Posted inଜାତୀୟ

ଦେଶର ଅର୍ଥବ୍ୟବସ୍ଥା ଆଇସିୟୁରେ: ଚିଦାମ୍ବରମ୍‌

ନୂଆଦିଲ୍ଲୀ,୮।୨: ଦେଶର ଅର୍ଥବ୍ୟବସ୍ଥା ଅତି ସଙ୍କଟ ଜନକ ସ୍ଥିତିରେ ଆଇସିୟୁରେ ଭର୍ତ୍ତି ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଗରିବଙ୍କ ବିରୋଧୀ। ସରକାରଙ୍କ ବିମୁଦ୍ରୀକରଣ ନିଷ୍ପତ୍ତି ଏକ ବଡ଼ ଭୁଲ୍‌ ଥିଲା ବୋଲି ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଶନିବାର କହିଛନ୍ତି। ବିମୁଦ୍ରୀକରଣ ଯୋଗୁ ଲୋକଙ୍କ ରୋଜଗାର କମିବାରେ ଲାଗିଛି। ଏହାପରେ ସରକାରଙ୍କ ନୂଅ୍ରା ଜିଏସ୍‌ଟି ନୀତି ଅନ୍ୟ ଏକ ଭୁଲ୍‌ ବୋଲି ସେ କହିଛନ୍ତି। ମୋଦି ସରକାର କେବଳ ଲୋକଙ୍କୁ ମିଛ ପ୍ରତିଶ୍ରୁତି ଦେଉଛନ୍ତି। ନିକଟ ଭବିଷ୍ୟତରେ ଦେଶର ଅର୍ଥବ୍ୟବସ୍ଥା ସୁଧୁରିବାର କୌଣସି ସଙ୍କେତ ମିଳୁ ନ ଥିବା ଚିଦାମ୍ବରମ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଅନନ୍ତପୁର ଜିଲାର ମରୁଡ଼ିପ୍ରବଣ ଅଞ୍ଚଳରେ ଭାରତୀୟ ବନ ସେବା ଅଧିକାରୀ(ଆଇଏଫ୍‌ଏସ୍‌) ବିନିତ କୁମାର ଓ ତାଙ୍କ ସ୍ତ୍ରୀ ତଥା ବନ୍ୟପ୍ରାଣୀ ସଂରକ୍ଷକ ରୂପା ଯାଦବ ଜଳାଶୟ…

ଶବ୍ଦଘାତକର ଯୁଗଯନ୍ତ୍ରଣା

ଡାକବାଜି,, ଡିଜେ, ବାଣ ଆଦି ଶବ୍ଦ ପ୍ରଦୂଷଣ ସୃଷ୍ଟିକାରୀ ଉପାଦାନ ଏବେ କେବଳ ଆଉ ପାର୍ବଣ ପାଳନ ମଧ୍ୟରେ ସୀମିତ ରହିନାହିଁ। ସହର ବଜାରରୁ ଆରମ୍ଭ କରି…

ପ୍ଲାଷ୍ଟିକମୟ ପୃଥିବୀ

ପୃଥିବୀ ସମ ଏକ ସୁନ୍ଦର ଗ୍ରହ ନାହିଁ କହିଲେ ଅତ୍ୟୁକ୍ତି ହେବନାହିଁ, ଯେଉଁଠାରେ ଆମେ ଜନ୍ମ ଗ୍ରହଣ କରି ନିଜକୁ ଭାଗ୍ୟବାନ ମନେକରୁ। କାରଣ ପୃଥିବୀ ଆମକୁ…

ବିଦ୍ରୋହୀ ରାଜା

୧୯୮୯ରେ ଆମେରିକାରେ ଗ୍ରୀଷ୍ମଋତୁ (ଜୁନ-ଅଗଷ୍ଟ)ରେ ଫ୍ରାନ୍ସିସ ଫୁକୁୟାମା ‘ଇତିହାସର ଶେଷ’ ସିଦ୍ଧାନ୍ତ ଉପସ୍ଥାପନ କରିଥିଲେ। ତାଙ୍କ ଦୃଷ୍ଟିକୋଣରେ ଉଦାରବାଦୀ ଗଣତାନ୍ତ୍ରିକ ପୁଞ୍ଜିବାଦ ବା ପାଶ୍ଚାତ୍ୟ ଉଦାରବାଦ ଗଣତନ୍ତ୍ର…

ବିରୋଧୀ ଯେଉଁ ଅପଚେଷ୍ଟା କରୁଛନ୍ତି ସେଥିରେ ବିଫଳ ହେବେ: ମନମୋହନ

ଭୁବନେଶ୍ୱର,୨୦।୨ (ସୁନିତ୍‌ ମିଶ୍ର): ଧାନର ଅଭାବୀ ବିକ୍ରି ନ ହେବା ଏବଂ ଚାଷୀ ତା’ର ଉଚିତ ମୂଲ୍ୟ ପାଇବା ପାଇଁ ଭାଜପା ସବୁବେଳେ ପ୍ରୟାସ କରୁଛି। ଧାନ…

ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା, ସବୁ ଦେଖି ବନ ବିଭାଗ ଚୁପ

ଦାରିଙ୍ଗବାଡ଼ି,୨୦ା୨(ଅରୁଣ ସାହୁ): ଦାରିଙ୍ଗବାଡ଼ି ବନାଞ୍ଚଳର ଜାତୀୟ ରାଜପଥ ସମେତ ବିଭିନ୍ନ ସ୍ଥାନରେ ବଡ଼ବଡ଼ ଗଛରେ ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା କରାଯାଉଛି। ବିଭିନ୍ନ ସରକାରୀ ବେସରକାରୀ…

ଭିଜିଲାନ୍ସ ଜାଲରେ ଫରେଷ୍ଟର ବାବୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ

ଭବାନୀପାଟଣା,୨୦।୨(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ସରକାରୀ ବାବୁ। କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ଘରେ ଶୁକ୍ରବାର…

ଅଫୁଟା ବାଣରେ ନିଆଁ ଲଗାଉଥିଲେ ୩ ପିଲା, ହଠାତ୍‌ ହେଲା ବିସ୍ଫୋରଣ, ଆଉ ତା’ ପରେ…

ଦେବଗଡ଼,୨୦ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଦଣ୍ଡାସିଂହା ଗ୍ରାମରେ ବାଣ ବିସ୍ଫୋରଣରେ ୩ ଶିଶୁ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ଜଣଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri