Posted inଜାତୀୟ

ଦେଶର ସୁରକ୍ଷା ପାଇଁ ନିୟନ୍ତ୍ରଣ ରେଖା ପାର କରିବାକୁ ଭାରତୀୟ ଯବାନ କରିବେନି କୁଣ୍ଠାବୋଧ: ରାଜନାଥ ସିଂ

ନୂଆଦିଲ୍ଲୀ, ୨୬।୨: ଦେଶର ସୁରକ୍ଷା ସର୍ବୋପରି। ମାଟି ମା’ ପାଇଁ ସମୟ ପଡ଼ିଲେ କିଛି ସ୍ବତନ୍ତ୍ର ପଦକ୍ଷେପ ମଧ୍ୟ ନେବାକୁ ପଡ଼ିବ। ଆବଶ୍ୟକ ପଡ଼ିଲେ ନିୟନ୍ତ୍ରଣ ରେଖା ପାର କରିବାକୁ ଭାରତୀୟ ଯବାନ କୁଣ୍ଠାବୋଧ କରିବେନି ବୋଲି ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ କହିଛନ୍ତି। ବାଲାକୋଟ ଏୟାର ଷ୍ଟ୍ରାଇକ୍‌ର ଏକ ବର୍ଷ ପାଳନ କରାଯିବା ପାଇଁ ଆୟୋଜିତ ହୋଇଥିବା ଏକ ସଭାରେ ବୁଧବାର ରାଜନାଥ ଏପରି ସୂଚନା ଦେଇଛନ୍ତି। ଭାରତୀୟ ବାୟୁସେନାର ଯବାନ ବାଲାକୋଟ ଏୟାର ଷ୍ଟ୍ରାଇକ୍‌କୁ ସଫଳ କରାଇବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଆତଙ୍କବାଦୀଙ୍କୁ କଡ଼ା ଜବାବ ଦେବାକୁ ଏଭଳି କରାଯିବା ଆବଶ୍ୟକ ଥିଲା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ୟନ ଖାନ୍‌ କ୍ରୁଜ୍‌ ଡ୍ରଗ୍ସ ମାମଲା: ମୁଖ୍ୟ ସାକ୍ଷୀ ପ୍ରଭାକରଙ୍କ ମୃତ୍ୟୁ

ମୁମ୍ବାଇ,୨।୪: ଆର୍ୟନ ଖାନ୍‌ କ୍ରୁଜ୍‌ ଡ୍ରଗ୍ସ ମାମଲାରେ ମୁଖ୍ୟ ସାକ୍ଷୀ ଥିବା ପ୍ରଭାକର ସେଲଙ୍କ ମୃତ୍ୟୁ ଘଟିଛି। ଶୁକ୍ରବାର ହୃଦଘାତରେ ତାଙ୍କ ମୃତ୍ୟୁ ଘଟିଥିବା ନେଇ...

ଭାଲେଣ୍ଟାଇନ୍ସ ଡେ’ରେ ପିଲାମାନଙ୍କୁ ଶପଥ କରାଇଲେ ଶିକ୍ଷକ: କରିବେ ନାହି ପ୍ରେମ କି ପ୍ରେମ ବିବାହ

ଅମରାବତୀ,୧୪।୨: ମହାରାଷ୍ଟ୍ର ଅମରାବତୀ ଜିଲାରେ ଥିବା ଏକ ଆର୍ଟସ କଲେଜର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏଠାରେ ଭାଲେଣ୍ଟାଇନ୍ସ ଡେ’ ଅବସରରେ ପିଲାମାନଙ୍କୁ...

