Posted inଜାତୀୟ

ଦେଶର ପ୍ରଥମ କିନ୍ନର ବିଶ୍ୱବିଦ୍ୟାଳୟ

ଲକ୍ଷ୍ନୌ,୨୬।୧୨: ଦେଶର ପ୍ରଥମ କିନ୍ନର ବିଶ୍ୱବିଦ୍ୟାଳୟ ଉତ୍ତରପ୍ରଦେଶର କୁଶୀନଗରଠାରେ ସ୍ଥାପିତ ହୋଇଛି। ଏହାକୁ ଅଖିଳ ଭାରତୀୟ କିନ୍ନର ଶିକ୍ଷା ସେବା ଟ୍ରଷ୍ଟ୍‌ ପକ୍ଷରୁ ସ୍ଥାପନା କରାଯାଇଛି। କୁଶୀନଗର ଜିଲାର ଫାଜିଲ୍‌ନଗର ବ୍ଲକ୍‌ରେ ଥିବା ଏହି ବିଶ୍ୱବିଦ୍ୟାଳୟରେ ଜାନୁୟାରୀ ୧୫ଠାରୁ ନାମଲେଖା ହେବ। ଏଠାରେ ପୋଷ୍ଟଗ୍ରାଜୁଏଶନ୍‌ ଏବଂ ପିଏଚ୍‌ଡି ଡିଗ୍ରୀ ପାଠ୍ୟକ୍ରମ ଉପରେ ଶିକ୍ଷାଦାନ କରାଯିବ ବୋଲି ଟ୍ରଷ୍ଟର ଅଧ୍ୟକ୍ଷ ଡ.କୃଷ୍ଣ ମୋହନ ମିଶ୍ରା ସୂଚନା ଦେଇଛନ୍ତି। ଏହାଦ୍ୱାରା କିନ୍ନରମାନେ ଉପକୃତ ହୋଇପାରିବେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚେୟାରରେ ବସି ଜାତୀୟ ସଙ୍ଗୀତ ଗାଇଲେ ମମତା: ମାମଲା ରୁଜୁ କଲା ଭାଜପା

ମୁମ୍ବାଇ,୨।୧୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିରୋଧରେ ଭାଜପା ଜାତୀୟ ସଂଗୀତକୁ ଅପମାନିତ କରିଥିବା ଅଭିଯୋଗ ଆଣିଛି। ଏନେଇ ପୋଲିସ ନିକଟରେ ଏକ ମାମଲା ରୁଜୁ...

ବାୟୋମେଟ୍ରିକ୍ସ ଉପସ୍ଥାନକୁ ବାରଣ କଲା ଏନ୍‌ଜିଟି

ନୂଆଦିଲ୍ଲୀ,୯।୩: କରୋନା ଭାଇରସ ସଂକ୍ରମଣ ବୃଦ୍ଧିକୁ ଲକ୍ଷ୍ୟ କରି ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍‌ଜିଟି) ଦିଲ୍ଲୀର ପ୍ରାୟ ସମସ୍ତ କାର୍ଯ୍ୟାଳୟରେ ବାୟୋମେଟ୍ରିକ୍ସ ଉପସ୍ଥାନକୁ ବାରଣ କରିଥିବା ଜଣାପଡିଛି।...

ନିୟମ ମାନିଲେ ମୋଦି: ମାସ୍କ ପିନ୍ଧି କଲେ ଭିଡିଓ କନଫରେନ୍ସିଂ

ନୂଆଦିଲ୍ଲୀ,୧୧।୪: କରୋନା ଭାଇରସକୁ ଦୂରେଇବାକୁ ହେଲେ କେତେ ଗୁଡିଏ ନିୟମ ପାଳନ କରିବାକୁ କୁହାଯାଉଛି। ଯେମିତିକି ବାରମ୍ବାର ସାବୁନରେ ହାତ ଧୋଇବା, ବାହାରକୁ ଯିବା ସମୟରେ...

ପୂର୍ବତନ ଏମ୍‌ପିଙ୍କ ବିବାଦୀୟ ମନ୍ତବ୍ୟ: ରାହୁଲ ଗାନ୍ଧୀଙ୍କଠାରୁ ଦୂରେଇ ରୁହନ୍ତୁ ଯୁବତୀ

ଥିରୁଭାନନ୍ତପୁରମ୍‌,୩୦।୩: କେରଳ ବିଧାନସଭା ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରଚାର ଜୋରସୋରରେ ଚାଲିଛି। ପୂର୍ବତନ ଇଡୁକି ଏମ୍‌ପି ଜୋଏସ ଜର୍ଜ କଂଗ୍ରେସ ନେତା...

୪ ରାଜ୍ୟରେ ନିର୍ବାଚନ ପ୍ରଭାରୀ ନିଯୁକ୍ତ କଲା ଭାଜପା

ନୂଆଦିଲ୍ଲୀ, ୯।୮: ଦିଲ୍ଲୀ, ଝାଡଖଣ୍ଡ, ହରିୟାଣା ଏବଂ ମଧ୍ୟ ପ୍ରଦେଶରେ ଆଗାମୀ ଅକ୍ଟୋବରରେ ନିର୍ବାଚନ ହେବାର ସମ୍ଭାବନା ରହିଛି। ଏହାପୂର୍ବରୁ ପ୍ରସ୍ତୁତି ଆରମ୍ଭ କରିଦେଇଛି ଭାଜପା।...

ଚାଇନା କମ୍ପାନୀର ଚୁକ୍ତି ରଦ୍ଦ କଲା ରେଲଓ୍ବେ

ନୂଆଦିଲ୍ଲୀ,୧୯ା୬:ସୀମାରେ ଲାଗି ରହିଥିବା ଭାରତ ଓ ଚାଇନା ସେନାର ତିକ୍ତତା ଲାଗି ରହିଛି। ୨୦ ଭାରତୀୟ ଯବାନ ଶହୀଦ ହେବା ଘଟଣା କେନ୍ଦ୍ର ସରକାରଙ୍କଠାରୁ ନେଇ...

କଂଗ୍ରେସକୁ ଝଟ୍‌କା ଦେବାକୁ ଶିନ୍ଦେଙ୍କ ମନ୍ତ୍ରୀଙ୍କ ଯୋଜନା…

ମୁମ୍ବାଇ,୨୨।୮ : ମହାରାଷ୍ଟ୍ରର କୃଷି ମନ୍ତ୍ରୀ ଅବଦୁଲ ସତାର ନାନ୍ଦେଡରେ କଂଗ୍ରେସ ଭେଟେରାନ ଅଶୋକ ଚୌହ୍ବାନଙ୍କ ସହ ଏକ ରୁଦ୍ଧ ଦ୍ୱାରା ଆଲୋଚନା କରିଛନ୍ତି। ରବିବାର...

ନାମାଙ୍କନ ପତ୍ର ଦାଖଲ କଲେ ଫଡନବିସ

ମୁମ୍ବାଇ,୪।୧୦: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ ଶୁକ୍ରବାର ନାଗପୁର ଦକ୍ଷିଣ-ପଶ୍ଚିମ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନାଗପୁରରେ ଫଡନବିସ ଏକ ରୋଡ ଶୋ’...

Advertisement
Archives

Model This Week