ଦେଶର ମୁଣ୍ଡପିଛା ଆୟ ୧୦,୫୩୪ ଟଙ୍କା

ନୂଆଦିଲ୍ଲୀ,୧।୬: ଚଳିତ ବର୍ଷ ମାର୍ଚ୍ଚ ୩୧ ସୁଦ୍ଧା ଦେଶର ମୁଣ୍ଡପିଛା ଆୟ ୧୦ ପ୍ରତିଶତ ବୃଦ୍ଧି ପାଇ ମାସକୁ ୧୦,୫୩୪ ଟଙ୍କା ହୋଇଛି। ଶୁକ୍ରବାର ଜାରି ସରକାରୀ ତଥ୍ୟରୁ ଏହା ଜଣାପଡିଛି। ୨୦୧୭-୧୮ ଆର୍ଥିକ ବର୍ଷରେ ଏହା ମାସକୁ ୯୫୮୦ ଟଙ୍କା ଥିଲା। ଷ୍ଟାଟିଷ୍ଟିକ୍ସ ଆଣ୍ଡ ପ୍ରୋଗ୍ରାମ ଇମ୍ପ୍ଲିମେଣ୍ଟେଶନ ମନ୍ତ୍ରଣାଳୟ ପକ୍ଷରୁ ଜାରି ତଥ୍ୟ ଅନୁଯାୟୀ ମାସକୁ ୧୦,୫୩୩.୮୩ ଟଙ୍କା ହିସାବରେ ୨୦୧୮-୧୯ରେ ମୁଣ୍ଡପିଛା ଆୟ ୧,୨୬,୪୦୬ ଟଙ୍କାରେ ପହଞ୍ଚତ୍ଛି। ଯାହାକି ପୂର୍ବବର୍ଷ ୧,୧୪,୯୫୮ ଟଙ୍କା ଥିଲା। ବାର୍ଷିକ ହିସାବରେ ଏହା ୧୦% ଅଧିକ। ସୂଚନାଯୋଗ୍ୟ ଯେ, ମୁଣ୍ଡପିଛା ଆୟରୁ ଦେଶର ବିକାଶ ସମ୍ପର୍କରେ ଜାଣିହୁଏ। ତଦନୁଯାୟୀ ମୋଟ ଜାତୀୟ ଆୟ(ଜିଏନ୍‌ଆଇ) ୨୦୧୮-୧୯ରେ ୧୮୮.୧୭ ଲକ୍ଷ କୋଟି ଟଙ୍କା ହୋଇଛି। ଯାହା କି, ୨୦୧୭-୧୮ରେ ୧୬୯.୧୦ ଲକ୍ଷ କୋଟି ଟଙ୍କା ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏୟାର ଇଣ୍ଡିଆ ବିକ୍ରି:ଜାନୁୟାରୀରେ ଆସିବ ଇଓଆଇ

ନୂଆଦିଲ୍ଲୀ,୮-୧: ସୌରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ବସିଥିବା ମନ୍ତ୍ରୀ ଗୋଷ୍ଠୀ ଏୟାର ଇଣ୍ଡିଆ ବିକ୍ରି ପାଇଁ ଏକ୍ସପ୍ରେଶନ ଅଫ୍‌ ଇଣ୍ଟରେଷ୍ଟ (ଇଓଆଇ) ଏବଂ ଶେୟାର...

ଚନ୍ଦ୍ରଶେଖରପୁରରେ କ୍ୱିକ୍‌ୱାଶ୍‌ର ଏକ୍ସକ୍ଲୁସିଭ ଆଉଟଲେଟ

ଭୁବନେଶ୍ୱର,୧୭।୧୦: ଦେଶର ପ୍ରମୁଖ ଲଣ୍ଡ୍ରି ବ୍ରାଣ୍ଡ୍‌ ‘କ୍ୱିକ୍‌ୱାଶ୍‌’ର ଆଉ ଏକ ଏକ୍ସକ୍ଲୁସିଭ ଆଉଟଲେଟ ସ୍ଥାନୀୟ ଚନ୍ଦ୍ରଶେଖରପୁର (ଡିଷ୍ଟ୍ରିକ୍ଟ ସେଣ୍ଟର) ଠାରେ ଶନିବାର ଉଦଘାଟିତ ହୋଇଯାଇଛି। ଏହା...

