ଦେଶରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ସୁପ୍ରିମ୍‌କୋର୍ଟରେ ମାନିଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ, ୪।୬: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି ବୋଲି ଗୁରୁବାର କେନ୍ଦ୍ର ସରକାରଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି। ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢ଼ିଚାଲିଛି। ତେଣୁ ଅସ୍ଥାୟୀ ହସ୍ପିଟାଲ ନିର୍ମାଣ କରାଯିବାର ଆବଶ୍ୟକତା ଥିବା ସରକାର କହିଛନ୍ତି। ଏହି ହସ୍ପିଟାଲରେ ଆକ୍ରାନ୍ତଙ୍କର ଚିକିତ୍ସା କରାଯିବ। କରୋନା ଆକ୍ରାନ୍ତଙ୍କ ସହିତ ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀଙ୍କ ସୁରକ୍ଷା ନିଶ୍ଚିତ କରାଇବା ଅପରିହାର୍ଯ୍ୟ। ସରକାରଙ୍କ ପକ୍ଷରୁ ସମ୍ପୂର୍ଣ୍ଣ ନିଷ୍ଠାର ସହିତ ଏହି କାର୍ଯ୍ୟ ସମ୍ପନ୍ନ କରାଯାଉଥିବା ସତ୍ୟପାଠରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଲହର କବଳରୁ ଶିଶୁଙ୍କୁ ସୁରକ୍ଷିତ ରଖିବା ଲାଗି ଗଠନ ହେବ ସ୍ବତନ୍ତ୍ର ଟାସ୍କ୍‌ ଫୋର୍ସ..

ନୂଆଦିଲ୍ଲୀ,୧୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ରାଜଧାନୀ ଦିଲ୍ଲୀରେ କରୋନା ତାଣ୍ଡବ ରଚିଛି। ସମ୍ଭାବ୍ୟ ତୃତୀୟ ଲହରକୁ ଦୃଷ୍ଟିରେ ରଖି...

ହସ୍ପିଟାଲରେ ସ୍ବାମୀଙ୍କୁ ଦେଖି ଭାବୁକ ହେଲେ ନବନୀତ

ମୁମ୍ବାଇ,୫।୫: ହନୁମାନ ଚାଳିଶା ବିବାଦକୁ ନେଇ ଗିରଫ ହୋଇଥିବା ଅମରାବତୀର ନିର୍ଦ୍ଦଳୀୟ ଏମ୍‌ପି ନବନୀତ ରାଣା ଓ ବିଧାୟକ ସ୍ବାମୀ ଦୀର୍ଘ ୧୨ ଦିନ ପରେ...

ଝାଡଖଣ୍ଡ ବିଧାନସଭା ନିର୍ବାଚନ: ମଙ୍ଗଳବାର ୫ମ ପର୍ଯ୍ୟାୟ ପ୍ରାର୍ଥିପତ୍ର ଦାଖଲ

ରାଞ୍ଚି,୨୬।୧୧: ଝାଡଖଣ୍ଡ ବିଧାନସଭାର ୫ମ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ଲାଗି ମଙ୍ଗଳବାର ପ୍ରାର୍ଥିପତ୍ର ଦାଖଲ ଆରମ୍ଭ ହେବ। ମୋଟ ୮୧ ଆସନ ବିଶିଷ୍ଟ ବିଧାନସଭାର...

ରବର ଷ୍ଟାମ୍ପ୍‌ ଭଳି କାମ କରିବାକୁ ଚାହୁଁଛନ୍ତି ସରକାର…

ନୂଆଦିଲ୍ଲୀ, ୨।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ସେପ୍ଟେମ୍ବର ୧୪ରୁ ଅକ୍ଟୋବର ୧ ପର୍ଯ୍ୟନ୍ତ ହେବାକୁ ଥିବା ସଂସଦର ମୌସୁମୀ...

CORONAVIRUS UPDATE: ରାଜ୍ୟରେ ପୁଣି ୧୬୫ ପଜିଟିଭ୍‌; ଆକ୍ରାନ୍ତଙ୍କ ସଂଖ୍ୟା ୪୬୭୭ରେ ପହଞ୍ଚିଲା

ଭୁବନେଶ୍ୱର,୧୯ା୬(ବ୍ୟୁରୋ) : ଶୁକ୍ରବାର ରାଜ୍ୟରେ ପୁଣି ୧୬୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୬୭୭ରେ ପହଞ୍ଚିଥିବା ରାଜ୍ୟ...

କେନ୍ଦ୍ରୀୟ କର୍ମଚାରୀଙ୍କୁ ମୋଦିଙ୍କ ଉପହାର, ମହଙ୍ଗା ଭତ୍ତା ୧୭ରୁ ୨୮ ପ୍ରତିଶତକୁ ବୃଦ୍ଧି…

ନୂଆଦିଲ୍ଲୀ,୧୪।୭: କେନ୍ଦ୍ର ସରକାରଙ୍କ ଅଧିନରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପହାର ଦେଇଛନ୍ତି। କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ଉପରେ ଲାଗିଥିବା ରୋକ୍‌କୁ...

‘ରାହୁଲ ବାବା ଇଟାଲୀ ଚଷମା କାଢ଼, ଜାଣିପାରିବ ୮ ବର୍ଷରେ କ’ଣ ହୋଇଛି’

ଇଟାନଗର,୨୨।୫: ଅରୁଣାଚଳ ପ୍ରଦେଶ ଗସ୍ତରେ ଆସିଥିବା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏକ କାର୍ଯ୍ୟକ୍ରମରେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ରାହୁଲ ଗାନ୍ଧୀଙ୍କୁ ଉଦ୍ଦେଶ୍ୟରେ ଶାହା କହିଛନ୍ତି, ରାହୁଲ...

ନିର୍ଭୟା ମାମଲା: କାନ୍ଥରେ ମୁଣ୍ଡ ବାଡେଇ ଆହତ ହେଲେ ବିନୟ

ନୂଆଦିଲ୍ଲୀ,୨୦।୨: ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଦୋଷୀ ବିନୟ ଶର୍ମା ନିଜେ ରହୁଥିବା ସେଲ୍‌ର କାନ୍ଥରେ ମୁଣ୍ଡ ବାଡେଇ ନିଜକୁ ଆହତ କରିଥିବା ସୂଚନା ମିଳିଛି।...

Advertisement
Archives

Model This Week