ଦେଶ ପାଇଁ ଆବଶ୍ୟକ ଜଣେ ଭଲ ପ୍ରଧାନମନ୍ତ୍ରୀ; ଚୌକିଦାର ନୁହେଁ: ପ୍ରକାଶ ରାଜ୍‌

ପାଟନା,୨୮।୪: ଦେଶ ପାଇଁ ଜଣେ ପ୍ରଧାନମନ୍ତ୍ରୀଙ୍କ ଆବଶ୍ୟକ; ଚୌକିଦାର ନୁହେଁ। ଚୌକିଦାର ଖୋଜିବା ଲାଗି କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଇ ନ ଥାଏ। ଚୌକିଦାର ୧୦ ରୁ ୧୫ ହଜାର ଟଙ୍କାରେ ମିଳିଥାନ୍ତି। ଏହାଛଡା ଚୌକିଦାର ବାଛିବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରିବାର ଆବଶ୍ୟକତା ନ ଥାଏ ବୋଲି ସିନେମା ଷ୍ଟାଇଲ୍‌ରେ କହିଛନ୍ତି ଅଭିନେତା ପ୍ରକାଶ ରାଜ୍‌। ବେଗୁସରାଇ ଲୋକ ସଭା ଆସନର ସିପିଆଇ ପ୍ରାର୍ଥୀ କହ୍ନେୟା କୁମାରଙ୍କ ପାଇଁ ନିର୍ବାଚନ ପ୍ରଚାର କରି ପ୍ରକାଶ ଏଭଳି ମନ୍ତବ୍ୟ ଦେଇ ଭାଜପାକୁ କରିଛନ୍ତି ଟାର୍ଗେଟ୍‌। ଦେଶର ଯୁବ ବର୍ଗଙ୍କ ଲାଗି ନିଯୁକ୍ତି ସୁଯୋଗର ଅଭାବ ରହିଛି। ଏପରିସ୍ଥଳେ ନିଜକୁ ଚୌକିଦାର କହୁଥିବା ଲୋକେ ଦେଶ ଜନତାଙ୍କ ବିନା ଅନୁମତିରେ ୩ ହଜାର କୋଟି ଟଙ୍କା ମୂର୍ତ୍ତି ନିର୍ମାଣ କରି ସେଲଫି ନେବା ଅତି ଦୁଃଖର କଥା ବୋଲି ପ୍ରକାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହିଣ୍ଡନବର୍ଗ ରିପୋର୍ଟର ଯାଞ୍ଚ କରିବେ ଅଷ୍ଟ୍ରେଲିଆ ସରକାର…

ମେଲବୋର୍ନ,୧।୨ : ହିଣ୍ଡନବଗର୍ର୍ ରିପୋର୍ଟ ଆଦାନୀ ଗ୍ରୁପକୁ ଏକ ବଡ ଝଟକା ଦେଇଛି ଏବଂ ଏହା ଯୋଗୁ କମ୍ପାନୀର ଶେୟାର ହ୍ରାସ ପାଇଛି। ବର୍ତ୍ତମାନ ଖବର...

ମମତାଙ୍କୁ ସାହା ହେବେ ଜୟା

କୋଲକତା,୫।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୧ର ତୃତୀୟ ପର୍ଯ୍ୟାୟ ପାଇଁ ଏପ୍ରିଲ ୬ରେ ଭୋଟଗ୍ରହଣ ହେବ। ଏପର୍ଯ୍ୟନ୍ତ ଅନୁଷ୍ଠିତ ଦୁଇ ପର୍ଯ୍ୟାୟ ମତଦାନରେ ଉଭୟ ତୃଣମୂଳ...

