ଦେଶର ବିଭିନ୍ନ ସମସ୍ୟା ପ୍ରତିବାଦରେ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା

କେନ୍ଦୁଝର,୨୨।୧୧( ସ୍ବ.ପ୍ର.): ଦେଶରେ ଅହେତୁକ ଦରଦାମ ବୃଦ୍ଧି, ବିପର୍ଯ୍ୟସ୍ତ ଅର୍ଥନୀତି ମାନ୍ଦାବସ୍ଥା ଓ ସରକାରୀ ତଥା ବେସରକାରୀ କ୍ଷେତ୍ରରେ ବେରୋଜଗରୀ ସମସ୍ୟା ଆଦି ପ୍ରତିବାଦରେ କେନ୍ଦୁଝର ଜିଲା କଂଗ୍ରେସ କମିଟି ପକ୍ଷରୁ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗଣଧାରଣା ଦିଆଯାଇଛି। ଜିଲା କଂଗ୍ରେସ କମିଟି ସଭାପତି ମୋହନ ପରିଡ଼ାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପ୍ରତିବାଦ ସଭାରେ ପିସିସି ସମ୍ପାଦକ ଆଲୋକ ମିଶ୍ର, କାର୍ଯ୍ୟକାରୀ ସଭାପତି ବିପ୍ଳବ ମିଶ୍ର, ପ୍ରଶାନ୍ତ ଦଳେଇ, ସଂଗ୍ରାମ ଦାସ, ରମାକାନ୍ତ ପାତ୍ରଙ୍କ ସମେତ ବହୁ କଂଗ୍ରେସ କର୍ମୀ ଯୋଗଦେଇଥିଲେ। ଏହି ଅବସରରେ କଂଗ୍ରେସ କର୍ମୀ ଓ ନେତାମାନେ ଏକ ଶୋଭାଯାତ୍ରାରେ କଂଗ୍ରେସ ଭବନରୁ ବାହାରି ଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ନାନଯାତ୍ରାର ସିଧା ପ୍ରସାରଣ କରିବ ଦୂରଦର୍ଶନ

ପୁରୀ ଅଫିସ, ୩ା୬-ଆସନ୍ତା ୫ତାରିଖରେ ଦେବସ୍ନାନ ପୂର୍ଣ୍ଣିମା। ସ୍ନାନମଣ୍ଡପରେ ମହାପ୍ରଭୁ ପ୍ରତ୍ୟକ୍ଷ ସ୍ନାନ କରିବେ। ପ୍ରତିବର୍ଷ ବିଭିନ୍ନ ଚ୍ୟାନେଲ ଚତୁର୍ଦ୍ଧାବିଗ୍ରହଙ୍କ ସ୍ନାନଯାତ୍ରାର ସିଧା ପ୍ରସାରଣ କରି...

ଅଧାରେ ରହିଲା ବଣଭୋଜି: ଦୁର୍ଘଟଣାରେ ଜଣଙ୍କ ଜୀବନଗଲା

ମାଧପୁର,୨୫।୧୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା ମାଧପୁର -ବାମୁର ରାସ୍ତା ନୂଆଗାଁ ନୂଆସାହି ନିକଟରେ ବୁଧବାର ଏକ ଟାଟା ଏସିଇ ସହ ବାଇକ୍‌ ଧକ୍କା ହୋଇଛି। ଏଥିରେ ବାଇକ୍‌...

‘କୃଷି କ୍ଷେତ୍ରରେ ବିକଳ୍ପ ଯୋଜନା ପ୍ରସ୍ତୁତ ଆବଶ୍ୟକ’

କଟକ ଅଫିସ, ୪ା୩: ଜନହିତକର କାର୍ଯ୍ୟ ନିର୍ବାହ ପୂର୍ବରୁ ତାହାର ଆନୁଷଙ୍ଗିକ ଦିଗକୁ ଧ୍ୟାନ ଦେବା ଆବଶ୍ୟକ। ଏଥିସହ କାର୍ଯ୍ୟଶୈଳୀର ଅନୁଶୀଳନ ଓ ପ୍ରଗତିକୁ ତୁଳନାତ୍ମକ...

ଭାରସାମ୍ୟ ହରାଇ ଜଳଖିଆ ଦୋକାନରେ ପଶିଲା ବାଇକ୍‌: ଜଣେ ମୃତ, ଦୁଇ ଗୁରୁତର

ବୌଦ୍ଧ,୩୧।୮(ଡି.ଏନ୍‌.ଏ.): ବୌଦ୍ଧ ଜିଲା ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥର ହରେକୃଷ୍ଣପୁର ଶିବମନ୍ଦିରଠାରେ ଶନିବାର ସକାଳେ ବାଇକ୍‌ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଗୁରୁତର ହୋଇଛନ୍ତି।...

ବିଶାଖାପାଟଣାରୁ ରେଳ ଧାରଣାରେ ଚାଲି ଓଡ଼ିଶା ଫେରିଲେ କଳାହାଣ୍ଡିର ୧୮ ଶ୍ରମିକ

ମୁନିଗୁଡ଼ା,୪।୪(ଡି.ଏନ୍.ଏ.): କରୋନା ପାଇଁ ସାରା ଦେଶରେ ଲକ୍ ଡାଉନ୍ ଘୋଷଣା ସହ ରାଜ୍ୟ ସିମାକୁ ସିଲ୍ କରି ଦିଆଯାଇଛି। କୌଣସି ରାଜ୍ୟରୁ କେହି ଅନ୍ୟ ରାଜ୍ୟକୁ...

ବିଦ୍ୟୁତ୍‌ ଆଘାତରେ ଜଣେ ମୃତ, ୪ ଆହତ

କୁକୁଡ଼ାଖଣ୍ଡି, ୯।୩(ଡି.ଏନ୍‌.ଏ.)- ସଦର ଥାନା ଗୁଠବନ୍ଧ ଗାଁ’କୁ ଲାଗିଥିବା ପରିବା ଖେତରେ ଘେରାଯାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ...

ଜବରଦଖଲରେ ଶ୍ମଶାନ ଜମି

ରସୁଲପୁର,୧୦ା୬(ଡି.ଏନ.ଏ.): ରସୁଲପୁର ବ୍ଲକ୍‌ ନରସିଂହପୁର ପଞ୍ଚାୟତ ଅଧୀନ ହରିପୁର ଗ୍ରାମର ଏକ ଶ୍ମଶାନ ଜମି ଜବରଦଖଲ ହୋଇଛି। ସର୍ବସାଧାରଣଙ୍କ ବ୍ୟବହାର ନିମନ୍ତେ ଉଦ୍ଦିଷ୍ଟ ଉକ୍ତ ଜମିକୁ...

ଏମ୍‌ବି ଛାତ୍ର ଅଧ୍ୟକ୍ଷ ପ୍ରାର୍ଥୀ: ପ୍ରଚାର ମଇଦାନରେ ହେଭିଓ୍ବେଟ୍‌

କେସିଙ୍ଗା,୧୮।୩: ପୌର ନିର୍ବାଚନ ପାଇଁ କଳାହାଣ୍ଡି ଜିଲା କେସିଙ୍ଗା ସହରରେ ୩ ପ୍ରମୁଖ ଦଳ ନିଜ ପ୍ରଚାର କାର୍ଯ୍ୟକୁ ଜୋରଦାର କରିଛନ୍ତି। ଏହି ପରିପ୍ରେକ୍ଷୀରେ ଏମ୍‌ବିଏ...

Advertisement
Archives

Model This Week