Posted inଜାତୀୟ

‘ଦୋସା କିଙ୍ଗ’ରାଜଗୋପାଳଙ୍କ ପରଲୋକ

ନୂଆଦିଲ୍ଲୀ,୧୮।୭: ସରଓ୍ବାନା ଭବନର ସଂସ୍ଥାପକ ପି. ରାଜଗୋପାଳଙ୍କର ଚେନ୍ନାଇର ଏକ ହସ୍ପିଟାଲରେ ମୃତ୍ୟୁ ହୋଇଛି। ବେଲ୍‌ରେ ଯାଇ ଫେରାର ଥିବା ରାଜଗୋପାଳ କିଛି ସପ୍ତାହ ପୂର୍ବରୁ ଆତ୍ମସମର୍ପଣ କରିଥିଲେ। ସୂଚନାଯୋଗ୍ୟ, ୨୦୦୧ରେ ଜଣେ କର୍ମଚାରୀଙ୍କୁ ଅପହରଣ ଓ ହତ୍ୟା ଅଭିଯୋଗରେ ମାଡ୍ରାସ ହାଇକୋର୍ଟ ତାଙ୍କୁ ଆଜୀବନ ଜେଲଦଣ୍ଡାଦେଶ ଦେଇଥିଲେ। ସେ ଏହା ବିରୋଧରେ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଥିଲେ ମଧ୍ୟ ତାଙ୍କୁ କୌଣସି ସୁଫଳ ମିଳି ନ ଥିଲା। ସୁପ୍ରିମକୋର୍ଟ ମାଡ୍ରାସ ହାଇକୋଟଙ୍କ ରାୟକୁ ବଳବତ୍ତର ରଖିଥିଲେ। ତାମିଲନାଡୁରେ ତାଙ୍କର କିଛି ରେସ୍ତୋଁରା ଥିବା ବେଳେ ‘ଦୋସା କିଙ୍ଗ’ ଭାବେ ସେ ପରିଚିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବି କଶ୍ମୀରରେ ପଣ୍ଡିତ ସୁରକ୍ଷିତ ନାହାନ୍ତି

ନୂଆଦିଲ୍ଲୀ,୧୬।୫: କଶ୍ମୀର ପଣ୍ଡିତଙ୍କ ହତ୍ୟା ସମ୍ପର୍କରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସୋମବାର ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, କିଛି ଦିନ ପୂର୍ବରୁ କଶ୍ମୀରରେ...

୨୪୩ ଯାତ୍ରୀଙ୍କ ସହ ଜାହାଜ ନିଖୋଜ

ନୂଆଦିଲ୍ଲୀ,୨୨ା୬ : କେରଳର ଏର୍ନାକୁଲମ୍‌ ଜିଲାର ଏକ ବନ୍ଦରରୁ ଯାତ୍ରାରମ୍ଭ କରିଥିବା ଏକ ଯାତ୍ରୀବାହୀ ଜାହାଜ ନିଖୋଜ ହୋଇଯାଇଛି। ଏଥିରେ ୨୪୩ ଯାତ୍ରୀ ଥିଲେ। ପ୍ରଶାନ୍ତ...

ଭାଜପା-ଅମରିନ୍ଦରଙ୍କ ଦଳ ମଧ୍ୟରେ ଆସନ ବୁଝାମଣା: କାହାକୁ ମିଳିଲା କେତେ

ଚଣ୍ଡିଗଡ,୨୪।୧: ପଞ୍ଜାବରେ ବିଧାନସଭା ନିର୍ବାଚନ ପୂର୍ବରୁ କ୍ୟାପଟେନ ଅମରିନ୍ଦର ସିଂଙ୍କ ଦଳ ପଞ୍ଜାବ ଲୋକ କଂଗ୍ରେସ, ଅକାଳୀ ଦଳ (ୟୁନାଇଟେଡ) ଏବଂ ଭାରତୀୟ ଜନତା ପାର୍ଟି...

‘ତାଣ୍ଡବ’ ବିବାଦ : ନିର୍ଦ୍ଦେଶକଙ୍କ ଘରେ ୟୁପି ପୋଲିସ

ମୁମ୍ବାଇ,୨୧।୧: ନିକଟରେ ଆମାଜନ ପ୍ରାଇମରେ ରିଲିଜ ହୋଇଥିବା ଓ୍ବେବ ସିରିଜ୍‌ ‘ତାଣ୍ଡବ’କୁ ନେଇ ଦେଖାଦେଇଥିବା ବିବାଦ ଥମିବାର ନା ନେଉନାହିଁ। ଚାରି ଆଡ଼ୁ ସମାଲୋଚନା ସମ୍ମୁଖୀନ...

୨୦୨୪ ନିର୍ବାଚନ ପାଇଁ ଭାଜପାର ନୂଆ ଭୋଟ ବ୍ୟାଙ୍କ…

ନୂଆଦିଲ୍ଲୀ, ୧୨।୩ : ଦେଶର ପାଞ୍ଚଟି ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଭାଜପା ପୁଣି ୪ ଟି ରାଜ୍ୟରେ କ୍ଷମତାକୁ ଫେରିଛି। ଚଳିତ ନିର୍ବାଚନରେ ମୁଦ୍ରାସ୍ଫୀତି,...

ଅଲଗା ରୋଗର ଚିକିତ୍ସା ପାଇଁ ଆସୁଥିବା ଲୋକଙ୍କ ନିକଟରେ ମିଳୁଛି କରୋନା ଭାଇରସ

ନୂଆଦିଲ୍ଲୀ,୧୯ ।୮: ଦିଲ୍ଲୀରେ ବେଳକୁ ବେଳ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଅନ୍ୟ ରୋଗର ଚିକିତ୍ସା ପାଇଁ ଆସୁଥିବା ଲୋକଙ୍କ ନିକଟରେ କରୋନା...

ରିଆ ଜଣେ ବିଷକନ୍ୟା: ସ୍ବାମୀ

ନୂଆଦିଲ୍ଲୀ, ୩୧।୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲା ନେଇ ସିବିଆଇ ତଦନ୍ତ ଜାରି ରହିଛି। ଏପରିସ୍ଥଳେ ଭାଜପା ନେତା ସୁବ୍ରମଣ୍ୟମ୍‌ ସ୍ବାମୀ...

କାଳୀ ବିବାଦ: ମାନିମେକଲାଇଙ୍କୁ କୋର୍ଟ ସମନ, ଅଗଷ୍ଟ ୬ରେ ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ,୧୨ା୭: କାନାଡାରେ ଫିଲ୍ମ ‘କାଳୀ’ ପୋଷ୍ଟର ପ୍ରଦର୍ଶନକୁ ନେଇ ବିବାଦୀୟ ଦେଖାଦେଇଛି। ଭାରତୀୟ ଫିଲ୍ମ ନିର୍ଦ୍ଦେଶିକା ଲିନା ମାନିମେକଲାଇ ଓ ଅନ୍ୟମାନଙ୍କୁ ଦିଲ୍ଲୀର ଏକ କୋର୍ଟ...

Advertisement
Archives

Model This Week