Posted inଜାତୀୟ

ଦେଶର ଅର୍ଥବ୍ୟବସ୍ଥା ଆଇସିୟୁରେ: ଚିଦାମ୍ବରମ୍‌

ନୂଆଦିଲ୍ଲୀ,୮।୨: ଦେଶର ଅର୍ଥବ୍ୟବସ୍ଥା ଅତି ସଙ୍କଟ ଜନକ ସ୍ଥିତିରେ ଆଇସିୟୁରେ ଭର୍ତ୍ତି ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଗରିବଙ୍କ ବିରୋଧୀ। ସରକାରଙ୍କ ବିମୁଦ୍ରୀକରଣ ନିଷ୍ପତ୍ତି ଏକ ବଡ଼ ଭୁଲ୍‌ ଥିଲା ବୋଲି ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଶନିବାର କହିଛନ୍ତି। ବିମୁଦ୍ରୀକରଣ ଯୋଗୁ ଲୋକଙ୍କ ରୋଜଗାର କମିବାରେ ଲାଗିଛି। ଏହାପରେ ସରକାରଙ୍କ ନୂଅ୍ରା ଜିଏସ୍‌ଟି ନୀତି ଅନ୍ୟ ଏକ ଭୁଲ୍‌ ବୋଲି ସେ କହିଛନ୍ତି। ମୋଦି ସରକାର କେବଳ ଲୋକଙ୍କୁ ମିଛ ପ୍ରତିଶ୍ରୁତି ଦେଉଛନ୍ତି। ନିକଟ ଭବିଷ୍ୟତରେ ଦେଶର ଅର୍ଥବ୍ୟବସ୍ଥା ସୁଧୁରିବାର କୌଣସି ସଙ୍କେତ ମିଳୁ ନ ଥିବା ଚିଦାମ୍ବରମ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗମନାଗମନ ସ୍ବାଧୀନତା ସାମ୍ବିଧାନିକ ଅଧିକାର, ଏହା ପ୍ରଭାବିତ ହେବା ଅନୁଚିତ…

ନୂଆଦିଲ୍ଲୀ,୨୧।୧୧: ଦିଲ୍ଲୀ ହାଇକୋର୍ଟ କହିଛନ୍ତି ଯେ ନାଗରିକଙ୍କ ଗମନାଗମନ ସ୍ବାଧୀନତା ସାମ୍ବିଧାନିକ ଅଧିକାର। ଏହା ପ୍ରଭାବିତ ହେବେ ଅନୁଚିତ। ବିଚାରପତି ନଜମି ୱାଜିରୀଙ୍କ ନେତୃତ୍ୱରେ ଗଠିତ...

ସ୍ଥିତି ପୁଣି ଅଣାୟତ୍ତ ମୁହାଁ, ସକ୍ରିୟ ମାମଲା ଲକ୍ଷେ ୧୫ ହଜାର ଟପିଲା…

ନୂଆଦିଲ୍ଲୀ, ୬।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

କୁମାରସ୍ବାମୀଙ୍କୁ ହସ୍ପିଟାଲରେ ମିଳିଲାନି ବେଡ୍‌

ବେଙ୍ଗାଲୁରୁ,୧୭।୪: କର୍ନାଟକ ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସ୍ବାସ୍ଥ୍ୟମନ୍ତ୍ରୀ ସୁଧାକରଙ୍କ ଅନୁରୋଧ ସତ୍ତ୍ୱେ କୁମାରସ୍ବାମୀଙ୍କୁ ମଣିପାଲ ହସ୍ପିଟାଲରେ ବେଡ୍‌ ମିଳି...

ଟ୍ରମ୍ପ-ମୋଦିଙ୍କ ରୋଡ ଶୋ’ରେ ହାଇଟେକ୍‌ ସିକ୍ୟୁରିଟି: ଗୁଜରାଟ ମୁଖ୍ୟମନ୍ତ୍ରୀଙ୍କୁ ମିଳିଲାନି ଅନୁମତି!

ଅହମଦାବାଦ,୨୧।୨: ବିଶ୍ୱର ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗୁଜରାଟ ଅହମଦାବଦରେ ଅନୁଷ୍ଠିତ ରୋଡ ଶୋ’କୁ ନେଇ ଆସୁଛି ନୂଆ...

ଛାତ୍ରୀଙ୍କୁ ଗଣବଳାତ୍କାର, ବୟଫ୍ରେଣ୍ଡଙ୍କୁ ଆକ୍ରମଣ

ମାହୀଶୂର,୨୫।୮ : ମଙ୍ଗଳବାର ସନ୍ଧ୍ୟା ୭ଟା ୩୦ରେ କର୍ନାଟକର ମାହୀଶୂରସ୍ଥିତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଚାମୁଣ୍ଡି ପାହାଡ଼ରେ ବୁଲିବାକୁ ପହଞ୍ଚିଥିଲେ ଜଣେ ଛାତ୍ରୀ ଓ ତାଙ୍କ...

ନୂଆ ଆଶା ସହ ବର୍ଷ ଆରମ୍ଭ ହୋଇଛି: ମୋଦି

ନୂଆଦିଲ୍ଲୀ,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ମାଧ୍ୟମରେ ସରକାରୀ ବିଭାଗ ତଥା ସଂଗଠନରେ ପ୍ରାୟ ୭୧,୦୦୦ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ଏହି ଅବସରରେ...

କେଜରିଓ୍ବାଲଙ୍କ ବିପକ୍ଷରେ ନିର୍ବାଚନ ଲଢିବେ ନିର୍ଭୟାଙ୍କ ମା’!

ନୂଆଦିଲ୍ଲୀ,୧୭।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ବିଭିନ୍ନ ଦଳ ସେମାନଙ୍କ ପ୍ରାର୍ଥୀ ତାଲିକା ପ୍ରସ୍ତୁତ କରି ଚାଲିଛନ୍ତି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା...

ଲ୍ୟାପ୍‌ଟପ ବିସ୍ଫୋରଣରୁ କୋଠା ଜଳିଗଲା

ଗାଜିଆବାଦ,୨୭।୧୧: ରଖିଲେ ହରି ମାରିବ କିଏ। ଏହି ଉକ୍ତିଟି ସଫଳ ହୋଇଥିବା ଦେଖିବାକୁ ମିଳିଛି ଉତ୍ତରପ୍ରଦେଶ ଗାଜିଆବାଦରେ। ରାଜନଗରର ନୋଏଡ଼ା ସେକ୍ଟର-୬୨ରେ ସଫ୍ଟୱେୟାର ଇଞ୍ଜିନିୟର ରାହୁଲ...

Advertisement
Archives

Model This Week