ଦ୍ୱାରଶୁଣି ଘାଟିରେ ୫୦ ଫୁଟ ତଳକୁ ଖସିଲା ଟ୍ରକ

ବାଙ୍ଗିରିପୋଷି,୯ା୮(ଡି.ଏନ୍‌.ଏ.)- ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଦ୍ୱାରଶୁଣି ଘାଟିର ପ୍ରଥମ ବାଙ୍କରେ କଲିକତା ଅଭିମୁଖେ ଯାଉଥିବା ଏକ ସ୍ପଞ୍ଜ ରୋଲ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ରାସ୍ତାରୁ ୫୦ ଫୁଟ ତଳକୁ ଖସି ପଡିଛି ା ଏହି ଦୁର୍ଘଟଣାରେ ଟ୍ରକ ଚାଳକ ଗୁରୁତର ଆହତ ହୋଇଛନ୍ତି। ବାଙ୍ଗିରିପୋଷି ପୋଲିସ ଓ ଦମକଳ ବାହିନୀର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଆହତ ଟ୍ରକ ଚାଳକଙ୍କୁ ଉଦ୍ଧାର କରି ବାଙ୍ଗିରିପୋଷି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିସତ୍ା ପାଇଁ ଭର୍ତ୍ତି କରିଥିଲେ ା ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବାରିପଦାସ୍ଥିତ ପିଆରଏମ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଆହତ ଟ୍ରକ ଚାଳକଙ୍କ ପରିଚୟ ଜଣାପଡି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣ କାର୍ଯ୍ୟରେ ଅନିୟମିତତା : ଜିଲାପାଳଙ୍କଠାରେ ଗ୍ରାମବାସୀ ଫେରାଦ

ବାରିପଦା ଅଫିସ,୧୩ା୬ : ମୟୂରଭଞ୍ଜ ଜିଲା ବିଜାତଳା ବ୍ଲକ ଅନ୍ତର୍ଗତ ବଣକାଟୀ ପଞ୍ଚାୟତ ବରଜିଆଣି ଗ୍ରାମରେ ଏକ କାର୍ଯ୍ୟରେ ଅନିୟମିତା ହୋଇଥିବା ନେଇ ଗୁରୁବାର ଗ୍ରାମବାସୀ...

ବରଗଡ଼ରେ ଭାରତ ବନ୍ଦର ପ୍ରଭାବ: ଦୋକାନ ବଜାର ବନ୍ଦ, ଯାତାୟାତ ଠପ୍‌

ବରଗଡ଼ ଅଫିସ, ୨୩।୨- ସୁପ୍ରିମକୋର୍ଟଙ୍କ ସଂରକ୍ଷଣ ରାୟକୁ କେନ୍ଦ୍ର କରି ରବିବାର ଭୀମ ଆର୍ମି ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ବରଗଡ଼ରେ...

ନଦୀଭିତ୍ତିକ ବନ୍ଦର ସ୍ବପ୍ନ

କେନ୍ଦ୍ରାପଡ଼ା ଅଫିସ, ୧୪।୬: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡାଶାଳି ଗ୍ରାମ ନିକଟ ମହାନଦୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ହେବ। ପବ୍ଲିକ୍‌-ପ୍ରାଇଭେଟ୍‌-ପାର୍ଟନରଶିପ୍‌ (ପିପିପି) ମୋଡ୍‌ରେ...

ପ୍ରସୂତି, ଶିଶୁ ମୃତ୍ୟୁର କାରଣ ଖୋଜିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୯ା୪(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଦିଆଯାଉଥିବା ସ୍ବାସ୍ଥ୍ୟ ସେବାର ଏକ ସମୀକ୍ଷା ବୈଠକ ରବିବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ବିଜୟ ଅମୃତା...

ଜବରଦଖଲରେ ଗୋଚର ଜମି

କଟକ ସଦର,୧ା୫(ଡି.ଏନ୍‌.ଏ.): କିଶନନଗର ତହସିଲ ଅନ୍ତର୍ଗତ କେଶନଗର ମୌଜାରେ ଷ୍ଟାଡିୟମ ନିର୍ମାଣ ପାଇଁ କଟକ ଜିଲାପାଳ ୨୫ ଡିସିମିଲ ଜାଗା ଲିଜ୍‌ ଆକାରରେ ପ୍ରଦାନ କରିଛନ୍ତି।...

କାଳବୈଶାଖୀରେ ବ୍ୟାପକ କ୍ଷୟକ୍ଷତି

କୁଆମରା, ୨୬।୪(ଡି.ଏନ.ଏ.)-ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ କାଳ ବୈଶାଖୀ ତାଣ୍ଡବ ରଚିଛି ଗୋପବନ୍ଧୁ ନଗର ବ୍ଲକରେ। ପବନ ସାଙ୍ଗକୁ କୁଆପଥର ମାଡ ଓ ମୂଷଳ ଧାରାରେ ବର୍ଷା...

ବଦଳିବ ଆଦ୍ୟ ଶ୍ରୀକ୍ଷେତ୍ରର ରୂପ, ନୟାଗଡ଼ ଜିଲାରେ ଖୁସିର ପରିବେଶ

ନୟାଗଡ଼ ଅଫିସ/କଣ୍ଟିଲୋ,(ସ୍ବ.ପ୍ର.)୨୮।୪: ସମନ୍ବିତ, ଐତିହ୍ୟ ଓ କୀର୍ତ୍ତିରାଜି ବିକାଶ ଯୋଜନାରେ ଆଦ୍ୟ ଶ୍ରୀକ୍ଷେତ୍ର କଣ୍ଟିଲୋ ନୀଳମାଧବ ପୀଠ ପାଇଁ ୧୦୦ କୋଟି ଟଙ୍କା ରାଜ୍ୟ ସରକାର...

ଧାର ଧରୁନାହିଁ ସରକାରଙ୍କ ପଦକ୍ଷେପ

ଯାଜପୁର ଅଫିସ,୨୭।୭: ଲଘୁ ଖଣିଜ ଦ୍ରବ୍ୟ ଚୋରାଚାଲାଣକୁ ରୋକାଯାଇ ଅଧିକ ରାଜସ୍ବ ଆଦାୟ କରିବା ଉଦ୍ଦେଶ୍ୟରେ ଗତ ୧ ବର୍ଷ ମଧ୍ୟରେ ରାଜ୍ୟ ସରକାର ଏକାଧିକ...

Advertisement
Archives

Model This Week