Posted inଜାତୀୟ

ଦେଶରେ ୪୧ କରୋନା ସଂକ୍ରମିତ: ଆଇସୋଲେଶନରେ ଦିଲ୍ଲୀର ୩୩୭ ଲୋକ

ନୂଆଦିଲ୍ଲୀ,୮।୩: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଇତିମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୧ରେ ପହଞ୍ଚିଛି। ରବିବାର କେରଳରେ ୫ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେହିଭଳି ଅମୃତସରରେ ୨,ଗୁଡ଼ଗାଓ୍ବଁରେ ୧, ଦିଲ୍ଲୀରେ ୩, ଜୟପୁରରେ ୧୭, ଲଦାଖରେ ୨, ଗାଜିଆବାଦ୍‌ରେ ୧, ଆଗ୍ରାରେ ୬ଜଣଙ୍କଠାରେ କରୋନା ସଂକ୍ରମଣ ଲକ୍ଷଣ ଥିବା କୁହାଯାଉଛି। ସେହିପରି ତେଲେଙ୍ଗାନାରେ ୧ ଏବଂ ତାମିଲନାଡୁରେ ୩ ଜଣ କରୋନା ସଂକ୍ରମଣ ଚିହ୍ନଟ ହୋଇଛନ୍ତି। ଦିଲ୍ଲୀରେ ସୁରକ୍ଷା ଦୃଷ୍ଟିରୁ ୩୩୭ ଜଣ ଲୋକଙ୍କୁ ଆଇସୋଲେଶନରେ ରଖାଯାଇଛି। ସେମାନଙ୍କଠାରୁ ସଂଗୃହୀତ ନମୂନା ଯାଞ୍ଚ୍‌ ପାଇଁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜାରକୁ ଆସିଲା ମୋନଲୁପିରାଭିର୍‌

ମୁମ୍ବାଇ, ୫ା୧: ନିକଟରେ ଜରୁରିକାଳୀନ ବ୍ୟବହାର ନିମନ୍ତେ ଅନୁମତି ପାଇଥିବା ସିପ୍‌ଲାର କୋଭିଡ୍‌ ଔଷଧ ମୋନଲୁପିରାଭିର୍‌ ସୋମବାର ଭାରତରେ ଲଞ୍ଚ ହୋଇଛି। ୫ ଦିନିଆ କୋର୍ସ...

ଦେଶକୁ ମାଡ଼ି ଆସୁଛି ଆର୍ଥିକ ସୁନାମୀ: ରାହୁଲ

ନୂଆଦିଲ୍ଲୀ,୧୭।୩: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ କହିଛନ୍ତି ଦେଶକୁ ଆର୍ଥିକ ସୁନାମୀ ମାଡି ଆସୁଛି। ଦେଶରେ ଏବେ କରୋନା ଭାଇରସ କାୟା ବିସ୍ତାର କରୁଥିବା...

ଗତ ୨୪ ଘଣ୍ଟାରେ ୭୪ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ଚିହ୍ନଟ

ଚଣ୍ଡିଗଡ଼,୪।୬: ହରିଆଣାରେ ବ୍ଲାକ୍‌ ଫଙ୍ଗସ୍‌ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୪ ନୂଆ ବ୍ଲାକ୍‌ ଫଙ୍ଗସ୍‌...

ସୁରକ୍ଷା ବ୍ୟବସ୍ଥାକୁ ଚ୍ୟାଲେଞ୍ଜ୍‌: ସଂସଦ ଭବନ ସମ୍ମୁଖରେ ଦ୍ରୁତ ଗତିରେ ଅଡ଼ି କାର୍‌ କଲା ଷ୍ଟଣ୍ଟ୍‌

ନୂଆଦିଲ୍ଲୀ,୧୩।୭: ସଂସଦ ଭବନ ସମ୍ମୁଖରେ ସୁରକ୍ଷା ବ୍ୟବସ୍ଥାକୁ ଚ୍ୟାଲେଞ୍ଜ୍‌ ଦେଇ ଏକ ଅଡ଼ି କାର୍‌ ଶନିବାର ଭୋର୍‌ ୪ଟାରେ ଷ୍ଟଣ୍ଟ୍‌ କରିଛି। କାରଟି ସଂସଦ ଭବନ...

ସପ୍ତମ ପର୍ଯ୍ୟାୟ ନିର୍ବାଚନ: ୧୭୦ ପ୍ରାର୍ଥୀଙ୍କ ବିରୋଧରେ ଅପରାଧ ମାମଲା

ନୂଆଦିଲ୍ଲୀ,୧୫ା୫ :ଆସନ୍ତା ୧୯ ତାରିଖରେ ସପ୍ତମ ତଥା ଶେଷ ପର୍ଯ୍ୟାୟ ଲାଗି ଭୋଟଗ୍ରହଣ କରାଯିବ। ମୋଟ ୯୦୯ ପ୍ରାର୍ଥୀ ମଇଦାନରେ ଥିବାବେଳେ ସେମାନଙ୍କ ମଧ୍ୟରୁ ୧୭୦...

ଚନ୍ଦ୍ରାୟନ-୨ ପଠାଇଲା ପୃଥିବୀର ଫଟୋ: ସୋସିଆଲ୍‌ ମିଡ଼ିଆରେ ଇସ୍ରୋ ପକ୍ଷରୁ କରାଗଲା ଶେୟାର

ଶ୍ରୀହରିକୋଟା,୪।୮: ଚନ୍ଦ୍ରାୟନ-୨ ମହାକାଶରୁ ପୃଥିବୀର ପ୍ରଥମ ଫଟୋ ପଠାଇଛି। ଏହାକୁ ଇସ୍ରୋ ପକ୍ଷରୁ ବିଭିନ୍ନ ସୋସିଆଲ୍‌ ମିଡ଼ିଆରେ ଶେୟାର କରାଯାଇଛି। ଚନ୍ଦ୍ରାୟନ-୨ ସେପ୍ଟେମ୍ବର ୬ରେ ଚନ୍ଦ୍ରର...

‘ଏନ୍‌କାଉଣ୍ଟର ମୋ ପୁଅ ପାଇଁ ଏକ ଶ୍ରଦ୍ଧାଞ୍ଜଳି’

ପ୍ରୟାଗରାଜ,୧୩।୪: ଉମେଶ ପାଲ ହତ୍ୟା ମାମଲାରେ ଅଭିଯୁକ୍ତ ଅସଦ ଅହମ୍ମଦଙ୍କୁ ଗୁରୁବାର ଝାନ୍ସିରେ ଏନ୍‌କାଉଣ୍ଟର କରାଯାଇଛି। ଏହି ଏନ୍‌କାଉଣ୍ଟର ଖବର ପାଇବା ପରେ ଓକିଲ ଉମେଶ...

ଖୋଲିବ ଶିରିଡ଼ି ସାଇବାବାଙ୍କ ମନ୍ଦିର

ନୂଆଦିଲ୍ଲୀ,୬।୧୦: ବହୁଦିନ ପରେ ସାଇବାବାଙ୍କ ଭକ୍ତ ମାନଙ୍କ ପାଇଁ ଏକ ଖୁସି ଖବର। କାଲିଠାରୁ ଖୋଲିବ ଶିରିଡ଼ି ସାଇବାବାଙ୍କ ମନ୍ଦିର । ଏ ନେଇ ସୂଚନା...

Advertisement
Archives

Model This Week