ଦେଶରେ ୧୧ ଲକ୍ଷରୁ ଅଧିକ ଲୋକଙ୍କ ନମୁନା ପରୀକ୍ଷା ହୋଇଛି: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ,୪।୫: ଦେଶର କରୋନା ସଂକ୍ରମଣ ରୋକିବା ପାଇଁ ନମୁନା ପରୀକ୍ଷା ଉପରେ ଗୁରୁତ୍ୱାରୋପ କରାଯାଇଛି। ସୋମବାର ସୁଦ୍ଧା ୧୧ ଲକ୍ଷ ୭ ହଜାର ୨୩୩ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଭାରତୀୟ ମେଡିକାଲ ରିସର୍ଚ୍ଚ ପରିଷଦ (ଆଇସିଏମ୍‌ଆର୍‌) ପକ୍ଷରୁ ସୂଚନା ଦିଆଯାଇଛି। ନମୁନା ପରୀକ୍ଷା ଲାଗି ଦେଶରେ ୩୧୫ ସରକାରୀ ଏବଂ ୧୧୧ ବେସରକାରୀ ଲ୍ୟାବ୍‌ରେ ବ୍ୟବସ୍ଥା ରହିଥିବା ଆଇସିଏମ୍‌ଆର୍‌ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୫୫୩ ଜଣ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବାବେଳେ ୭୨ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଇଏନ୍‌ଏକ୍ସ ମିଡିଆ ମାମଲା: ସିବିଆଇକୁ କେନ୍ଦ୍ରର ଅନୁମତି; ୪ ଅଧିକାରୀଙ୍କ ବିରୋଧରେ ତଦନ୍ତ ଚାଲିବ

ନୂଆଦିଲ୍ଲୀ,୨୯ା୯: ଆଇଏନ୍‌ଏକ୍ସ ମିଡିଆ ଦୁର୍ନୀତି ମାମଲାରେ ନୀତି ଆୟୋଗର ପୂର୍ବତନ ସିଇଓଙ୍କ ସମେତ ୪ ବରିଷ୍ଠ ପୂର୍ବତନ ଅଧିକାରୀଙ୍କ ବିରୋଧରେ ତଦନ୍ତ କରିବା ଲାଗି ସିବିଆଇକୁ...

ଏମ୍ସ ଟ୍ରମା ସେଣ୍ଟରରେ ଚିକିତ୍ସିତ ହେବେ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୩୦।୩: କୋଭିଡ-୧୯ର ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ଦେଖିବା ପରେ ଏବେ ଦିଲ୍ଲୀର ଅଲ ଇଣ୍ଡିଆ ଅନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ୍‌ ସାଇନସେସ୍‌(ଏମ୍ସ)ର ଟ୍ରମା ସେଣ୍ଟର...

ଲାଲ ସମ୍ବଲପୁରୀ ରେଶମ ଶାଢିରେ ବଜେଟ ଉପସ୍ଥାପନ…

ନୂଆଦିଲ୍ଲୀ,୧।୨ : କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପୂର୍ବାହ୍ନ ୧୧ ଟାରେ ସଂସଦରେ ବଜେଟ ଉପସ୍ଥାପନ କରିବେ। ଅର୍ଥମନ୍ତ୍ରୀଙ୍କର ଏକ ସୁନ୍ଦର ଶାଢି ସଂଗ୍ରହ ସେଟ...

କରହନିଆରେ ଉତ୍କଟ ଜଳ ସଙ୍କଟ: ପୁଅଙ୍କୁ ଝିଅ ଦେବାକୁ ରାଜି ହେଉ ନାହାଁନ୍ତି କନ୍ୟାଘର

ବିଳାସପୁର,୧୯।୫: ଛତିଶଗଡ଼ରେ ଦେଖାଦେଇଛି ଜଳ ସଙ୍କଟ। ଏହାଯୋଗୁ କେତେକ ଅଞ୍ଚଳରେ ଝିଅ ବିବାହ ଦେବାକୁ କନ୍ୟାଘର ଲୋକେ ଅମଙ୍ଗ ହେଉଥିବା ଦେଖିବାକୁ ମିଳୁଛି। ସ୍ଥାନୀୟ ଆଦିବାସୀ...

ମୋଦିଙ୍କୁ ଛାଡ଼ିଲେ ନୀତୀଶ

ପାଟନା/ନୂଆଦିଲ୍ଲୀ,୧୦ା୮(ପି.ଟି./ଆଇଏଏନ୍‌ଏସ୍‌): କିଛି ମାସ ତଳୁ ଯାହା ଆକଳନ କରାଯାଉଥିଲା, ଏବେ ତାହା ସତ ପ୍ରମାଣିତ ହୋଇଛି। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ...

ମମତାଙ୍କ ଉପରୁ ବିଶ୍ୱାସ ହରାଉଛନ୍ତି ତୃଣମୂଳ ବିଧାୟକ: ଦିଲ୍ଲୀପ ଘୋଷ

କୋଲକାତା,୨୮।୧୧: ତୃଣମୂଳରେ ଜାରି ରହିଥିବା ଘର କଳି ଏବେ ବାହାରକୁ ଆସିଛି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରୁ ତୃଣମୂଳ କଂଗ୍ରେସ ବିଧାୟକମାନେ ବିଶ୍ୱାସ ହରାଉଛନ୍ତି।...

ସିବିଆଇରୁ ସମନ ପାଇବା ପରେ ସିସୋଡିଆ କହିଲେ ମୁଁ ଆସିବି, ସତ୍ୟମେବ ଜୟତେ

ନୂଆଦିଲ୍ଲୀ,୧୬ ।୧୦: ଅବକାରୀ ଘୋଟାଲା ମାମଲାରେ ସିବିଆଇ ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ସୋମବାର ୧୧ଟାରେ ପଚରାଉଚରା ପାଇଁ ଡାକିଛି । ଏହି ସମନ ମିଳିବା...

କ୍ୱାରାଣ୍ଟାଇନ୍‌ରେ ସହଯୋଗ ନ କଲେ ଗୁଳି କରିବାକୁ ନିର୍ଦ୍ଦେଶ ଦେଲେ ଫିଲିପାଇନ୍ସ୍‌ ସରକାର !

ମାନିଲା,୨।୪: କରୋନା ସଂକ୍ରମଣ ପୃଥିବୀର ବିଭିନ୍ନ ରାଷ୍ଟ୍ରରେ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ସେହିପରି ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ପ୍ରତିିଦିନ ବୃଦ୍ଧି ପାଉଛି।...

Advertisement
Archives

Model This Week