ଦେଶୀ ମଦ ଜବତ: ନାଏବ ସରପଞ୍ଚ ଗିରଫ

ଭଦ୍ରକ ଅଫିସ,୨୨ା୪: ଜିଲା ଅବକାରୀ ବିଭାଗ ପକ୍ଷରୁ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ନଛିପୁର ଅଞ୍ଚଳରେ ପାଟ୍ରୋଲିଂ କରୁଥିବା ସମୟରେ ବିଶେଷ ସୂତ୍ରରୁ ଖବରପାଇ ୪୦ ଲିଟର ଚୋରା ଦେଶୀ ରନ୍ଧାମଦ ଜବତ ହୋଇଛି। ଅବକାରୀ ବିଭାଗର ସୂଚନା ଅନୁଯାୟୀ, ମଦର ଆନୁମାନିକ ମୂଲ୍ୟ ୬ ହଜାର ଟଙ୍କI ହେବ ବୋଲି ଜଣାପଡ଼ିଛି। ଘଟଣାସ୍ଥଳରୁ ନଛିପୁର ଗ୍ରାମର ବବୃବାହନ ବେହେରାଙ୍କୁ ଗିରଫ କରାଯାଇଛି। ଗିରଫ ଜଣକ ବଣିଆ ପଞ୍ଚାୟତର ନାଏବ ସରପଞ୍ଚ ବୋଲି ଜଣାପଡ଼ିଛି। ଭଦ୍ରକ ଅବକାରୀ ନିରୀକ୍ଷକ ଧନେଶ୍ୱର ବରାଡ଼ଙ୍କ ନେତୃତ୍ୱରେ ଏକ ସ୍ବତନ୍ତ୍ର ଦଳ ଏହି ଚଢ଼ାଉ କରିଥିଲା। ବୁଧବାର ତାଙ୍କୁ କୋର୍ଟ ଚାଲାଣ କରାଯାଇଛି l
ସେହିଭଳି ବଗମରାର ବୁଲୁ ପାତ୍ର ଚୋରା ମଦ ବିକୁଥିବା ଅଭିଯୋଗରେ ଗିରଫ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲଟିଂ ହେଉଥିବା ଅଞ୍ଚଳରେ ଲାଗୁଛି ଷ୍ଟ୍ରିଟ୍ ଲାଇଟ୍‌: ଆବଶ୍ୟକ ସ୍ଥାନରେ ନାହିଁ, ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ହଟାଇବାକୁ….

ପୁରୁଷୋତ୍ତମପୁର, ୨୧।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ସହରରେ ଆବଶ୍ୟକ ସ୍ଥାନରେ ଷ୍ଟ୍ରିଟ୍ ଲାଇଟ୍ ଲଗାଇବା ଦାବିରେ ଦିବ୍ୟାଙ୍ଗ ଯୁବ ଆଇନଜୀବୀ ସନ୍ତୋଷ…

୪ ମାସ ହେଲା ମିଳୁନି ଭତ୍ତା: ଅନ୍ଦୋଳନ ପାଇଁ ସଜବାଜ ହିତାଧିକାରୀ

ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କିଛି ହିତାଧିକାରୀ ବିଗତ ୪ ମାସ ହେଲା ବକେୟା ଭତ୍ତା ଅର୍ଥ ପାଇ ପାରିନାହାନ୍ତି। ଫଳରେ ଉକ୍ତ ହିତାଧିକାରୀ ମାନେ…

କଲ୍ୟାଣସିଂହପୁର ସେରିଗୁମାଠାରେ ଭାଜପାର ମିଶ୍ରଣ ପର୍ବ: ବିଭିନ୍ନ ଦଳ ଛାଡ଼ି ପଦ୍ମ ଧରିଲେ ୨୦୦ କର୍ମୀ

କଲ୍ୟାଣସିଂହପୁର,୨୧।୭( ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ମାଝିଗୁଡ଼ା ମଣ୍ଡଳର ସେରିଗୁମା ଠାରେ ଭାରତୀୟ ଜନତା ପାର୍ଟି (ଭାଜପା ) ପକ୍ଷରୁ…

ଆସିଲା ଆଜ୍ଞାମାଳ: ରଥ ନେବ ଦକ୍ଷିଣ ମୋଡ଼

ପୁରୀ,୨୧ା୭: ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ବାହୁଡ଼ାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ରହିଥିବା…

ଭିଟାମାଟି ଛାଡ଼ିଲେ ନାହିଁ ଗ୍ରାମବାସୀ: ଅସ୍ତ୍ର ଶସ୍ତ୍ର ପୂଜାର୍ଚ୍ଚନା କରି ନେଲେ ଶପଥ, ପ୍ରଶାସନ ନାକେଦମ

ବଲାଙ୍ଗୀର, ୨୧।୭ ( ସୁନିଲ କୁମାର ମହାନ୍ତି): ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ସକାଳୁ ଜିଲା ପ୍ରଶାସନ ପକ୍ଷରୁ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ…

୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ 

ସୁନ୍ଦରଗଡ/ କୁଆଁରମୁଣ୍ଡା,୨୧।୭(ଜୟ ନାରାୟଣ ମେଣ୍ଡୁଳି/ ମହେନ୍ଦ୍ର କୁମାର ସାହୁ ): ସୁନ୍ଦରଗଡ ଜିଲା କୁଆରମୁଣ୍ଡା ତହସିଲ ଅଧୀନ କଲୋସିହିରା ସର୍କଲର ରାଜସ୍ୱ ନିରୀକ୍ଷକ ଲାଞ୍ଚ ନେଉଥିବା ବେଳେ…

ଭିସୁଟ୍‌ରେ ତେଜୁଛି ଛାତ୍ର ଆନ୍ଦୋଳନ: ହଷ୍ଟେଲ ସମସ୍ୟା-ନିମ୍ନମାନର ଖାଦ୍ୟକୁ ନେଇ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

ସମ୍ବଲପୁର,୨୧।୭(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ(ଭିସୁଟ)ରେ ଦ୍ୱିତୀୟ ବର୍ଷର ଛାତ୍ରୀଛାତ୍ର ବ୍ୟାପକ ଆନ୍ଦୋଳନ ଆରମ୍ଭ କରିଛନ୍ତି। ବିଶ୍ୱବିଦ୍ୟାଳୟ ଓ ଛାତ୍ରାବାସରେ ଦେଖାଦେଇଥିବା ବିଭିନ୍ନ…

ରାସ୍ତାରେ ପଡ଼ିଲା ଗଛ: ରାଇକିଆ–କ. ନୂଆଗାଁ ରାସ୍ତାରେ ଦୁଇ ଘଣ୍ଟା ବସ୍ ଚଳାଚଳ ବନ୍ଦ

ରାଇକିଆ, ୨୧।୮ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ରାଇକିଆ–କ. ନୂଆଗାଁ ମୁଖ୍ୟ ରାସ୍ତାରେ ଏକ ବଡ଼ ଗଛ ପଡ଼ିଯିବା ଯୋଗୁ ପ୍ରାୟ ଦୁଇ ଘଣ୍ଟା ଧରି ବସ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri