Posted inଜାତୀୟ

ଦେଶରେ ହିଂସା ସୃଷ୍ଟି କରୁଛନ୍ତି ମୋଦି ସରକାର: ରାହୁଲ

ଜୟପୁର,୨୮।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି ରାହୁଲ ଗାନ୍ଧୀ। ସେ ରାଜସ୍ଥାନ ଜୟପୁରରେ ଯୁବ ଆକ୍ରୋଶ ରାଲିରେ ଯୋଗଦେଇ କହିଛନ୍ତି ଯେ, ମୋଦି ସରକାର ଦେଶରେ ହିଂସା ସୃଷ୍ଟି କରୁଛନ୍ତି। ଭାରତ ବଡ଼ ସମ୍ପଦ ହେଉଛନ୍ତି ଯୁବବର୍ଗ। ନିବେଶକ ଦେଶରେ ପୁଞ୍ଜି ଖଟଇବାକୁ ଚାହୁଁଛନ୍ତି। କାରଣ ସେମାନେ ଭାରତୀୟ ଯୁବବର୍ଗଙ୍କ ଉପରେ ହିଁ ମୁଖ୍ୟତଃ ଭରସା କରିଥାନ୍ତି। ତେବେ ମୋଦି ସରକାର ଦେଶରେ ହିଂସା ସୃଷ୍ଟି କରୁଥିବାରୁ ନିବେଶକ ପୁଞ୍ଜି ଖଟାଇବାକୁ ଭୟ କରୁଛନ୍ତି। ମୋଦି ସରକାର ଦେଶର ବିକାଶ ପରିବର୍ତ୍ତେ ବିନାଶ ଘଟାଇ ଚାଲିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Extremely Severe Alert: ଆପଣଙ୍କ ଫୋନରେ ଖୁବ ଜୋରରେ ଶବ୍ଦ ସହ ଆସିଥିଲା କି ଆଲର୍ଟ? ଜାଣନ୍ତୁ ଏହାର ଅର୍ଥ କ’ଣ

ନୂଆଦିଲ୍ଲୀ,୧୧।୬; ଯଦି ଆପଣଙ୍କ ମୋବାଇଲ ସ୍କ୍ରିନରେ ହଠାତ ‘ଅତ୍ୟନ୍ତ ଗମ୍ଭୀର ସତର୍କତା’ ଲେଖାଥିବା ଏକ ପପ-ଅପ ମେସେଜ ଝଲସି ଉଠେ, ଏବଂ ତା ସହିତ ଏକ ଜୋରରେ…

ଅବସର ନେବେ ଅକ୍ଷୟ କୁମାର!

ମୁମ୍ବାଇ: ଅକ୍ଷୟ କୁମାରଙ୍କ ଫିଲ୍ମ ‘ୱେଲକମ ଟୁ ଦି ଜଙ୍ଗଲ’ର ଟ୍ରେଲର ରିଲିଜ ହୋଇଛି ଏବଂ ଦର୍ଶକଙ୍କଠାରୁ ଏକ ଚମତ୍କାର ପ୍ରତିକ୍ରିୟା ପାଉଛନ୍ତି; ଅକ୍ଷୟଙ୍କ ପ୍ରଶଂସକମାନେ ଏହାକୁ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ମାଗଣା ବସ୍‌ରେ ଯିବେ ନିଟ୍‌ ପରୀକ୍ଷାର୍ଥୀ

ଭୁବନେଶ୍ୱର, ୧୧।୬: ବଡ଼ ଘୋଷଣା କଲେ ରାଜ୍ୟ ସରକାର। ମାଗଣା ବସ୍‌ରେ ଯିବେ ନିଟ୍‌ (UG) ପରୀକ୍ଷାର୍ଥୀ। ଏନେଇ ବାଣିଜ୍ୟ ଓ ପରିବହନ ବିଭାଗ ନିର୍ଦ୍ଦେଶ ଜାରି…

