Posted inଜାତୀୟ

ଦେଶରେ ୨୬/୧୧ ଭଳି ଆକ୍ରମଣର ପୁନରାବୃତ୍ତି ହେବ ନାହିଁ: ପାକିସ୍ତାନକୁ ଚେତାବନୀ ଦେଲେ ରାଜନାଥ ସିଂ

ପଣଜୀ,୨୯।୯: ଦେଶରେ  ୨୬/୧୧ ଭଳି ଆକ୍ରମଣର ପୁନରାବୃତ୍ତି ହେବ ନାହିଁ। ଏନେଇ ରବିବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗୋଆରେ ଆଇଏନ୍‌ଏସ୍‌ ବିକ୍ରମାଦିତ୍ୟରେ ସୁରକ୍ଷାକର୍ମୀଙ୍କ ସହିତ ଏକ ଯୋଗ କାର୍ଯ୍ୟକ୍ରମରେ ଯୋଗଦେଇ ଏଭଳି ଚେତାବନୀ ପାକିସ୍ତାନକୁ ଦେଇଛନ୍ତି। ପାକିସ୍ତାନ ଭାରତରେ ଆତଙ୍କବାଦୀ ଆକ୍ରମଣ ଲାଗି ଷଡ଼ଯନ୍ତ୍ର କରିବା ସହିତ ଦେଶରେ ଅଶାନ୍ତି ଏବଂ ଅସ୍ଥିରତା ସୃଷ୍ଟିର ଉଦ୍ୟମ କରୁଛି। ତେବେ ପାକିସ୍ତାନର ଏଭଳି ଷଡ଼ଯନ୍ତ୍ର ସଫଳ ହେବ ନାହିଁ। ପାକିସ୍ତାନ ଏଭଳି ସାହାସ କରିବା ଅନୁଚିତ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IAS ଚାକିରି ଛାଡ଼ି ସାହିତ୍ୟ ସାଧନା କରିଥିଲେ ଡ. ଜଗନ୍ନାଥ ପ୍ରସାଦ ଦାସ, ତାଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର,୪ା୬: ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ୯୦ ବର୍ଷ ବୟସରେ ଦେହାନ୍ତ ହୋଇଛି। ଓଡ଼ିଶାରେ କଳା ଓ ସଂସ୍କୃତିର ବଡ଼ ଗବେଷକ ଭାବେ ସେ…

ଜୟମଣି ମହାନ୍ତଙ୍କ ବାସଭବନରେ ଚଢ଼ାଉ କଲା କେନ୍ଦୁଝର ବନ ବିଭାଗ, ବେଆଇନ ଶାଳ କାଠ ନେଇ…

କେନ୍ଦୁଝର,୪।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବନ ବିଭାଗ ଆଜି ପାଟଣା ରେଞ୍ଜର କର୍ମଚାରୀ ଏବଂ ମୋବାଇଲ୍ ଟିମ୍ ମିଳିତ ଭାବେ ଚଢ଼ାଉ କରିଥିଲେ । ନୂଆପଡ଼ା ଗ୍ରାମର…

ମମତା ବାନାର୍ଜୀଙ୍କ ବିରୋଧରେ ପୁଣି FIR, ଅମିତ ଶାହାଙ୍କ ନାଁରେ ଆଣିଥିଲେ ଗୁରୁତର ଅଭିଯୋଗ

କୋଲକାତା,୪।୬: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ ସୁପ୍ରିମୋ ମମତା ବାନାର୍ଜୀଙ୍କ ଆଇନଗତ ସମସ୍ୟା ବଢ଼ିବାରେ ଲାଗିଛି । ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଆଉ ଏକ ଏଫଆଇଆର…

ଜଙ୍ଗଲକୁ ଯାଇ ଘରକୁ ଫେରି ନ ଥିଲେ ଚାଷୀ, ଆଜି ମିଳିଲା ମୃତଦେହ

ରିଆମାଳ,୪ା୬(ବଦ୍ରୀ ନାରାୟଣ ଅଗ୍ରଓ୍ବାଲ): ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଚଢେଇମରା ଗ୍ରାମ ଜଙ୍ଗଲରୁ ଗୁରୁବାର ଜଣେ ବ୍ୟକ୍ତିଙ୍କ କ୍ଷତବିକ୍ଷତ ମୃତଦେହ ଜବତ ହୋଇଛି। ମୃତବ୍ୟକ୍ତି…

ଥାଇଲାଣ୍ଡରେ ଫସିଛନ୍ତି ୪ ଓଡ଼ିଆ ଶ୍ରମିକ, ଦରମା ଦେଉନି କମ୍ପାନୀ, ଭୋକ ଉପାସରେ ରହି…

ରାଜକନିକା,୪ା୬(ସଞ୍ଜୟ କୁମାର ଦାଶ): ପରିବାର ପ୍ରତିପୋଷଣ ପାଇଁ ରାଜ୍ୟ ବାହାରକୁ ନୁହେଁ ଦେଶାନ୍ତର ହୋଇ ଦାଦନ ଖଟିବାକୁ ଯାଉଛନ୍ତି ଓଡିଆ ଶ୍ରମିକ। ବାହାର ଦେଶରେ ଶ୍ରମିକ ଭାବେ…

୪୫ ବର୍ଷ ବୟସରେ ମା’ ହେଲେ ଅଭିନେତ୍ରୀ: ଖୁସିରେ ଗଦ୍‌ଗଦ୍‌ ହୋଇ କହିଲେ…

ଭୋଜପୁରୀ ଅଭିନେତ୍ରୀ ସମ୍ଭାବନା ସେଠ୍‌ ୪୫ ବର୍ଷ ବୟସରେ ମା’ ହୋଇଛନ୍ତି। ସେ ଯମଜ ସନ୍ତାନ ଜନ୍ମ ଦେଇଛନ୍ତି। ଏଥିରେ ଗୋଟିଏ ପୁଅ ଏବଂ ଗୋଟିଏ ଝିଅ…

ଭୋଟର କାର୍ଡ ସଂଶୋଧନ ପାଇଁ ଯାଇଥିବାବେଳେ ବିଏଲଓଙ୍କୁ ଠେଲାପେଲା କଲେ ଗାଁ ଲୋକେ, ତହସିଲଦାର ପହଞ୍ଚି….

ପାଟଣା,୪।୬(ବୀର କିଶୋର ଦାଶ ): କେନ୍ଦୁଝର ଜିଲା ପାଟଣା ଥାନା ବେଗନା ଗାଁରେ ଭୋଟର କାର୍ଡ ଠିକଣା ସଂଶୋଧନକୁ ନେଇ ଗୁରୁବାର ତିବ୍ର ଉତ୍ତେଜନା ଦେଖାଦେଇଛି ।…

ପଡ଼ୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜେଲ୍‌ ଗଲେ ବାପ-ପୁଅ

ଦିଗପହଣ୍ଡି,୪ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମର କେ.ଜୟରାମ ଦୋରା ଏବଂ ରବୀନ୍ଦ୍ର ନାହାକ ଦୁଇ ପଡ଼ୋଶୀ। ଘର କାନ୍ଥରେ ଲୁଗା ଶୁଖାଇବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri