ଦୌଲତପୁର ମଦମୃତ୍ୟୁ ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ଗିରଫ ଦାବିରେ ଭାଜପାର ବିକ୍ଷୋଭ, ତିହିଡ଼ି ଥାନା ଘେରାଉ

ତିହିଡି,୧୯।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହଡ଼ି ଥାନା ଅଧୀନ ଦୌଲତପୁର ମଦ ମୃତ୍ୟୁ ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତମାନଙ୍କୁୁ ଗିରଫ କରିବାରେ ବିଫଳ ହୋଇଛି। ଏହାର ପ୍ରତିବାଦରେ ବୁଧବାର ମଧ୍ୟାହ୍ନରେ ଭାଜପା ପକ୍ଷରୁ ବିକ୍ଷୋଭ କରାଯିବା ସହ ତିହିଡ଼ି ଥାନା ଘେରାଉ କରାଯାଇଛି। ଦଳର ନେତା ଓ କର୍ମୀମାନେ ବ୍ଲକ କାର୍ଯ୍ୟାଳୟରୁ ଏକ ଶୋଭାଯାତ୍ରାରେ ବାହାରି ଥାନା ପାଖରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପରେ ଥାନା ସାମ୍ନାରେ ପ୍ରତିବାଦ ସଭା ଜିଲା ଉପସଭାପତି ଦୁର୍ଗାଚରଣ ନାୟକଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ହୋଇଥିଲା। ପୂର୍ବତନ ମନ୍ତ୍ରୀ ମନମୋହନ ସାମଲ,ଧାମନଗର ବିଧାୟକ ବିଷ୍ଣ ସେଠୀ, ଜିଲା ସଭାପତି ବଦ୍ରି ନାରାୟଣ ଧଳ, ଚାନ୍ଦବାଲିର ପୂର୍ବତନ ବ୍ଲକ ଅଧ୍ୟକ୍ଷ ପ୍ରତାପ ଧଳ, ବାସୁଦେବପୁର ନେତା ମାଧବାନନ୍ଦ ମଲ୍ଲିକ, ଯୁବନେତା ଅଭିମନ୍ୟୁ ସେଠୀ ଓ ପଞ୍ଚାନନ ନାୟକ, ମଣ୍ତଳ ସଭାପତି ଶଶିକାନ୍ତ ବିଶ୍ୱାଳ ପ୍ରମୁଖ ଏଥିରେ ଯୋଗଦେଇ ମୁଖ୍ୟ ଅଭିଯୁକ୍ତଙ୍କୁ ୭ଦିନ ଭିତରେ ଗିରଫ କରା ନ ଗଲେ ଏସପିଙ୍କ କାର୍ଯ୍ୟାଳୟ ଅଚଳ କରାଯିବ ବୋଲି ଚେତାବନୀ ଦେଇଥିଲେ। ପରେ ଦଳ ପକ୍ଷରୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକ ପତ୍ର ତହସିଲଦାରଙ୍କୁ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୋନମ ୱାଙ୍ଗଚୁକଙ୍କ ପାଇଁ ନ୍ୟୁୟର୍କଠାରୁ ଆରମ୍ଭ କରି ଲଣ୍ଡନ ପର୍ଯ୍ୟନ୍ତ ପ୍ରଦର୍ଶନ, ଭାରତ ସରକାରଙ୍କୁ କଲେ ବଡ଼ ଅପିଲ୍‌

ନୂଆଦିଲ୍ଲୀ,୨୨।୭: ଆମେରିକାସ୍ଥିତ ଏକ ଅଧିକାର ଗ୍ରୁପର କର୍ମକର୍ତ୍ତାମାନେ ଆମରଣ ଅନଶନ କରୁଥିବା ସୋନମ ୱାଙ୍ଗଚୁକଙ୍କ ପ୍ରତି ଏକଜୁଟତା ଜାହିର କରିବା ପାଇଁ ନ୍ୟୁୟର୍କ ଏବଂ ସାନ ହୋଜେରେ…

ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି

ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri