Posted inଜାତୀୟ

ଦେଶରେ ୪୫ କୋଟିରୁ ଅଧିକ ଇଣ୍ଟରନେଟ୍‌ ବ୍ୟବହାରକାରୀ, ମୁମ୍ବାଇ ଆଗରେ

ନୂଆଦିଲ୍ଲୀ,୧।୧୦: ଦେଶରେ ଇଣ୍ଟରନେଟ୍‌ ବ୍ୟବହାରକାରୀଙ୍କ ସଂଖ୍ୟା ଦିନକୁଦିନ ବୃଦ୍ଧି ପାଇବାରେ ଲାଗିଛି। ଦେଶରେ ଏବେ ୪୫.୧କୋଟି ଅଧିକ ଇଣ୍ଟରନେଟ୍‌ ବ୍ୟବହାରକାରୀ ଅଛନ୍ତି। ଭାରତରେ ଇଣ୍ଟରନେଟ୍‌ ବ୍ୟବହାର କରୁଥିବା ପ୍ରତି ତିନିଜଣ ବ୍ୟକ୍ତିଙ୍କ ମଧ୍ୟରେ ୨ଜଣଙ୍କ ବୟସ ୧୨ରୁ ୨୯ ବର୍ଷ ବୋଲି ଜଣାପଡିଛି। ମୁମ୍ବାଇ ସହରରେ ସର୍ବାଧିକ ୧.୧୭କୋଟି ଇଣ୍ଟରନେଟ୍‌ ବ୍ୟବହାରକାରୀ ଥିବାବେଳେ ଦିଲ୍ଲୀରେ ୧.୧୨ କୋଟି ଲୋକ ଇଣ୍ଟରନେଟ୍‌ ବ୍ୟବହାର କରୁଛନ୍ତି। ସହରରେ ୬୨ ପ୍ରତିଶତ ଏବଂ ଗ୍ରାମାଞ୍ଚଳରେ ୭୨ ପ୍ରତିଶତ ପୁରୁଷ ଇଣ୍ଟରନେଟ୍‌ ବ୍ୟବହାର କରୁଛନ୍ତି। ସେହିପରି ଗ୍ରାମାଞ୍ଚଳରେ ପ୍ରତିଦିନ ଇଣ୍ଟରନେଟ୍‌ ବ୍ୟବହାରକାରୀଙ୍କ ସଂଖ୍ୟ ୫୭ ପ୍ରତିଶତ ଥିବାବେଳେ ସହରରେ ଏହା ୭୨ ପ୍ରତିଶତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ହତ୍ୟା ପରେ ପାଇଖାନା ଟାଙ୍କିରେ ଲୁଚେଇ ରଖିଥିଲେ ସ୍ବାମୀ ଗୁମର ଖୋଲିଲା ୪ ବର୍ଷର ପୁଅ

ରାଇଘର,୧୩।୪ (କିରଣ ପଟ୍ଟନାୟକ): ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିବା ପରେ ପ୍ରମାଣ ଲୁଚାଇବାକୁ ଯାଇ ସ୍ବାମୀ ଜଣକ ଏକ ପାଇଖାନା ଟାଙ୍କିରେ ମୃତଦେହକୁ ଲୁଚେଇ ରଖିଥିଲେ।…

ବିଶ୍ୱଯୁଦ୍ଧ ଆରମ୍ଭ! ନେତାନ୍ୟାହୁଙ୍କ ବଡ଼ ଘୋଷଣା: ଶେଷ ହୋଇପାରେ…ସାରା ବିଶ୍ୱରେ ଭୟଙ୍କର ବାତାବରଣ

ଓ୍ବାଶିଂଟନ୍‌,୧୩।୪: ଇରାନ ଏବଂ ଆମେରିକା ମଧ୍ୟରେ ଇସଲାମାବାଦ ଆଲୋଚନା ବିଫଳ ହେବା ପରେ, ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିବାକୁ ଧମକ ଦେଇଛନ୍ତି। ଆମେରିକା ନୌସେନା…

ପଞ୍ଚଭୂତରେ ବିଲୀନ ହେଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ; ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ, ପୁଅ ଦେଲେ ମୁଖାଗ୍ନି

ମୁମ୍ବାଇ,୧୩।୪: ବଲିଉଡରେ ଶୋକର ଲହରୀ ଖେଳିଯାଇଛି । ସିନେମା ଏବଂ ସଙ୍ଗୀତ ଜଗତ ଜଣେ କିମ୍ବଦନ୍ତୀ ଗାୟିକାଙ୍କୁ ହରାଇଛି । ଆଶା ଭୋସଲେ ଦଶନ୍ଧି ଧରି ଚଳଚ୍ଚିତ୍ର…

କଫସିରପ ଚାଲାଣର ପର୍ଦ୍ଦାଫାଶ କଲା ଦୁର୍ଘଟଣା, ତଳେ ପଡି ଗୋଟାଉଥିବା ବେଳେ ମାଡିବସିଲେ ଲୋକେ

ବଲାଙ୍ଗୀର,୧୩।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଦିନକୁ ଦିନ କଫସିରଫ ବେପାର ବଢିବାରେ ଲାଗିଛି l କଫସିରପ ମାଫିଆମାନେ ବିଭିନ୍ନ ସମୟରେ ବଡ଼ ବଡ଼ ଚାରିଚକିଆ…

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

ଟି-୨୦ ବିଶ୍ୱକପ ପାଇଁ ବମ୍ଫର ପୁରସ୍କାର ରାଶି ଘୋଷଣା କଲା ICC, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୧୩।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ୨୦୨୬ ମହିଳା ଟି୨୦ ବିଶ୍ୱକପ ପାଇଁ ଏକ ରେକର୍ଡ ପୁରସ୍କାର ରାଶି ଘୋଷଣା କରିଛି। ICC ଘୋଷଣା କରିଛି ଯେ ବିଜେତା…

ପ୍ରଥମେ ୫୦% ଟାରିଫ୍‌ ଧମକ, ଆଉ ଏବେ… ଇରାନ ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ନୂଆ ରଣନୀତି

ଓ୍ବାଶିଂଟନ୍‌,୧୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବର୍ତ୍ତମାନ ବୃଦ୍ଧି ପାଉଥିବାବେଳେ, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନ୍ୟ ଏକ କ୍ଷେତ୍ରରେ ଚାଇନା ସହିତ ଏକ ନୂତନ…

ଡାବୁଗାଁ ବନ ବିଭାଗର ଚଢାଉ: କଲରାପତରିଆ ବାଘ ଛାଲ ଜବତ, ୫ ଗିରଫ

ନବରଙ୍ଗପୁର,୧୩।୪( ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଡାବୁଗାଁ ବନ ବିଭାଗକୁ ସୋମବାର ଏକ ବଡ଼ ସଫଳତା ମିଳିଛି । ନବରଙ୍ଗପୁର ବନଖଣ୍ଡ ଅଧିକାରୀ ଶୁଭେନ୍ଦୁ ପ୍ରାସାଦ ବେହେରାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri