ଦ୍ୱାଦଶ ବାର୍ଷିକ ଜ୍ଞାନ ବିଜ୍ଞାନ ମେଳା

ଯାଜପୁର ରୋଡ,୨୪।୮(ନି.ପ୍ର.)- ମୁଣ୍ଡମାଳସ୍ଥିତ ସରସ୍ବତି ଶିଶୁ ବିଦ୍ୟାମନ୍ଦିରରେ ଗୁରୁବାର ଦ୍ୱାଦଶ ବିଂଶ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ଏହାକୁ ବ୍ୟାସନଗର ସ୍ବୟଂଶାସିତ ମହାବିଦ୍ୟାଳୟର ପ୍ରଧ୍ୟାପକ ସନ୍ତୋଷ କୁମାର ରଥ ଉଦ୍‌ଘାଟନ କରିଥିଲେ। ଶିଶୁ ମନ୍ଦିରର ସଭାପତି ଦିଗନ୍ତ କୁମାର ରାଉତ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ପ୍ରଧାନ ଆଚାର୍ଯ୍ୟ ଅଭିମନ୍ୟୁ ଦାସ ଅତିଥି ପରିଚୟ ପ୍ରଦାନ କରିଥିଲେ। ସମ୍ପାଦକ ଦିଲୀପ କୁମାର ଜେନା କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିଲେ। ପୂର୍ବତନ ସଭାପତି ଯୁଗଳ କିର୍ଷ୍ଣ ମିଶ୍ର, ସଦସ୍ୟା କବିତା ପଲାର୍‌, କାର୍ଣ୍ଣିମୟୀ ମାଣ୍ଡି ଉପସ୍ଥିତ ଥିଲେ। ଏହି ମେଳାରେ ୨୦୦ରୁ ଅଧିକ ପ୍ରକଳ୍ପ ପ୍ରଦର୍ଶିତ କରାଯାଇଥିଲା। ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ନିଶିକାନ୍ତ ମହାପାତ୍ର ଓ ଦୀପକ କୁମାର ରାଉତ ପ୍ରତିଯୋଗୀଙ୍କୁ ପୁରଷ୍କୃତ କରିଥିଲେ। ନରେନ୍ଦ୍ର କୁମାର ଦାସ, ରାଜକୃର୍ଷ୍ଣ ପାଳ, ନିର୍ମଳ ଚନ୍ଦ୍ର ମିଶ୍ର ପ୍ରମୁଖ ବହୁ ଶିକ୍ଷୟିତ୍ରୀ ଓ ଶିକ୍ଷକ ମେଳା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯନ୍ତ୍ରଣା ଦେଉଛି ଅଣଓସାରିଆ ରାସ୍ତା, ଛକ

ଯାଜପୁର ଅଫିସ,୧୦ା୧: ବ୍ୟାସନଗରରେ ଟ୍ରାଫିକ ନିୟମର ଓଲଟା ଦେଖିବାକୁ ମିଳୁଛି। ରାସ୍ତାର ବାମକଡ଼ରେ ଯିବା ନିୟମ ରହିଛି, ହେଲେ ସହରର ଟ୍ରାଫିକ ପୋଷ୍ଟଗୁଡ଼ିକରେ ଓଲଟା ନିୟମ...

ଦୁର୍ନୀତିରେ ସମ୍ପୃକ୍ତ ଅଭିଯୋଗ: ଭିଏଲ୍‌ଡବ୍ଲ୍ୟୁଙ୍କ ନାମରେ ଥାନାରେ ଏତଲା ଦେଲେ ବିଡିଓ

ଯାଜପୁର ଅଫିସ,୧୮ା୧- ଦଶରଥପୁର ବ୍ଲକରେ କାର୍ଯ୍ୟ କରୁଥିବା ଭିଏଲ୍‌ଡବ୍ଲ୍ୟୁ ପ୍ରମୋଦ କୁମାର ମହାଳିକ ବିଭିନ୍ନ ଦୁର୍ନୀତିରେ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଥିଲା। ଏନେଇ ତାଙ୍କ ନାମରେ...

