ଭୁବନେଶ୍ୱର, ୨୩ା୭(ବ୍ୟୁରୋ): ବିଶ୍ୱବିଦ୍ୟାଳୟ ମଞ୍ଜୁରୀ କମିଶନ(ୟୁଜିସି) ମଙ୍ଗଳବାର ନକଲି ବିଶ୍ୱବିଦ୍ୟାଳୟ ସଂକ୍ରାନ୍ତ ତଥ୍ୟ ପ୍ରକାଶ କରିଛି। ଦେଶରେ ନିଜସ୍ବ ଢଙ୍ଗରେ ୨୩ ନକଲି ବିଶ୍ୱବିଦ୍ୟାଳୟ କାର୍ଯ୍ୟ କରୁଛି। ଉତ୍ତରପ୍ରଦେଶରେ ସର୍ବାଧିକ ୮ ନକଲି ବିଶ୍ୱବିଦ୍ୟାଳୟ ରହିଥିବାବେଳେ ଏହି ତାଲିକାରେ ରାଜଧାନୀ ଦିଲ୍ଲୀର ୭ ବିଶ୍ୱବିଦ୍ୟାଳୟ ରହିଛି। ତେବେ ନକଲି ବିଶ୍ୱବିଦ୍ୟାଳୟ ତାଲିକାରୁ ବାଦ୍ ପଡ଼ିନି ଓଡ଼ିଶା। ଓଡ଼ିଶାରେ ୨ଟି ନକଲି ବିଶ୍ୱବିଦ୍ୟାଳୟ ଚାଲୁଥିବା ୟୁଜିସି ତଥ୍ୟରୁ ଜଣାପଡ଼ିଛି। ରାଉରକେଲା ଶକ୍ତିନଗରସ୍ଥିତ ନବଭାରତ ଶିକ୍ଷା ପରିଷଦ ଓ ବାରିପଦାଠାରେ ରହିଥିବା ଉତ୍ତର ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ନକଲି ଥିବା ଜଣାପଡ଼ିଛି। ସେହିପରି ପଶ୍ଚିମବଙ୍ଗରେ ୨, କର୍ନାଟକରେ ୨, ମହାରାଷ୍ଟ୍ରରେ ୧, ପଣ୍ଡିଚେରୀରେ ୧ ବିଶ୍ୱବିଦ୍ୟାଳୟ ନକଲି ରହିଛି। ଏସବୁ ବିଶ୍ୱବିଦ୍ୟାଳୟରେ ନାମ ନ ଲେଖାଇବା ପାଇଁ ୟୁଜିସି ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ସତର୍କ କରାଯାଇଛି।
ଦେଶରେ ୨୩, ଓଡ଼ିଶାରେ ୨ ନକଲି ବିଶ୍ୱବିଦ୍ୟାଳୟ: ଉତ୍ତରପ୍ରଦେଶରେ ସର୍ବାଧିକ ୮, ଦିଲ୍ଲୀରେ ୭
୨୮ ତମ ପରବ ମୁଖ୍ୟ ସମାରୋହ ଉଦଘାଟିତ, ମନ ମୋହିଲା…
କୋରାପୁଟ,୧୮/୧୨(ଅମିତାଭ ବେହେରା ): ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ-୨୦୨୫ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଗୁରୁବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି । ନଗର ଉନ୍ନୟନ...
ଡିଜିଟାଲ ଆରେଷ୍ଟ ଜାଲରେ ଫସିଲେ ମହିଳା ଡାକ୍ତର, ୧୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହରାଇଲେ
ରାୟଗଡା,୧୮।୧୨(ଆଶିଷ ରଞ୍ଜନ ପଣ୍ଡା)- ଡିଜିଟାଲ ଆରେଷ୍ଟ ହୋଇ ସାଇବର କ୍ରାଇମରେ ଫସିଛନ୍ତି ରାୟଗଡାର ଜଣେ ମହିଳା ଡାକ୍ତର। ରାୟଗଡା ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ...
ହାଇଦ୍ରାବାଦରେ ‘ଓଡ଼ିଶା ନିବେଶକ ସମ୍ମିଳନୀ’: ପ୍ରଥମ ଦିନରେ ମିଳିଲା ୧୯,୫୦୦ କୋଟି ଟଙ୍କାର ନିବେଶ ପ୍ରସ୍ତାବ
ଭୁବନେଶ୍ୱର,୧୮ା୧୨: ହାଇଦ୍ରାବାଦରେ ଆୟୋଜିତ ଦୁଇ ଦିନିଆ ‘ଓଡ଼ିଶା ଇନଭେଷ୍ଟର ମିଟ୍’ର ପ୍ରଥମ ଦିନରେ ରାଜ୍ୟ ପାଇଁ ପୁଞ୍ଜିନିବେଶର ସୁଅ ଛୁଟିଛି। ଏହି ଅବସରରେ ଓଡ଼ିଶା ପ୍ରାୟ...
ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…
ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ। ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...
ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ
ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...
ଓଡ଼ିଶାରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ମା’ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ବୋହୂ, ୮ ମାସ ତଳେ…
ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି...
ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ମିଳିବ ୫୧,୦୦୦ ଟଙ୍କା, ଜାଣନ୍ତୁ ଯୋଗ୍ୟତା ଓ କିପରି କରିବେ ଆବେଦନ
ଭୁବନେଶ୍ୱର,୧୮ା୧୨: ରାଜ୍ୟର ଗରିବ ଓ ଆର୍ଥିକ ଅନଗ୍ରସର ପରିବାରର ଝିଅମାନଙ୍କ ବିବାହ ପାଇଁ ଓଡ଼ିଶା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ନୂତନ ଭାବେ ଆରମ୍ଭ...
ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ମନ୍ତ୍ରୀଙ୍କ ବଡ଼ ଘୋଷଣା: ନୂଆବର୍ଷରେ ମିଳିବ…
ଭୁବନେଶ୍ୱର,୧୮।୧୨: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଗୁରୁବାର ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ନୂଆବର୍ଷରେ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ...
Archives


