Posted inUncategorized

ଦେଶରେ ୪୨ହଜାର ଅତିକ୍ରମ କଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୪।୫: ଦେଶରେ ସୋମବାର ସକାଳ ସୁଦ୍ଧା କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୪୨,୫୩୩ରେ। ଏମାନଙ୍କ ମଧ୍ୟରୁ ୧,୩୭୩ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି। ଗତ ୨୪ ଘଣ୍ଟା ମଧ୍ୟରେ ୨,୫୫୩ଜଣ ମହାମାରୀ କରୋନା ଦ୍ୱାରା ଆକ୍ରାନ୍ତ ହୋଇଥିବା ବେଳେ ଏହି ସମୟ ମଧ୍ୟରେ ୭୨ ଜଣଙ୍କ ମୃତ୍ୟୁ ହୋଇଛି। ମୋଟ କରୋନା ସଂକ୍ରମିତଙ୍କ ମଧ୍ୟରୁ ଏବେ ୨୯,୪୫୩ଜଣ ରୋଗୀ ଚିକିତ୍ସିତ ହେଉଛନ୍ତି ଓ ୧୧,୭୦୬ଜଣ ସୁସ୍ଥ ହୋଇଥିବା ସୂଚନା ଦେଇଛି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ। ମହାରାଷ୍ଟ୍ରରେ ସର୍ବାଧିକ ୧୨,୯୭୪ କରୋନା ସଂକ୍ରମିତ ଥିବା ବେଳେ ଗୁଜରାଟରେ ରହିଛନ୍ତି ୫,୪୨୮ ଓ ଦିଲ୍ଲୀରେ ୪,୫୪୯ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଅନ୍ୟପଟେ କରୋନା ସଂକ୍ରମଣକୁ ଦେଖି ଦେଶରେ ମେ’ ୧୭ ପର୍ଯ୍ୟନ୍ତ ଲକ୍‌ଡାଉନ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inUncategorized View All

ଏଠି ଚୁଇଁଗମ୍‌ ଖାଇଲେ ଦେବାକୁ ପଡ଼େ ଜରିମାନା

ଯଦି ଆପଣ କେଉଁଠିକୁ ବୁଲି ଯିବାକୁ ଚାହଁୁଛନ୍ତି, ତେବେ ଏପରି ଦେଶ ଚୟନ କରନ୍ତୁ ଯାହା ବୁଦ୍ଧିମାନର କାମ ହେବ। କାରଣ ଏହି ଦେଶ ବିଷୟରେ...

ଟଏଲେଟ୍‌ ଡିଜାଇନିଂ କଲେ ନାସା ଦେଉଛି ୨୬ ଲକ୍ଷ ନଗଦ ପୁରସ୍କାର

ଓ୍ବାଶିଂଟନ, ୨୯।୬: ଚନ୍ଦ୍ର ତଥା ମହାକାଶକୁ ଯାଉଥିବା ଯାନରେ ସୁବିଧା ସୁଯୋଗ ଯେଭଳି ମିଳିପାରିବ ସେନେଇ ନାସା ପକ୍ଷରୁ ଯୋଜନା ପ୍ରସ୍ତୁତ କରାଯାଇଛି। ମହାକାଶ ଯାନରେ...

ଆଇସିସି ବିଶ୍ୱକପ୍‌: ଇଂଲଣ୍ଡ- ଓ୍ବେଷ୍ଟଇଣ୍ଡିଜ ମୁକାବିଲା: ଆର୍ଚର ବନାମ ଗେଲ୍‌

ସାଉଥାମ୍ପଟନ,୧୪।୬(ପି.ଟି.)- ଚଳିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ର ୧୯ତମ ମ୍ୟାଚ୍‌ରେ ଶୁକ୍ରବାର ଓ୍ବେଷ୍ଟଇଣ୍ଡିଜ ଓ ଆୟୋଜକ ଇଂଲଣ୍ଡ ପରସ୍ପରକୁ ଭେଟିବେ। ସ୍ଥାନୀୟ ରୋଜ ବାଉଲ...

ବରିଷ୍ଠ ଆଦିବାସୀ ନେତା କୁମୁଟି ମାଝିଙ୍କ ପରଲୋକ

ଭବାନୀପାଟଣା, ୨୮।୩ (ଡି.ଏନ.ଏ.): ବରିଷ୍ଠ ଆଦିବାସୀ ନେତା ତଥା ନିୟମଗିରି ସୁରକ୍ଷା ସମିତିର ପୂର୍ବତନ ସଭାପତି କୁମୁଟି ମାଝିଙ୍କ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ୭୨ ବର୍ଷ...

କୃଷି ମନ୍ତ୍ରୀଙ୍କ ପାଟଣା ଗସ୍ତ: ବୁଲି ଦେଖିଲେ ଲେମନ୍‌ ଗ୍ରାସ ଚାଷ

ପାଟଣା,୧୫।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକର ଯମୁନା ପଶି ପଞ୍ଚାୟତ କୋଡ଼ଖମଣ ଗ୍ରାମର ଲେମନ ଗ୍ରାସ ଚାଷ, ବାଁଉଶୁଳି ପଞ୍ଚାୟତ ଗୁଡିପୋଖରୀ ଗ୍ରାମର ଧାଡି ରୁଆ...

ଏଇ ଭାରତରେ

ଭାରତରେ କରୋନା ସଂକ୍ରମଣ ବଢିବାରେ ଲାଗିଛି। ଭୟଙ୍କର ପରିସ୍ଥିତି ନ ଉପୁଜିବା ଲାଗି ଲକ୍‌ଡାଉନ୍‌କୁ ବି କଡ଼ାକଡି ଭାବେ ପାଳନ କରାଯାଉଛି। କିନ୍ତୁ ଆମ ସ୍ବାସ୍ଥ୍ୟ...

ଏହିସବୁ ସମସ୍ୟାରୁ ମୁକ୍ତିଦିଏ ଗୁଡ଼

ଗୁଡ଼ ସ୍ବାସ୍ଥ୍ୟପକ୍ଷେ ଉପକାରୀ। ଏଣୁ ଚିନି ଅପେକ୍ଷା ଗୁଡ଼ ଖାଇବାକୁ ଡାକ୍ତରମାନେ ପରାମର୍ଶ ଦେଇଥାନ୍ତି। କାରଣ ଗୁଡ଼ ଖାଇବା ଫଳରେ ଅନେକ ରୋଗରୁ ମୁକ୍ତି ମିଳିବା...

Coronavirus Update

Archives

Model This Week

Why Dharitri