Posted inଜାତୀୟ

ଦେଶ ନିର୍ମାଣରେ ଶିକ୍ଷକଙ୍କର ରହିଛି ଗୁରୁତ୍ୱପୂର୍ଣ୍ଣ ଭୂମିକା: ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୫।୯: ଗୁରୁ ଦିବସ ଅବସରରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଦେଶର ଶିକ୍ଷକଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଦେଶ ନିର୍ମାଣରେ ଶିକ୍ଷକଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିବା ସୋନିଆ କହିଛନ୍ତି। ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଗଠନରେ ଶିକ୍ଷକ ମୁଖ୍ୟ ଭୂମିକା ଗ୍ରହଣ କରିଥାନ୍ତି। ଛାତ୍ରୀଛାତ୍ରଙ୍କ ମଧ୍ୟରେ କର୍ତ୍ତବ୍ୟନିଷ୍ଠା, ଦେଶ ପ୍ରତି ଦାୟିତ୍ୱବୋଧ ଆଦି ଭାବନା ଜାଗ୍ରତ କରାଇବା କ୍ଷେତ୍ରରେ ଶିକ୍ଷକ ଏକ ମାଧ୍ୟମ ପାଲଟିଥାନ୍ତି ବୋଲି ସୋନିଆ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚୋରଙ୍କ ଟାର୍ଗେଟରେ ହନୁମାନ ମନ୍ଦିର, ମୁଖାପିନ୍ଧି ଆସି ଲୁଟିନେଲେ ସୁନା ରୂପା ସମେତ ଦାନ ହୁଣ୍ଡି

ଛତ୍ରପୁର,୬ା୫(ଦିଲ୍ଲୀପ ସାମଲ): ଠାକୁରଙ୍କୁ ବି ଛାଡିଲେନି ଦୁର୍ବୃତ୍ତ । ରାତି ଅଧରେ ମନ୍ଦିର ଭିତରେ ପଶି ଲୁଟିନେଲେ ସୁନା ରୁପା ଅଳଙ୍କାର ସମେତ ଦାନ ହୁଣ୍ଡି ।…

ପଥର ଖୋଲରେ ନାବାଳକ ଫସିବା ଘଟଣାରେ ଅଗ୍ନିଶମ ଡିଜିଙ୍କ ସୂଚନା; ବୈଷୟିକ ଚ୍ୟାଲେଞ୍ଜ୍‌, ଅଜଗର ପାଖରେ…

ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ନାବାଳକ ଫସିବା ଘଟଣା । ଦୀର୍ଘ ୧୦ ଘଣ୍ଟା ପରେ ଆଜି ଅପରାହ୍ନରେ…

ଗୋଡ଼ ଭାଙ୍ଗିଦେଲା ରୋହିତ ଶର୍ମାଙ୍କ ଶଟ୍‌, ମୁମ୍ବାଇ ଇଣ୍ଡିଆନ୍ସ ଅଭ୍ୟାସ ସମୟରେ ବଡ଼ ଅଘଟଣ,ଦେଖନ୍ତୁ Video

ମୁମ୍ବାଇ,୬।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL ୨୦୨୬)ରେ ମୁମ୍ବାଇ ଇଣ୍ଡିଆନ୍ସର ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା ଆଘାତ ଯୋଗୁ ୫ଟି ମ୍ୟାଚରୁ ବାହାରେ ରହିବା ପରେ ପଡ଼ିଆକୁ ଏକ…

ଗୋଡ଼ ବନ୍ଧା ହୋଇ ଘରେ ପଡୁଛି ପୁଅ, ଅର୍ଥ ଅଭାବରୁ ଚିକିିତ୍ସା ପାଇଁ ମା-ବାପା…

କୁଜଙ୍ଗ,୬ା୫(ମନୋଜ ପ୍ରଧାନ): ଏରସମା ବ୍ଲକ ବାମଦେଇପୁର ପଞ୍ଚାୟତ ବାରାକଣା ଗ୍ରାମର ସୁରେଶ ଚନ୍ଦ୍ର ପାଣି (୪୫) ଜଣେ ଦିନମଜୁରିଆ ଭାବେ କାର୍ଯ୍ୟ କରି ପରିବାର ଚଳାଉଥିଲେ। ପରିବାର…

ଆକ୍ସନ ମୋଡରେ ଶାହା; ୯ରେ ବଙ୍ଗଳାରେ ଶପଥ ଗ୍ରହଣ ସମାରୋହ, ୮ରେ ନିଷ୍ପତ୍ତି ହେବ ମୁଖ୍ୟମନ୍ତ୍ରୀଙ୍କ ନାମ!

କୋଲକାତା,୬ା୫: ପଶ୍ଚିମବଙ୍ଗରେ ଭାଜପାର ଐତିହାସିକ ବିଜୟ ପରେ, ନୂତନ ସରକାର ଗଠନ ପାଇଁ ପ୍ରସ୍ତୁତି ଏବେ ଜୋରଦାର ହୋଇଛି । ରାଜ୍ୟର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ ଏବଂ…

‘ପାଠ ପଢ଼ି ମାର୍କ ଆଣିବା ଚିନ୍ତାରୁ ବାହାରି ଗବେଷଣା କରିବା ଜରୁରୀ’

ଭଞ୍ଜନଗର,୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଇଲୋକ୍ଟ୍ରୋନିକ୍ସ ବିଭାଗ ପକ୍ଷରୁ ବୁଧବାର ଏକ ପାଠଚକ୍ର ଅନୁଷ୍ଠିତ ହୋଇଥିଲା। ଏଥିସହ ଯୁକ୍ତ…

ଟାଙ୍କିରେ ମିଳୁନି ପେଟ୍ରୋଲ-ଡିଜେଲ, ଚଢ଼ା ଦରରେ ଉପଭୋକ୍ତା କିଣି …

ଦାରିଙ୍ଗବାଡ଼ି,୬ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଏବେ ପେଟ୍ରୋଲ ଓ ଡିଜେଲର ଘୋର ସଙ୍କଟ ଦେଖାଯାଇଛି। ଉକ୍ତ ବ୍ଲକର ୨୫ଟି ପଞ୍ଚାୟତ ପାଇଁ ମାତ୍ର ୨ଟି ଟାଙ୍କି…

ଶେଷ ହେବ ଯୁଦ୍ଧ! ଇରାନ-ଆମେରିକା ମଧ୍ୟରେ ଚୁକ୍ତିନାମା, ଏହି 3 ଟି ପ୍ରସଙ୍ଗରେ ସହମତି…

ଓ୍ବାଶିଂଟନ,୬ା୫: ଇରାନ ଏବଂ ଆମେରିକା ମଧ୍ୟରେ ଶତ୍ରୁତା ବନ୍ଦ କରିବା ନେଇ ଏକ ସହମତି ହୋଇଛି । ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦୁଇ ରାଷ୍ଟ୍ର ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri