Posted inଜାତୀୟ

ଦ୍ୱିତୀୟଥର କେରଳର ମୁଖ୍ୟମନ୍ତ୍ରୀ ହେଲେ ପିନାରାଇ ବିଜୟନ

ଥିରୁଭାନନ୍ତପୁରମ୍‌,୨୦।୫: ଦ୍ୱିତୀୟଥର କେରଳର ମୁଖ୍ୟମନ୍ତ୍ରୀ ଭାବରେ ପିନାରାଇ ବିଜୟନ ଗୁରୁବାର ଶପଥ ଗ୍ରହଣ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନ ତାଙ୍କୁ ଶପଥ ପାଠ କରାଇଥିଲେ। ୭୫ ବର୍ଷୀୟ ପିନାରାଇଙ୍କ ସହ ୨୧ ଜଣ କ୍ୟାବିନେଟ ସଦସ୍ୟ ମଧ୍ୟ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି।

ସୂଚନାଯୋଗ୍ୟ, ଏପ୍ରିଲ ୬ରେ କେରଳରେ ଅନୁଷ୍ଠିତ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ମେ ୨ରେ ଆସିଥିବା ଫଳାଫଳରେ ଏଲ୍‌ଡିଏଫ୍‌ ଜିତିଥିଲା। କେରଳରେ ଏଲ୍‌ଡିଏଫ୍‌ ନିଜର ପ୍ରତିଦ୍ୱନ୍ଦ୍ୱୀ-କଂଗ୍ରେସ ନେତୃତ୍ୱାଧୀନ ୟୁନାଇଟେଡ ଡେମୋକ୍ରାଟିକ ଫ୍ରଣ୍ଟ (ୟୁଡିଏଫ୍‌) ଏବଂ ଏନଡିଏକୁ ପରାସ୍ତ କରି ୯୯ଟି ସିଟ ଜିତିଥିବାବେଳେ ୟୁଡିଏଫ୍‌ କେବଳ ୪୧ଟି ଜିତିଥିଲାଏବଂ ଭାଜପା ଗୋଟିଏ ଆସନ ଜିତିବାରେ ସକ୍ଷମ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ସୀମାରେ ବଢ଼ୁଛି ମଦ୍ରାସା

ନୂଆଦିଲ୍ଲୀ,୭।୨: ଉତ୍ତରପ୍ରଦେଶ, ବିହାର ଓ ପଶ୍ଚିମବଙ୍ଗକୁ ଲାଗିଥିବା ଭାରତ-ନେପାଳ ସୀମାବର୍ତ୍ତୀ ଅଞ୍ଚଳରେ ଗତ ୩ ବର୍ଷ ମଧ୍ୟରେ ମସ୍‌ଜିଦ ଓ ମଦ୍ରାସା ସଂଖ୍ୟା ଅନେକ ବଢ଼ିଛି।...

କରୋନା ଭାଇରସ: ଚିକିତ୍ସା କରୁଥିବା ଡାକ୍ତରଙ୍କ ପରିବାର ହେଲେ ସଂକ୍ରମିତ

ନୂଆଦିଲ୍ଲୀ,୨୬।୩: କରୋନା, କ୍ୱାରାଣ୍ଟାଇନ୍‌, ଆଇସୋଲେଶନ। ଏବେ ଏହି ଶବ୍ଦର ବହୁଳ ବ୍ୟବହାର କରାଯାଉଛି। ଆଉ ଏହି ଶବ୍ଦ ଗୁଡିକ ସାଧାରଣ ଜନତା ପାଇଁ ସୃଷ୍ଟି କରିଛି...

ମିରଟରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୋଦି

ମିରଟ,୨ ।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦେଶର ପ୍ରଥମ କ୍ରୀଡା ବିଶ୍ୱବିଦ୍ୟାଳୟ ‘ମେଜର ଧ୍ୟାନଚାନ୍ଦ କ୍ରୀଡା ବିଶ୍ୱବିଦ୍ୟାଳୟ’ର ଶିଳାନ୍ୟାସ କରିଛନ୍ତି । ଉତ୍ତର ପ୍ରଦେଶର...

ପିଏମ୍‌ସି ବ୍ୟାଙ୍କ୍‌ ଠକେଇ ମାମଲା: ମହାରାଷ୍ଟ୍ରର ୬ଟି ସ୍ଥାନରେ ଇଡି ଚଢାଉ

ମୁମ୍ବାଇ,୪।୧୦: ପଞ୍ଜାବ ଏବଂ ମହାରାଷ୍ଟ କୋଅପରେଟିଭ୍‌ ବ୍ୟାଙ୍କ୍‌ ଠକେଇ ମାମଲାରେ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ମୁମ୍ବାଇର ୬ଟି ସ୍ଥାନରେ ଚଢାଉ କରାଯାଇଛି। ଏହି ମାମଲାରେ...

୬ ଡିସେମ୍ବର ପାଇଁ ମଥୁରାରେ ୧୪୪ ଧାରା ଜାରି…

ଲକ୍ଷ୍ନୌ,୫।୧୨: ୍‌ ଡିସେମ୍ବର ୬କୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ମଥୁରାରେ ବିଶେଷ ସତର୍କତା ଅବଲମ୍ବନ କରିଛନ୍ତି। ସ୍ଥାନୀୟ ସଂଗଠନ ଅଖିଳ...

ସୁସ୍ଥ ଅଛନ୍ତି ଲାଲୁ: କହିଲେ, ଭଲ ଅନୁଭବ କରୁଛି

ନୂଆଦିଲ୍ଳୀ,୬।୧୨: ଆରଜେଡି ସୁପିମୋ ଲାଲୁ ପ୍ରସାଦ ଯାଦବଙ୍କ ପ୍ରତିରୋପଣ ସଫଳ ହୋଇଛି। ଲାଲୁଙ୍କ ଝିଅ ତଥା ଏମ୍‌ପି ଡା. ମିସା ଭାରତୀ ଏକ ଭିଡିଓ ଶେୟାର...

୧୦ ଦିନ ମଧ୍ୟରେ ହେବ ନୂଆ ରାଜନୈତିକ ଦଳର ଘୋଷଣା, କହିଲେ ଗୁଲାମ ନବୀ…

ଶ୍ରୀନଗର, ୧୧।୯ : କଂଗ୍ରେସର ପୂର୍ବତନ ନେତା ଗୁଲାମ ନବୀ ଆଜାଦ ରବିବାର ଜମ୍ମୁ-କଶ୍ମୀରର ବାରମୁଳାରେ ଏକ ରାଲିରେ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ...

ସେନା ନିକଟରେ ଥିବା ଯୁଦ୍ଧାସ୍ତ୍ର ସମ୍ପର୍କରେ ତଥ୍ୟ ନେବେ ପ୍ରତିରକ୍ଷାମନ୍ତ୍ରୀ

ନୂଆଦିଲ୍ଲୀ,୨୭।୬: ଯୁଦ୍ଧ ପରିସ୍ଥିତିର ସାମ୍ନା କରିବାକୁ ୩ ସେନାଙ୍କ ନିକଟରେ ଥିବା ଯୁଦ୍ଦାସ୍ତ୍ର ସମ୍ପର୍କରେ ତଥ୍ୟ ସଂଗ୍ରହ କରିବେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ। ଏହାସହ ଯଦି...

Advertisement
Archives

Model This Week