ଦେଶରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ହାର ୩.୨ ପ୍ରତିଶତ: ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୩।୫: ଦେଶର କରୋନା ସଂକ୍ରମିତଙ୍କ ମୃତ୍ୟୁ ହାର ୩.୨ ପ୍ରତିଶତ ରହିଛି। ଏହା ପୃଥିବୀରେ ସବୁଠାରୁ କମ୍‌ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ହର୍ଷ ବର୍ଦ୍ଧନ ରବିବାର ସୂଚନା ଦେଇଛନ୍ତି। ଇତିମଧ୍ୟରେ ୧୦ ହଜାର ୮୮୭ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଗତ ୨୪ ଘଣ୍ଟାରେ ୮୩ ଜଣଙ୍କ ମୃତ୍ୟୁ ଘଟିବା ସହିତ ୨୪୮୭ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ସେ କହିଛନ୍ତି। ବର୍ତ୍ତମାନ ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦,୨୬୩ ଥିବାବେଳେ ମୃତକଙ୍କ ସଂଖ୍ୟା ୧୩୦୬ ରହିଥିବା ସ୍ବାସ୍ଥ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରାୟନ-୨ ଉତ୍‌କ୍ଷେପଣ ଦେଖିବା ପାଇଁ ଅନ୍‌ଲାଇନ୍‌ ପଞ୍ଜିକରଣ ଗୁରୁବାର ମଧ୍ୟରାତ୍ରଠାରୁ ଆରମ୍ଭ

ଶ୍ରୀହରିକୋଟା,୩।୭: ଚନ୍ଦ୍ରାୟନ-୨ ଜୁଲାଇ ୧୫ରେ ଉତ୍‌କ୍ଷେପଣ ହେବ। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ଏହା ଭାରତୀୟ ସମୟ ରାତ୍ର ୨ଟା ୫୧ରେ ଉତ୍‌କ୍ଷେପଣ...

ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ନିଆଁ

ନୂଆଦିଲ୍ଲୀ,୩୧ା୧୨(ଆଇଏଏନ୍‌ଏସ୍‌): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୯ ଲୋକକଲ୍ୟାଣ ମାର୍ଗ ବାସଭବନ କମ୍ପ୍ଲେକ୍ସରେ ସୋମବାର ସନ୍ଧ୍ୟାରେ ଛୋଟ ଧରଣର ଅଗ୍ନିକାଣ୍ଡ ହୋଇଛି। ସର୍ଟ ସର୍କିଟରୁ ନିଆଁ ଲାଗିଥିବାବେଳେ...

ଅନ୍ତିମ ସଂସ୍କାର ସମୟରେ ଭୁଶୁଡ଼ିଲା ଶ୍ମଶାନ ଘର ଛାତ: ଉଦ୍ଧାର କାର୍ଯ୍ୟ ଜାରି

ଗାଜିଆବାଦ୍‌,୩।୧: ଅନ୍ତିମ ସଂସ୍କାର ସମୟରେ ଶ୍ମଶାନ ଘର ଛାତ ଭୁଶୁଡ଼ିବାରୁ କେତେକ ଲୋକ ମାଟି ତଳେ ପୋତି ହୋଇଯାଇଛନ୍ତି। ମାଟିତଳୁ ୧୬ ମୃତଦେହ ଉଦ୍ଧାର କରାଯାଇଥିବାବେଳେ...

ସ୍ପେସ୍‌ ଷ୍ଟେଶନ ସ୍ଥାପନ କରିବ ଭାରତ

ନୂଆଦିଲ୍ଲୀ,୧୪ା୬(ଆଇଏଏନ୍‌ଏସ୍‌):ଭାରତ ୨୦୩୦ ସୁଦ୍ଧା ନିଜସ୍ବ ସ୍ପେସ୍‌ ଷ୍ଟେଶନ ଲଞ୍ଚ୍‌ କରିବାକୁ ଯୋଜନା କରିଥିବା ଇସ୍ରୋ (ଇଣ୍ଡିଆନ୍‌ ସ୍ପେସ୍‌ ରିସର୍ଚ୍ଚ ଅର୍ଗାନାଇଜେଶନ୍‌)ର ଅଧ୍ୟକ୍ଷ କେ. ଶିବନ୍‌ ପ୍ରକାଶ...

ଏନ୍‌ଆର୍‌ସି ଚୁଡାନ୍ତ ତାଲିକାରେ ନାଁ ନ ଥିବାରୁ ଜୀବନ ହାରିଲେ ମହିଳା

ଗୁଆହାଟି,୧।୯: ଆସାମର ସୋନିତପୁର ଜିଲାରେ ଜଣେ ମହିଳାଙ୍କ ନାଁ ରାଷ୍ଟ୍ରୀୟ ନାଗରିକ ପଞ୍ଜୀକରଣ (ଏନ୍‌ଆର୍‌ସି) ଚୁଡାନ୍ତ ତାଲିକାରେ ନ ଥିବାରୁ ସେ ଆତ୍ମହତ୍ୟା କରିଥିବା କୁହାଯାଉଛି।...

କରୋନା ସଂକ୍ରମଣର ପାଲଟିଥିଲା ଏନ୍ତୁଡ଼ିଶାଳ: ଏବେ ବିକିବ ପ୍ରତିଷେଧକ ଟୀକା

ବେଜିଂ, ୧୭।୮: କରୋନା ମହାମାରୀ ସଂକ୍ରମଣର ଏନ୍ତୁଡ଼ିଶାଳ ପାଲଟି ଥିବା ଚାଇନା ଏବେ ପ୍ରଥମ କରି ପ୍ରତିଷେଧକ ଟୀକା ପ୍ରସ୍ତୁତ କରିଛି। ଏହାକୁ ଚାଇନାର ବୌଦ୍ଧିକ...

ଗସ୍ତକୁ ନେଇ ଝଡ଼ : ସିରିଆ କି ଆଫଗାନିସ୍ତାନ ନ ହେଉ କଶ୍ମୀର

ଶ୍ରୀନଗର,୩୧ା୧୦(ପି.ଟି./ଆଇଏଏନ୍‌ଏସ୍‌): ଯୁଦ୍ଧ ପ୍ରଭାବିତ ସିରିଆ କିମ୍ବା ଆଫଗାନିସ୍ତାନ ଭଳି ସ୍ଥିତି ଜମ୍ମୁ-କଶ୍ମୀରରେ ସୃଷ୍ଟି ନ ହେଉ। କଶ୍ମୀର ଆଉ ଏକ ସିରିଆ କି ଆଫଗାନିସ୍ତାନ ନ...

୧୫ ବର୍ଷ ପୁରୁଣା ଗାଡ଼ି ରେଜିଷ୍ଟ୍ରେଶନ୍‌ରେ ଦେବାକୁ ପଡ଼ିପାରେ ୨୫ ଗୁଣା ଅଧିକ ଫି

ନୂଆଦିଲ୍ଲୀ,୫।୧୦: ଏଣିକି ୧୫ ବର୍ଷ ପୁରୁଣା ଗାଡ଼ି ରେଜିଷ୍ଟ୍ରେଶନ୍‌ ପାଇଁ ୨୫ ଗୁଣା ଅଧିକ ଫି ଦେବାକୁ ପଡ଼ିପାରେ। ଏନେଇ ପରିବହନ ମନ୍ତ୍ରଣାଳୟ ପକ୍ଷରୁ ସରକାରଙ୍କୁ...

BGU
Play 250+ Trending Games
Archives

Model This Week

Why Dharitri