ଚାରି ଥର ପ୍ରେମରେ ପଡ଼ିବା ସତ୍ତ୍ୱେ ଅବିବାହିତ ରହିବାକୁ ନିଷ୍ପତ୍ତି ନେଇଥିଲେ ରତନ ଟାଟା: କାରଣ ଜାଣିଲେ ହେବେ..

ଟାଟା ଗ୍ରୁପର ପୂର୍ବ ଅଧ୍ୟକ୍ଷ ରତନ ଟାଟା ବିବାହ କରିନାହାନ୍ତି। ହେଲେ ତାଙ୍କ ଜୀବନରେ କୌଣସି ଯୁବତୀ ଆସି ନାହାନ୍ତି ତାହା ଭାବିବା ଭୁଲ। ଥରେ...

ଆଦାନୀ ସୌରଶକ୍ତିର ସର୍ବଶ୍ରେଷ୍ଠ ପିଭିଏଲ୍‌ ଯୋଗ୍ୟତା ହାସଲ

ନୂଆଦିଲ୍ଲୀ, ୧୧।୬:ଆଦାନୀ ସୌରଶକ୍ତି ବିଶ୍ୱର ଅଗ୍ରଗଣ୍ୟ ପିଭିଏଲ ଗବେଷଣା ଗାର (ଆମେରିକା) ଦ୍ୱାରା ଦ୍ୱିତୀୟଥର ସର୍ବଶ୍ରେଷ୍ଠ ଯୋଗ୍ୟତା ହାସଲ କରିପାରିଛିା ପିଭିଏଲ ୫ମ ବାର୍ଷିକ ସଂସ୍କରଣରେ...

ଆଧାର ସହ ଲିଙ୍କ୍‌ ହେବ ସବୁ ବ୍ୟାଙ୍କ ଆକାଉଣ୍ଟ

ନୂଆଦିଲ୍ଲୀ: ଆସନ୍ତା ମାର୍ଚ୍ଚ ମାସ ସୁଦ୍ଧା ସବୁ ବ୍ୟାଙ୍କ ଆକାଉଣ୍ଟକୁ ଆଧାର ସହ ଲିଙ୍କ୍‌ କରାଯିବା ନେଇ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାଙ୍କଗୁଡିକ ଏ...

ପୁଣି ଗ୍ରାହକଙ୍କୁ ଝଟ୍‌କା ଦେଲା ଏସ୍‌ବିଆଇ, ଋଣ ହେଲା ମହଙ୍ଗା…

ନୂଆଦିଲ୍ଲୀ,୧୪।୧: ଗ୍ରାହକଙ୍କୁ ଝଟ୍‌କା ଦେଇଛି ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ)। ବ୍ୟାଙ୍କ ଏହାର ଋଣ ହାର ଅର୍ଥାତ ଏମ୍‌ସିଏଲ୍‌ଆର୍‌କୁ ପୁଣିଥରେ ବୃଦ୍ଧି କରିବାକୁ ଘୋଷଣା କରିଛି।...

୭ମାସରେ ଚାକିରି ଛାଡ଼ିଛନ୍ତି ୫୮ ସିଇଓ-ଏମ୍‌ଡି

ନୂଆଦିଲ୍ଲୀ,୨୩-୮: ଇଣ୍ଡିଆ ଇଙ୍କ୍‌ର କର୍ନର ଅଫିସ୍‌ରୁ ଚଳିତ ବର୍ଷର ୭ ମାସ ମଧ୍ୟରେ ୫୮ ଜଣ ସିଇଓ-ଏମ୍‌ଡି ଚାକିରି ଛାଡ଼ିଛନ୍ତି। ପ୍ରାଇମ ଡାଟାବେସ୍‌ ପକ୍ଷରୁ ଏନ୍‌ଏସ୍‌ଇଇନ୍‌ଫୋବେସ୍‌...

ରେଲଓ୍ବେର କାଉଣ୍ଟର ଟିକେଟ ବୁକିଂ ଶୀଘ୍ର

ନୂଆଦିଲ୍ଲୀ,୨୨।୫ : କରୋନା ମାମଲା ଥମୁ ନ ଥିବାରୁ ବର୍ତ୍ତମାନ ସାରା ଦେଶରେ ରେଳସେବା ସମ୍ପୂର୍ଣ୍ଣ ଭାବେ ସ୍ବାଭାବିକ ହୋଇପାରି ନାହିଁ। ୧୫ ଯୋଡ଼ା ସ୍ବତନ୍ତ୍ର...

Advertisement
Archives

Model This Week