ ସଂଖ୍ୟାରେ ଲୋକେ କରୋନାରେ ସଂକ୍ରମିତ ହେଉଥିବା ବେଳେ ଶହ ଶହ ଲୋକଙ୍କ ମୃତ୍ୟୁ ମଧ୍ୟ ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟରେ ନିର୍ମାଣ ହେବ ବାୟୁସେନାର ପରିବହନ ବିମାନ

ଭଦୋଦରା, ୩୧ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଗୁଜରାଟର ଭଦୋଦରାରେ ଏୟାରବସ୍‌, ଟାଟା କନର୍ସୋଟିୟମ ଅଫ୍‌ ଟାଟା ଆଡଭାନ୍ସଡ ସିଷ୍ଟମ ଲିଃ (ଟିଏଏସ୍‌ଏଲ୍‌) ଏବଂ ଟିଏଏସ୍‌ଏଲ୍‌...

ମନ୍ଦିର ଆନ୍ଦୋଳନର ମୁଖ୍ୟ ଦେବକୀ ନାମ୍ବିସାନ୍‌ଙ୍କ ପରଲୋକ

ଥ୍ରିଶୂର୍‌, ୧୨ା୬: ୧୯୫୬ରେ ମନ୍ଦିର ଆନ୍ଦୋଳନରେ ମୁଖ୍ୟ ଭୂମିକା ନେଇ ଦଳିତ ମହିଳାମାନଙ୍କ ଅଧିକାର ପାଇଁ ଲଢ଼ିଥିବା ଦେବକୀ ନାମ୍ବିସାନ୍‌ଙ୍କର ରବିବାର ପରଲୋକ ହୋଇଯାଇଛି। ତାଙ୍କୁ...

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରଚାରର ଶେଷ ଦିନ

ଅହମ୍ମଦାବାଦ,୨୯।୧୧: ଆସନ୍ତା ୧ ତାରିଖରେ ପ୍ରଥମ ପର୍ଯ୍ୟାୟ ଗୁଜରାଟ ବିଧାନସଭା ନିର୍ବାଚନ। ଏହାକୁ ନେଇ ରାଜନୀତି ବେଶ୍‌ ସରଗରମ ରହିଛି। ତେବେ ମଙ୍ଗଳବାର ପ୍ରଥମ ପର୍ଯ୍ୟାୟ...

‘ସାଂସ୍କୃତିକ ପରମ୍ପରା ଧ୍ୱଂସ କରିଛନ୍ତି ସରକାର’

କୋଲକାତା,୧୪ା୯: ପଶ୍ଚିମବଙ୍ଗର ମମତା ସରକାରଙ୍କ ଦୁର୍ନୀତି ଓ ଭ୍ରଷ୍ଟାଚାର ବିରୋଧରେ କୋଲକାତାରେ ଆନ୍ଦୋଳନ ବେଳେ କର୍ମୀଙ୍କୁ ମାଡ଼ର ତୀବ୍ର ନିନ୍ଦା କରିଛି ଭାଜପା। ପଶ୍ଚିମବଙ୍ଗ ସବୁବେଳେ...

‘କୃଷ୍ଣ, ହନୁମାନ ସବୁଠୁ ମହାନ୍‌ କୂଟନୀତିଜ୍ଞ’

ନୂଆଦିଲ୍ଲୀ,୩୦ା୧: ଭଗବାନ୍‌ କୃଷ୍ଣ ଓ ହନୁମାନ ବିଶ୍ୱର ସବୁଠୁ ବଡ଼ କୂଟନୀତିଜ୍ଞ ଥିଲେ। କୂଟନୀତି ଦୃଷ୍ଟିରୁ ମହାଭାରତ ଓ ରାମାୟଣର ଗୁରୁତ୍ୱ ସର୍ବାଧିକ ବୋଲି ବହିର୍ବ୍ୟାପାର...

କରୋନା ଯୋଗୁ ୮୦ ବର୍ଷୀୟା ମା’ଙ୍କୁ ଘରେ ପୂରାଇ ଦେଲେନିି ପୁଅ

ହାଇଦ୍ରାବାଦ, ୩୧।୫: ତାମିଲନାଡୁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। କରୋନା ଯୋଗୁ ୮୦ ବର୍ଷୀୟା ମା’ଙ୍କୁ ଘରେ ପୂରାଇ ଦେଇନାହାନ୍ତି ପୁଅ-ବୋହୂ। ତେଲେଙ୍ଗାନାର କରିମନଗର...

ଉତ୍ତର ପ୍ରଦେଶ ନିର୍ବାଚନ: ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ପାଇଁ ଆଜି ଶେଷ ହେବ ପ୍ରଚାର, ଭାଜପା ଜାରି କରିବ ଘୋଷଣା ପତ୍ର

ଲକ୍ଷ୍ନୌ,୮ ।୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଲାଗି ପ୍ରଥମ ପର୍ଯ୍ୟାୟ ପ୍ରଚାର ମଙ୍ଗଳବାର ସନ୍ଧ୍ୟା ୫ଟାରେ ଶେଷ ହେବ । ଏଥିରେ ପଶ୍ଚିମ ୟୁପିର...

ପଗଡ଼ି ଭିତରେ ନେଇ ଯାଉଥିଲେ ୪୭ ଲକ୍ଷ ମୂଲ୍ୟର ସୁନା

ନୂଆଦିଲ୍ଲୀ, ୫।୧୦: ଦିଲ୍ଲୀ ବିମାନ ବନ୍ଦରରେ ସୁନା ଚୋରା ଚାଲାଣ ଅଭିଯୋଗରେ କଷ୍ଟମ ବିଭାଗ ଜଣେ ମହିଳାଙ୍କ ସମେତ ୩ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କ ମଧ୍ୟରୁ...

Advertisement
Archives

Model This Week