ଦେଶରେ ୪ଲକ୍ଷ ୧୦ ହଜାର ଅତିକ୍ରମ କଲା ସଂକ୍ରମିତଙ୍କ ସଂଖ୍ୟା, ୨୪ ଘଣ୍ଟାରେ ୧୫ ହଜାରରୁ ଊର୍ଦ୍ଧ୍ୱ ନୂଆ ରୋଗୀ

ନୂଆଦିଲ୍ଲୀ,୨୧।୬: ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ଉଦ୍‌ବେଗଜନକ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୫,୪୧୩ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଏବେ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୪,୧୧,୭୭୩ରେ। ଏମାନଙ୍କ ମଧ୍ୟରୁ ୨,୨୮,୩୦୭ ଜଣ ସୁସ୍ଥ ହୋଇ ସାରିଥିବା ବେଳେ ୧୩,୨୮୧ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି। ଏହି ସ୍ଥିତିକୁ ଦେଖିବା ପରେ ସାଧାରଣ ଜନତା ସାମାନ୍ୟ ଭୟଭୀତ ହୋଇ ଯାଇଥିବା ଦେଖାଯାଇଛି। ଅନ୍ୟ ଦେଶ ଅପେକ୍ଷା ଭାରତରେ ମୃତ୍ୟୁ ହାର କମ୍‌ ଥିଲେ ମଧ୍ୟ ଏଥିରେ ଧୀରେ ଧୀରେ ଡାକ୍ତରଙ୍କ ମୃତ୍ୟୁ ଲୋକଙ୍କୁ ଚିନ୍ତାରେ ପକାଇ ଦେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ନେତୃତ୍ୱରେ ୨୦୨୪ ଲୋକ ସଭା ନିର୍ବାଚନ ଲଢିବ ଭାଜପା: ଶାହା

ନୂଆଦିଲ୍ଲୀ,୧।୮: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛି ଭାଜପା। ବିଭିନ୍ନ ରାଜ୍ୟରେ ଗଡ଼ ଆହୁରି ମଜଭୁତ କରିବା ପାଇଁ ଦଳ...

ଗିରୀଶ ମୁର୍ମୁ ଆଇପିୟୁ ଏକ୍ସଟରନାଲ ଅଡିଟର ନିର୍ବାଚିତ

ନୂଆଦିଲ୍ଲୀ, ୨୧।୧୧: ଭାରତର ନିୟନ୍ତ୍ରକ ଓ ମହାଲେଖା ପରୀକ୍ଷକ (ସିଏଜି) ଗିରୀଶ ଚନ୍ଦ୍ର ମୁର୍ମୁ ଜେନେଭାସ୍ଥିତ ଇଣ୍ଟରପାର୍ଲାମେଣ୍ଟାରୀ ୟୁନିୟନ (ଆଇପିୟୁ)ର ଏକ୍ସଟରନାଲ ଅଡିଟର ନିର୍ବାଚିତ ହୋଇଛନ୍ତି।...

ଏଣିକି ଅନ୍‌ଲାଇନ୍‌ରେ ଖାଦ୍ୟ ମଗାଇଲେ, ଗାଡ଼ି ଚଢ଼ିଲେ ଗଣିବେ ଅଧିକ ଟଙ୍କା

ନୂଆଦିଲ୍ଲୀ,୧।୧: ବର୍ଷ ଆରମ୍ଭରୁ ମହଙ୍ଗା ହେଲା ସେବା । ଅନଲାଇନରେ ଖାଦ୍ୟ ଅର୍ଡରଠାରୁ ଆରମ୍ଭ କରି ଟ୍ୟାକ୍ସି ସେବା ଆଦି ଶନିବାରଠାରୁ ମହଙ୍ଗା ହୋଇଛି। ସ୍ବିଗି...

ସାରା ବିଶ୍ୱପାଇଁ ଟିକା ପ୍ରସ୍ତୁତ କରିପାରେ ଭାରତ: ଗେଟ୍ସ

ନୂଆଦିଲ୍ଲୀ,୧୬।୭: ମାଇକ୍ରୋସଫ୍ଟର କୋ ଫାଉଣ୍ଡର ବିଲ୍‌ ଗେଟସ୍‌ଙ୍କର ଭାରତୀୟ ଫାର୍ମା କମ୍ପାନୀ ଉପରେ ରହିଛି ଭରସା। ସେ କହିଛନ୍ତି ଭାରତୀୟ ଫାର୍ମା କମ୍ପାନୀ ନିକଟରେ ଅଧିକ...

ପ୍ରତି ପଞ୍ଚାୟତରେ ନିର୍ମାଣ ହେବ କୋଭିଡ କେୟାର ହୋମ୍‌: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୩୦।୬(ବ୍ୟୁରୋ): ସାଢେ ୩ ମାସ ହେଲାଣି ଅଦୃଶ୍ୟ ଶକ୍ତି ସହ ଲଢ଼େଇ କରୁଛି ଓଡ଼ିଶା। ଅନ୍ୟ ରାଜ୍ୟ ତୁଳନାରେ ରାଜ୍ୟର ସ୍ଥିତି ଭଲ ଅଛି। ହେଲେ...

ସାଧାରଣତନ୍ତ୍ର ଦିବସ ପୂର୍ବରୁ ଆତଙ୍କବାଦୀ ଆକ୍ରମଣ ଯୋଜନା ପଣ୍ଡ

ନୂଆଦିଲ୍ଲୀ,୧୩।୧: ାଧାରଣତନ୍ତ୍ର ଦିବସ ପୂର୍ବରୁ ଆତଙ୍କବାଦୀଙ୍କ ଏକ ବଡ଼ ଷଡଯନ୍ତ୍ର ଯୋଜନା ପଣ୍ଡ ହୋଇଛି। ରାଜଧାନୀ ଦିଲ୍ଲୀରେ ସଂଦିଗ୍ଧ ଦୁଇ ଆତଙ୍କବାଦୀଙ୍କୁ ଦିଲ୍ଲୀ ପୋଲିସର ସ୍ପେଶାଲ...

ସିରିଡି ସାଇଙ୍କ ଉପରେ ବୟାନ ଦେଇ ଫସିଲେ ବାଗେଶ୍ୱର ଧାମର ଆଚାର୍ଯ୍ୟ ଧିରେନ୍ଦ୍ର ଶାସ୍ତ୍ରୀ

ମୁମ୍ବାଇ,୪।୪: ବାଗେଶ୍ୱର ଧାମର ଆଚାର୍ଯ୍ୟ ଧିରେନ୍ଦ୍ର ଶାସ୍ତ୍ରୀ ଶିରିଡି ସାଇ ବାବାଙ୍କ ଉପରେ ବୟାନ ଦେବା ପରେ ମୁମ୍ବାଇ ପୋଲିସରେ ଅଭିଯୋଗ ଦାୟର କରାଯାଇଛି। ଧାର୍ମିକ...

ଚାଇନା, ପାକିସ୍ତାନକୁ କଡ଼ା ସମାଲୋଚନା କଲେ ମୋଦି

ନୂଆଦିଲ୍ଲୀ,୩ା୯: ଚଳିତମାସ ୯-୧୦ ତାରିଖରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଜି -୨୦ ଶିଖର ସମ୍ମିଳନୀ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଇନା ଏବଂ ପାକିସ୍ତାନକୁ...

Advertisement
Archives

Model This Week