ଦୋକାନର ନାମ କରୋନା ଟେକ୍ସଟାଇଲ

କୋଚି,୧୮।୩: ଦେଶରେ କରୋନା ସଂକ୍ରମଣକୁ ନେଇ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ତେବେ କେରଳର ଜଣେ କପଡ଼ା ଦୋକାନୀ ତାଙ୍କ ଦୋକାନ ନାମ କରୋନା ଟେକ୍ସଟାଇଲ ରଖିଛନ୍ତି। ସ୍ଥାନୀୟ ତୁବତୁପୁଝା ଗାଁରେ ଏହି ଦୋକାନ ରହିଛି। ଦୋକାନ ମାଲିକ ପାରିଦ ଇଂଲିଶ୍‌ ଶବ୍ଦକୋଷରୁ ଏହି ନାମ ପାଇଥିଲେ। କିନ୍ତୁ ସେ କେବେ ମଧ୍ୟ ଭାବି ନ ଥିଲେ ଦିନେ ତାଙ୍କ ଦୋକାନ ନାମ ଥିବା ଭୂତାଣୁ ପୃଥିବୀରେ ଆତଙ୍କ ସୃଷ୍ଟି କରିବ ବୋଲି। କରୋନା ସଂକ୍ରମଣ ପରେ ଏବେ ବହୁ ଲୋକ ପାରିଦଙ୍କ କପଡ଼ା ଦୋକାନ ପାଖକୁ ଆସି ସେଲଫି ନେଉଛନ୍ତି। ରାସ୍ତାରେ ଯିବା ଆସିବା ସମୟରେ କେହି କେହି ଗାଡ଼ି ଅଟକାଇ ଦୋକାନକୁ କିଛି ସମୟ ଅନାଇ ରହୁଛନ୍ତି। ଏବେ ପାରିଦଙ୍କ ଦୋକାନ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଜପେୟୀଙ୍କ ମନ ଦୁଃଖ ଥିବା ଦେଖି ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ କ୍ଲାସ୍‌ ନେଇଥିଲେ ଏହ ପ୍ରସିଦ୍ଧ ଅଭିନେତା

ହିନ୍ଦୀ ସିନେମାର ମହାନ କଳାକାର ଦିଲୀପ କୁମାରଙ୍କ ୯୮ ବର୍ଷରେ ପରଲୋକ ଘଟିଛି। ପାକିସ୍ତାନରେ ଜନ୍ମଗ୍ରହଣ କରିଥିବା ଦିଲୀପ କୁମାରଙ୍କୁ କେବଳ ଭାରତରେ ନୁହେଁ, ପାକିସ୍ତାନରେ...

ଭରଣପୋଷଣ ପାଇଁ ସ୍ବାମୀଙ୍କୁ ସ୍ତ୍ରୀ ଦେବେ ଟଙ୍କା

ଲକ୍ଷ୍ନୌ, ୨୪।୧୦: ଉତ୍ତରପ୍ରଦେଶର ମୁଜାଫରନଗର ଜିଲାର ପରିବାର କୋର୍ଟ ଏକ ବଡ଼ ରାୟ ଶୁଣାଇଛନ୍ତି। ସ୍ତ୍ରୀ ସ୍ବାମୀଙ୍କୁ ଭରଣପୋଷଣ ପାଇଁ ଟଙ୍କା ଦେବେ ବୋଲି କୋର୍ଟ...

୯୦ ପ୍ରତିଶତ କରୋନା ଆକ୍ରାନ୍ତ ନିଜକୁ ଅସୁରକ୍ଷିତ ମଣୁ ନାହାନ୍ତି, ଅଧିକ ମୃତ୍ୟୁ ଆଶଙ୍କା ଘନଉଛି…

ନୂଆଦିଲ୍ଲୀ, ୨୦।୬ : ଦୁଇ ବର୍ଷ ପରେ କରୋନା ସଂକ୍ରମଣ ବଢୁଥିବାରୁ ବିଶେଷଜ୍ଞମାନେ ଲୋକଙ୍କ ଅସାବଧାନତା ବିଷୟରେ ଚିନ୍ତା ପ୍ରକଟ କରିଛନ୍ତି। ଦେଶରେ ସଂକ୍ରମଣ ବୃଦ୍ଧି...