ଉଦ୍ଧବ ଠାକ୍‌ରେ ହୋଇପାରନ୍ତି ମୁଖ୍ୟମନ୍ତ୍ରୀ: ସଞ୍ଜୟ କହିଲେ, ସ୍ବାଭିମାନ ପାଇଁ କିଛି ସମ୍ପର୍କରୁ ବାହାରିଯିବା ଆବଶ୍ୟକ

ମୁମ୍ବାଇ,୨୨।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବଚନ ଫଳାଫଳ ଆସିବାର ମାସେ ପୂରିଥିଲେ ମଧ୍ୟ ରାଜ୍ୟରେ ସରକାର କିଏ ଗଠନ କରିବ ତାହା ଏପର୍ଯ୍ୟନ୍ତ ନିଷ୍ପତି ହୋଇପାରିନାହିଁ। ସଂଖ୍ୟା...

ଆସାମରେ ବନ୍ୟା ପରିସ୍ଥିତି: ୪.୨୩ ଲକ୍ଷ ଲୋକ ବିସ୍ଥାପିତ

ଗୁଆହାଟି,୧୨।୭: ଉତ୍ତର ଭାରତରେ ଅନେକ ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ଦେଖାଦେଇଛି। ବିହାର, ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ, ଉତ୍ତରାଖଣ୍ଡ ଏବଂ ଆସାମ ସମେତ ଅନେକ...

ପୁଣି ବୁଧବାର ଇଡିରେ ହାଜର ହେବାକୁ ରାହୁଲଙ୍କୁ ସମନ

ନୂଆଦିଲ୍ଲୀ,୧୪।୬: ନ୍ୟାଶନାଲ ହେରାଲ୍ଡ ମନିଲଣ୍ଡରିଂ ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ କ୍ରମାଗତ ତୃତୀୟ ଦିନ ଲାଗି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ରେ ହାଜର ହେବେ। ଏଥିଲାଗି...

କଲ୍‌ଗର୍ଲ ଯୋଗାଣକାରୀ ମହିଳାଙ୍କ ପାଖରେ ଏସ୍‌ପିଙ୍କ ଫୋନ୍‌: ତଦନ୍ତ ଲାଗି ନିର୍ଦ୍ଦେଶ ଦେଲେ ଡିଆଇଜି…

ପାଟନା, ୪।୯ : ବିହାରର ମାଧେପୁରାରୁ ଏଭଳି ଏକ ମାମଲା ସାମ୍ନାକୁ ଆସିଛି ଯାହାକୁ ନେଇ ସ୍ଥାନୀୟ ପୋଲିସ ବିଭାଗ ଅସୁବିଧାରେ ପଡ଼ିଛି। ଜିଲାର ଏସ୍‌ପିଙ୍କ...

୮୩ ଲ୍ୟାଣ୍ଡମାଇନ୍‌ ନିଷ୍କ୍ରିୟ କଲେ କୋବ୍ରା-ସିଆର୍‌ପିଏଫ୍‌ ଯବାନ

ଗୟା,୨୭।୨: ବିହାରର ଗୟା ଜିଲାରେ ମାଓବାଦୀଙ୍କ ଦ୍ୱାରା ବିଛା ଯାଇଥିବା ୮୩ ଲ୍ୟାଣ୍ଡ୍‌ମାଇନ୍‌କୁ ଠାବ କରି ଏସବୁକୁ ନିଷ୍କ୍ରିୟ କରାଯାଇଛି। କୋବ୍ରା-୨୫୦ ବାଟାଲିୟନ୍‌ ଏବଂ ସିଆର୍‌ପିଏଫ୍‌ର...

‘ଭଙ୍ଗା, ଗଢ଼ା ପୁରୁଣା ହୋଇଯାଇଛି’

ମୁମ୍ବାଇ,୨।୭: ମହାରାଷ୍ଟ୍ରରେ ଲାଗି ରହିଥିବା ଅସ୍ଥିରତା ମଧ୍ୟରେ ନୂଆ ସରକାର ଗଠନକୁ ନେଇ ଶିବସେନା ନେତା ତଥା ଏମ୍‌ପି ସଞ୍ଜୟ ରାଉତ ମୁହଁ ଖୋଲିଛନ୍ତି। ସେ...

Advertisement
Archives

Model This Week