୩୬ ଘଣ୍ଟା ଆମ୍ବୁଲାନ୍ସ୍‌ରେ ବୁଲିବୁଲି ହସ୍ପିଟାଲ ଦ୍ୱାରରେ ଜୀବନ ହାରିଲେ ୫୨ ବର୍ଷ ବୟସ୍କ ବ୍ୟକ୍ତି

ବେଙ୍ଗାଲୁର, ୩୦।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ଆତଙ୍କ ଦେଖାଦେଇଛି। ବହୁ ହସ୍ପିଟାଲରେ ରୋଗୀଙ୍କ ଚିକିତ୍ସା ପାଇଁ ଶଯ୍ୟା ନ ଥିବାବେଳେ କେତେକ ହସ୍ପିଟାଲ...

ଦୈନିକ ସଂକ୍ରମଣ ଦେଶରେ ୩୩ ହଜାର ଉପରେ, କେରଳରେ ୨୫ ହଜାର…

ନୂଆଦିଲ୍ଲୀ,୧୧।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ତେବେ ତୃତୀୟ ଲହର ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। କେରଳ ଏବଂ ମହାରାଷ୍ଟ୍ରର...

ପଦ୍ମବିଭୂଷଣ ଡା ଭି.ସାନ୍ତାଙ୍କ ପରଲୋକ: ଶୋକ ପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୧୯ ।୧: ଅଧାର କ୍ୟାନସର ଇନଷ୍ଟିଚ୍ୟୁଟର ବରିଷ୍ଠ ଅଙ୍କୋଲୋଜିଷ୍ଟ ଡାକ୍ତର ଭି.ସାନ୍ତାଙ୍କର ମଙ୍ଗଳବାର ସକାଳେ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ...

ଅଭିଯୁକ୍ତଙ୍କ ମାନସିକ ସ୍ବାସ୍ଥ୍ୟ ଯାଞ୍ଚ୍‌ ଜରୁରୀ, ହାଇକୋର୍ଟଙ୍କ ଗୁରୁତ୍ୱାରୋପ…

ଚେନ୍ନାଇ,୨୦।୧୧: ମାନସିକ ସମସ୍ୟା ରହିଥିବା ଅଭିଯୁକ୍ତଙ୍କ ଯାଞ୍ଚ୍‌ ଜରୁରୀ। ପ୍ରଥମେ ସେମାନଙ୍କୁ ଆବଶ୍ୟକ ମାନସିକ ସ୍ବାସ୍ଥ୍ୟ ଯାଞ୍ଚ୍‌ ସୁବିଧା ଉପଲବ୍ଧ କରାଇବା ଆବଶ୍ୟକ ବୋଲି ପୋଲିସ,...

ଚନ୍ନିଙ୍କୁ ପରାଜିତ କରିଥିବା ଏଏପି ବିଧାୟକଙ୍କ ମା’ ସଫେଇ କର୍ମଚାରୀ ଚାକିରି ଛାଡ଼ିବେ ନାହିଁ…

ଚଣ୍ଡିଗଡ଼, ୧୩।୩ : ପଞ୍ଜାବ ବିଧାନସଭା ନିର୍ବାଚନରେ ଆମ୍‌ ଆଦ୍‌ମୀ ପାର୍ଟି( ଏଏପି) ପ୍ରାର୍ଥୀ ଲାବ ସିଂ ଉଗୋକେ ବିଦାୟୀ ମୁଖ୍ୟମନ୍ତ୍ରୀ ଚରଣଜିତ୍‌ ସିଂ ଚନ୍ନିଙ୍କୁ...

ବନ୍ଧୁର ରାସ୍ତାରେ ଚାଲିଲେ ମହାକାଶଚାରୀ: ଭିଡିଓ ଭାଇରାଲ

ବେଙ୍ଗାଲୁରୁ,୨।୯: ସାମାଜିକ ସମସ୍ୟାର ବିରୋଧ ପ୍ରଦର୍ଶନ କରିବା ପାଇଁ ଲୋକମାନେ ନିଆରା ଢଙ୍ଗ ଆପଣାଇଥାନ୍ତି। ତେବେ କିଛି ଏଭଳି ନିଆରା ଦୃଶ୍ୟ ଦେଖିବାକୁ ମିଳିଛି କର୍ନାଟକର...

Advertisement
Archives

Model This Week