ଏଣିକି କେବଳ ପ୍ରଧାନମନ୍ତ୍ରୀଙ୍କୁ ମିଳିପାରେ ଏସ୍‌ପିଜି ସୁରକ୍ଷା

ନୂଆଦିଲ୍ଲୀ,୨୨।୧୧: ଏବେ ଆଉ ପୂର୍ବତନ ପ୍ରଧାନମନ୍ତ୍ରୀ ଅବା ତାଙ୍କ ପରିବାର ସଦସ୍ୟଙ୍କୁ ଏସ୍‌ପିଜି ସୁବିଧା ମିଳିବ ନାହିଁ। ଆଗକୁ କେବଳ ପ୍ରଧାନମନ୍ତ୍ରୀଙ୍କୁ ଏହି ସୁରକ୍ଷା ମିଳିବ...

ଟ୍ରମ୍ପଙ୍କ ସ୍ବାଗତ ପାଇଁ ୧୦୭ କେଜିର ୩ ଇଡ୍‌ଲି ତିଆରି କଲେ ଚେନ୍ନାଇ ଶେଫ୍‌

ଚେନ୍ନାଇ,୨୪।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଗସ୍ତରେ ଆସିଥିବା ବେଳେ ତାଙ୍କୁ ସ୍ବାଗତ କରିବାକୁ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଏହି ଅବସରରେ ଚେନ୍ନାଇର...

କାନ୍ଦି ପକାଇଲେ ହରକ ସିଂ ରାୱତ, କହିଲେ ଏତେ ବଡ ନିଷ୍ପତ୍ତି ବିଷୟରେ ଆଗରୁ ଜଣା ନ ଥିଲା

ଡେରାଡୁନ,୧୭ ।୧: କଂଗ୍ରେସରୁ ଅସନ୍ତୁଷ୍ଟ ହୋଇ ୨୦୧୬ରେ ଭାରତୀୟ ଜନତାପାର୍ଟି (ଭାଜପା)ର ହାତ ଧରିଥିଲେ ହରକ ସିଂ ରାୱତ । ଏବେ ଭାଜପା ତାଙ୍କୁ ୬...

ଆଜି ବିଶ୍ୱ ଇମୋଜି ଦିବସ: ଭାରତରେ ଦୁଇଟି ଇମୋଜିର ବ୍ୟବହାର ଅଧିକ

ପ୍ରତିବର୍ଷ ଜୁଲାଇ ୧୭ରେ ସାରା ବିଶ୍ୱରେ ‘ବିଶ୍ୱ ଇମୋଜି ଦିବସ’ ପାଳିତ ହୁଏ। ଆଜିକାଲି ସ୍ମାର୍ଟଫୋନର ଯୁଗ। ତେଣୁ ଇମୋଜିର ଅର୍ଥ କହିଲେ ସମସ୍ତଙ୍କୁ ଜଣାଥିବ।...

ଥମୁନି ଦିଲ୍ଲୀ ହିଂସା: ସେନା ମୁତୟନ କରିବାକୁ କେଜରିଓ୍ବାଲଙ୍କ ପରାମର୍ଶ

ନୂଆଦିଲ୍ଲୀ,୨୬।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ଦିଲ୍ଲୀରେ ହିଂସା ଥମିବାର ନା ଧରୁନି। ଆବଶ୍ୟକସ୍ଥଳରେ କର୍ଫ୍ୟୁ ଲଗାଇବା ସହିତ ସେନା ମୁତୟନ ପାଇଁ ମୁଖ୍ୟମନ୍ତ୍ରୀ କେଜରିଓ୍ବାଲ...

Advertisement
Archives

Model This Week