ଓଡ଼ିଶା ଦାବିକୁ ଅଣଦେଖା – ସର୍ଭେରେ ଅଟକିଛି ବିରଜାକ୍ଷେତ୍ରକୁ ରେଳପଥ ସଂଯୋଗ

ଯାଜପୁର ଅଫିସ,୧୭ା୧୨- ସବୁ ପ୍ରକାର ଭିତ୍ତିଭୂମି ଥାଇ ଯାଜପୁର ଜିଲାର ଯାଜପୁର-କେନ୍ଦୁଝରରୋଡ ରେଳଷ୍ଟେଶନକୁ ଡିଭିଜନ ମାନ୍ୟତା ମିଳିପାରୁ ନାହିଁ। ଏହାସହ ଦୀର୍ଘଦିନର ଦାବି ବିରଜାକ୍ଷେତ୍ରକୁ ରେଳପଥ...

ଚିରସ୍ରୋତା ହେବ ଖରସ୍ରୋତା

ରସୁଲପୁର,୨୧ା୧୧(ଡି.ଏନ.ଏ.): ରସୁଲପୁର ବ୍ଲକ୍‌ ଅଧୀନ ୭ ପଞ୍ଚାୟତ ଯଥା; ଭୋଟକା, ଗନ୍ଧଣ, ବଡ଼କଇଞ୍ଚତ୍, ରସୁଲପୁର, ରାହାମ୍ବା, ଟିକରପଡ଼ା ଓ ନଠୁଆବରର ଜୀବନରେଖା କୁହାଯାଉଥିବା ମୂଳ ଖରସ୍ରୋତା...

ଲୋପ ପାଇବେ ବିଞ୍ଝାରପୁରୀ ଗାଈ

ଯାଜପୁର ଅଫିସ,୧୮ା୫: ଯାଜପୁର ଜିଲାର ବିଞ୍ଝାରପୁରୀ ଗୋ ସମ୍ପଦକୁ ୨୦୧୦ ମେ ମାସରେ ଜାତୀୟ ମାନ୍ୟତା ମିଳିଥିଲା। ଏହାସହ ମାଲକାନଗିରି ଜିଲାର ମୋଟୁ, ଗଞ୍ଜାମ ଓ...

ନାହିଁ ନାହିଁର ଗାଁ ଭଣ୍ଡାରିଗଡ଼ିଆ

କୋରେଇ,୮ା୪(ଡି.ଏନ.ଏ.): ଯାଜପୁର ଜିଲା କୋରେଇ ବ୍ଲକ ସାଦକପୁର ପଞ୍ଚାୟତର ୧୪ ନଂ. ୱାର୍ଡର ଭଣ୍ଡାରୀଗଡ଼ିଆ ଗାଁ ସରକାରଙ୍କ ଦୃଷ୍ଟି ଆଢୁଆଳରେ ରହିଯାଇଛି। ବ୍ଲକ କାର୍ଯ୍ୟାଳୟ ନିକଟରେ...

ଓସେପା ପୁସ୍ତକ କ୍ରୟରେ ଅନିୟମିତତା

ଯାଜପୁର ଅଫିସ,୧୫ା୩: କେତେକ ଅସାଧୁ ପୁସ୍ତକ ପ୍ରକାଶକଙ୍କ ଇଙ୍ଗିତରେ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟାକ୍ରମ ପ୍ରାଧିକରଣ(ଓସେପା)ର ପାଠାଗାର ପୁସ୍ତକ କ୍ରୟ ଆଦେଶ ପ୍ରସ୍ତୁତି ଚାଲିଛି। କେଉଁ...

ସହର ସାରା କୁଢ଼ କୁଢ଼ ଆବର୍ଜନା

ଯାଜପୁର ଅଫିସ,୨୬ା୧୧: ସହରର ସ୍ବଚ୍ଛ ଓ ସୁସ୍ଥ ପରିମଳ ପ୍ରତ୍ୟେକ ସ୍ବାୟତ୍ତ ଶାସନ ସଂସ୍ଥାର ମୌଳିକ ଦାୟିତ୍ୱ। ଏ କ୍ଷେତ୍ରରେ ବ୍ୟାସନଗର ମ୍ୟୁନିସିପାଲିଟି କେବଳ ଆପରାଧିକ...

Advertisement
Archives

Model This Week