ଦେଶୀମଦ ଜବତ, ଜଣେ ଗିରଫ

ବୁଗୁଡ଼ା,୨୪ା୪(ଡି.ଏନ.ଏ.)- ବୁଗୁଡ଼ା ଥାନା ଭଗବାନପୁର ଗ୍ରାମର ଏକ ଗ୍ରୋସରୀ ଦୋକାନରୁ ଗୁରୁବାର ସନ୍ଧ୍ୟାରେ ବୁଗୁଡ଼ା ପୋଲିସ ପାଟ୍ରୋଲିଂ ଟିମ୍‌ ଚଢ଼ାଉ କରି ୯ ଲିଟର ଦେଶୀ ମଦ ଜବତ କରିବା ସହ ଦୋକାନୀଙ୍କୁ ଗିରଫ କରିଛି। ସେ ହେଲେ ଭଗବାନପୁର ଗ୍ରାମର କେଦାରନାଥ ପ୍ରଧାନ। ଏନେଇ ବୁଗୁଡ଼ା ଥାନାରେ କେଶ ନଂ. ୧୦୦/୨୦ରେ ଏକ ମାମଲା ରୁଜୁ ହୋଇଥିବା ଥାନାଧିକାରୀ ଚିତ୍ତରଞ୍ଜନ ବେହେରା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍‌ ଠାବ

ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ…

କରେଣ୍ଟ ନେଲା ୨ ଚାଷୀଙ୍କ ଜୀବନ, ଗାଁରେ ଶୋକାକୁଳ

ଜଗତସିଂହପୁର,୨୪।୮: ଜଗତସିଂହପୁର ଜିଲା ସଦର ଥାନା ବେନୁଖଣ୍ଡା ଗାଁରେ ସୋମବାର ଏକ ଅଘଟଣ ଘଟିଛି। ଚାଷ କାମ କରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୨ଜଣ…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ବେଳାଭୂମି ଅବକ୍ଷୟ ରୋକିବାକୁ ଦାବିପତ୍ର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ ଠାରେ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଗଞ୍ଜାମ ଜିଲାପାଳ ଭି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri