ଭୁବନେଶ୍ୱର, ୨୩ା୭(ବ୍ୟୁରୋ): ବିଶ୍ୱବିଦ୍ୟାଳୟ ମଞ୍ଜୁରୀ କମିଶନ(ୟୁଜିସି) ମଙ୍ଗଳବାର ନକଲି ବିଶ୍ୱବିଦ୍ୟାଳୟ ସଂକ୍ରାନ୍ତ ତଥ୍ୟ ପ୍ରକାଶ କରିଛି। ଦେଶରେ ନିଜସ୍ବ ଢଙ୍ଗରେ ୨୩ ନକଲି ବିଶ୍ୱବିଦ୍ୟାଳୟ କାର୍ଯ୍ୟ କରୁଛି। ଉତ୍ତରପ୍ରଦେଶରେ ସର୍ବାଧିକ ୮ ନକଲି ବିଶ୍ୱବିଦ୍ୟାଳୟ ରହିଥିବାବେଳେ ଏହି ତାଲିକାରେ ରାଜଧାନୀ ଦିଲ୍ଲୀର ୭ ବିଶ୍ୱବିଦ୍ୟାଳୟ ରହିଛି। ତେବେ ନକଲି ବିଶ୍ୱବିଦ୍ୟାଳୟ ତାଲିକାରୁ ବାଦ୍ ପଡ଼ିନି ଓଡ଼ିଶା। ଓଡ଼ିଶାରେ ୨ଟି ନକଲି ବିଶ୍ୱବିଦ୍ୟାଳୟ ଚାଲୁଥିବା ୟୁଜିସି ତଥ୍ୟରୁ ଜଣାପଡ଼ିଛି। ରାଉରକେଲା ଶକ୍ତିନଗରସ୍ଥିତ ନବଭାରତ ଶିକ୍ଷା ପରିଷଦ ଓ ବାରିପଦାଠାରେ ରହିଥିବା ଉତ୍ତର ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ନକଲି ଥିବା ଜଣାପଡ଼ିଛି। ସେହିପରି ପଶ୍ଚିମବଙ୍ଗରେ ୨, କର୍ନାଟକରେ ୨, ମହାରାଷ୍ଟ୍ରରେ ୧, ପଣ୍ଡିଚେରୀରେ ୧ ବିଶ୍ୱବିଦ୍ୟାଳୟ ନକଲି ରହିଛି। ଏସବୁ ବିଶ୍ୱବିଦ୍ୟାଳୟରେ ନାମ ନ ଲେଖାଇବା ପାଇଁ ୟୁଜିସି ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ସତର୍କ କରାଯାଇଛି।
ଦେଶରେ ୨୩, ଓଡ଼ିଶାରେ ୨ ନକଲି ବିଶ୍ୱବିଦ୍ୟାଳୟ: ଉତ୍ତରପ୍ରଦେଶରେ ସର୍ବାଧିକ ୮, ଦିଲ୍ଲୀରେ ୭
କାଇଁଚପୁର ପଞ୍ଚାୟତକୁ ଗଡୁନି ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓ କହିଲେ….
ଗଞ୍ଜାମ,୨୫ା୭(ବିଦ୍ୟାଧର ସାହୁ ): ପନ୍ଦର ପଞ୍ଚାୟତକୁ ନେଇ ଗଠିତ ହୋଇଛି ଗଞ୍ଜାମ ବ୍ଲକ । ପଞ୍ଚାୟତବାସୀ କିଭଳି ସରକାରଙ୍କ ବିଭିନ୍ନ ସେବା ପାଇ ପାରିବେ ସେଥିପାଇଁ ପ୍ରଶାସନ…
ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଲା ଅନାସ୍ଥା ପ୍ରସ୍ତାବ
ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଛି ଅନାସ୍ଥା ପ୍ରସ୍ତାବ। ୨୨ ଜଣ…
ରାମେଶ୍ୱର ଦର୍ଶନ ସାରି ଫେରୁଥିବା ବେଳେ ଦୁର୍ଘଟଣା, ସୁନାମଧନ୍ୟ ନୃତ୍ୟଶିଳ୍ପୀଙ୍କ ସମେତ ୩ ମୃତ
ଗୁଣପୁର,୨୫।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ଶେଫାଳୀ ପାହାଡ଼ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏଥିରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକଙ୍କ…
ବଙ୍ଗୋପସାଗରରେ ପୁଣି ଲଘୁଚାପ: ଅତି ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୫।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମବଙ୍ଗ- ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଏହା ପ୍ରଭାବରେ…
ନୂଆ ଡିଜିପିଙ୍କୁ ନେଇ ଅଙ୍କକଷା: ଚର୍ଚ୍ଚାରେ ୩, ଜାଣନ୍ତୁ କିଏ କିଏ
ଭୁବନେଶ୍ୱର,୨୫ା୭(ତ୍ରିନାଥ ମହାନ୍ତି):୧୯୯୦ ବ୍ୟାଚ୍ ଆଇପିଏସ୍ ଅଧିକାରୀ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆ ଅଗଷ୍ଟ ୧୬ରେ ଅବସର ଗ୍ରହଣ କରିବେ। ତାଙ୍କ କାର୍ଯ୍ୟକାଳ ସରି ଆସୁଥିବାବେଳେ ରାଜ୍ୟର କିଏ…
ବାବୁଙ୍କ ବିଦେଶଯାତ୍ରାରେ ଅଙ୍କୁଶ: ଏଣିକି ସରକାରଙ୍କ ଅନୁମତି ବାଧ୍ୟତାମୂଳକ
ଭୁବନେଶ୍ୱର,୨୫।୭ (ରବିନାରାୟଣ ଜେନା):ସରକାରୀ ଅଧିକାରୀ ଓ କର୍ମଚାରୀମାନେ ଅଧିକାଂଶ ସମୟରେ ସରକାରଙ୍କ ବିନା ଅନୁମତିରେ ଛୁଟି ନେଇ ବ୍ୟକ୍ତିଗତ କାର୍ଯ୍ୟରେ ବିଦେଶ ଯାତ୍ରା କରୁଛନ୍ତି। ଏହାଦ୍ୱାରା କେବଳ…
୩୦ ଯାଏ ବର୍ଷା, ଆଜି ୪ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ
ଭୁବନେଶ୍ୱର,୨୫ା୭(ବନ୍ଦନା ସେଠୀ):ବର୍ତ୍ତମାନ ଗାଙ୍ଗେୟ ପଶ୍ଚିମବଙ୍ଗର ଉତ୍ତରାଞ୍ଚଳ ଏବଂ ଏହାର ଆଖପାଖ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳି ରହିଛି। ଏହା ପ୍ରଭାବରେ ରାଜ୍ୟରେ…
୧୧ କେ.ଭି. ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ଘଟଣା: ଶକ୍ତି ସଚିବ, କଳାହାଣ୍ଡି ଜିଲାପାଳ ଓ ଏସପିଙ୍କୁ ନୋଟିସ ଜାରି କଲା ଜାତୀୟ ମାନବାଧିକାର କମିଶନ
ଥୁଆମୂଳ ରାମପୁର, ୨୪।୦୭ (ଦୁର୍ଗା କୀର୍ତ୍ତି): ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାରର ଚରମ ଅବହେଳା ଯୋଗୁ ଝୁଲନ୍ତା ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…
Archives