ସକ୍ରିୟ ହେଲା ଅଲ ନିନୋ: ମରୁଡ଼ି, ବନ୍ୟା ,ଭୟଙ୍କର ମହାବିନାଶ! ଓଡ଼ିଶାରେ…

ଭୁବନେଶ୍ୱର, ୧୧।୬: ପ୍ରଶାନ୍ତ ମହାସାଗରରେ ‘ଅଲ ନିନୋ’ ସକ୍ରିୟ ହୋଇଯାଇଛି। ବିଶ୍ୱ ପାଣିପାଗ ସଂଗଠନ (WMO) ଏବଂ ପାଣିପାଗ ଏଜେନ୍ସିଗୁଡ଼ିକ ଅନୁଯାୟୀ, ଏହାର ପ୍ରଭାବରେ ସାରା ବିଶ୍ୱରେ…

ମମତା ବାନାର୍ଜୀଙ୍କ ପାଇଁ ଚତୁର୍ଥ ଝଟକା: ଚାରି ଦିନରେ ୪ଟି ଇସ୍ତଫା

କୋଲକାତା,୧୧।୬: ବଙ୍ଗଳା ବିଧାନସଭା ନିର୍ବାଚନରେ ତୃଣମୂଳ କଂଗ୍ରେସ ଦମନକାରୀ ପରାଜୟ ପରେ ତୃଣମୂଳ କଂଗ୍ରେସ ସାମ୍ନାରେ ଥିବା ସଙ୍କଟ ଆହୁରି ଘନିଭୂତ ହେଉଛି। ଦଳ ଭିତରେ ଆରମ୍ଭ…

ରାଜ୍ୟ ସଭା ନିର୍ବାଚନ ଫଳାଫଳ ଘୋଷଣା; ମଧ୍ୟପ୍ରଦେଶରେ ଝଟକା ମଧ୍ୟରେ କଂଗ୍ରେସ ପାଇଁ ରହିଛି ଭଲ ଖବର

ନୂଆଦିଲ୍ଲୀ,୧୧।୬: ଗୁରୁବାର (ଜୁନ ୧୧, ୨୦୨୬), ମଧ୍ୟପ୍ରଦେଶ, ଗୁଜରାଟ ଏବଂ କର୍ନାଟକରୁ ୧୪ ଜଣ ପ୍ରାର୍ଥୀ ନିରପେକ୍ଷ ଭାବରେ ରାଜ୍ୟ ସଭା ନିର୍ବାଚନରେ ବିଜୟୀ ହୋଇଥିଲେ; କୌଣସି…

ଭାରତୀୟ ଜାହାଜ ଉପରେ ମିଶାଇଲ ଆକ୍ରମଣ, ଶେଷରେ ସ୍ବୀକାର କଲା ଆମେରିକା

ଓ୍ବାଶିଂଟନ,୧୧।୬: ଆମେରିକାର କେନ୍ଦ୍ରୀୟ କମାଣ୍ଡ (CENTCOM) ଏକ ଜାହାଜ ଉପରେ କ୍ଷେପଣାସ୍ତ୍ର ମାଡ଼ କରିଥିବା ସ୍ବୀକାର କରିଛି। ଓମାନ ଉପକୂଳ ନିକଟରେ ଜଣେ ଭାରତୀୟ କର୍ମଚାରୀଙ୍କ ଦ୍ୱାରା…

ମରିଗଲା ଭାବି କୂଅରେ ଫିଙ୍ଗିଦେଇଥିଲେ ଦୁର୍ବୃତ୍ତ, ୪ ଦିନ ପରେ ଜୀବନ୍ତ ଅବସ୍ଥାରେ ଯୁବକ ଉଦ୍ଧାର

ବରଗଡ଼,୧୧।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ସମଲେଇପଦର ନର୍ସରୀ ପରିସରରେ ରହିଥିବା ଏକ ପରିତ୍ୟକ୍ତ କୂଅରୁ ଗୁରୁବାର ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri