ଲଣ୍ଡନ: କ୍ଷେତ୍ରଫଳ ଦୃଷ୍ଟିରୁ ରୁଷିଆ ବିଶ୍ୱର ସର୍ବବୃହତ ଦେଶ ହୋଇଥିବାବେଳେ ଜନସଂଖ୍ୟା ଦୃଷ୍ଟିରୁ ଚାଇନା ସବୁଠାରୁ ଆଗରେ ରହିଛି। ଏହି କ୍ରମରେ ଦେଖିଲେ ଭାରତ ଦ୍ୱିତୀୟ ସର୍ବାଧିକ ଲୋକସଂଖ୍ୟାର ଦେଶ। ୟୁରୋପୀୟ ଦେଶ ଭାଟିକାନ୍ ସିଟିର ଜନସଂଖ୍ୟା ପ୍ରାୟ ୯୦୦ ହୋଇଥିବାବେଳେ ଏହାକୁ ବିଶ୍ୱର ସବୁଠୁ କ୍ଷୁଦ୍ର ରାଷ୍ଟ୍ର ବୋଲି କୁହାଯାଏ। ହେଲେ ଦୁନିଆରେ ଏପରି ଆଉ ଏକ ଦେଶ ରହିଛି ଯେଉଁଠି ମାତ୍ର ୨୭ ଲୋକ ବାସକରନ୍ତି। ଏହାର ନାଁ ହେଉଛି ସି-ଲ୍ୟାଣ୍ଡ। ଏହାର କ୍ଷେତ୍ରଫଳ ମାତ୍ର ୬ ହଜାର ବର୍ଗଫୁଟ। ସି-ଲ୍ୟାଣ୍ଡକୁ ମାଇକ୍ରୋ ନେଶନ ମଧ୍ୟ କୁହାଯାଏ। ଦ୍ୱିତୀୟ ବିଶ୍ୱ ଯୁଦ୍ଧ ସମୟରେ ବ୍ରିଟିଶମାନେ ଏହି ଦେଶ ତିଆରି ଥିଲେ। ତେବେ ଅନ୍ତର୍ଜାତୀୟ ସ୍ତରରେ ବିଧିବଦ୍ଧ ଭାବେ ଏହାକୁ ଦେଶ ମାନ୍ୟତା ମିଳି ନ ଥିବାରୁ କ୍ଷୁଦ୍ରରାଷ୍ଟ୍ର ତାଲିକାରେ ସାମିଲ କରାଯାଇନାହିଁ।
ବ୍ରିଟେନର ସୁଫୋଲ୍କ ତଟଠାରୁ ପ୍ରାୟ ୧୦ କି.ମି. ଦୂରରେ ଅବସ୍ଥିତ। ସମୁଦ୍ର ମଝିରେ ଏକ ଦୁର୍ଗ ଉପରେ ଏହାର ଭୂମି। ୧୯୪୩ରେ ବ୍ରିଟିଶମାନେ ତାହାକୁ ଏକ ଦେଶ ଭଳି ଦେଖିବା ସହ ସେଠାରେ ରାଜତନ୍ତ୍ର ଆରମ୍ଭ କରିଥିଲେ। ପରେ ସେଠାରେ ଡାକ ଟିକଟ, ପାସ୍ପୋର୍ଟ ଏବଂ ମୁଦ୍ରା ମଧ୍ୟ ଘୋଷଣା କରାଯାଇଥିଲା। ମୁଦ୍ରାରେ ରାୟ ବ୍ରିଟିଶଙ୍କ ସ୍ତ୍ରୀ ଜେନ୍ ବ୍ରିଟିଶଙ୍କ ଛବି ରହିଥିଲା। ସ୍ଥଳସେନା ଏବଂ ନୌସେନା ଘାଟି ପାଇଁ ମଧ୍ୟ ବ୍ରିଟିଶମାନେ ସି-ଲ୍ୟାଣ୍ଡକୁ ବ୍ୟବହାର କରୁଥିଲେ। ଏହାର ଏକ ଲାଲ ରଙ୍ଗର ପତାକା ରହିଛି।
ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି
ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…
ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ
ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…
ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’
ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…
ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…
କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ କାର୍ଯ୍ୟରତ ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…
କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ
କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…
ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…
ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…
କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ
କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍ କଲୋନୀରେ ଫାୟାରିଂ ହୋଇଥିବା…
ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ
ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…
Archives

