Posted inଜାତୀୟ

ଦ୍ୱିତୀୟ ଇନିଂସ୍‌ର ୪ର୍ଥ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ: ଇ-ସିଗାରେଟ୍‌ଠାରୁ ଦୂରେଇ ରହିବାକୁ ମୋଦି ଦେଲେ ପରାମର୍ଶ

ନୂଆଦିଲ୍ଲୀ,୨୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ଇନିଂସ୍‌ର ୪ର୍ଥ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ ରବିବାର ଅଲ୍‌ ଇଣ୍ଡିଆ ରେଡ଼ିଓ ଦ୍ୱାରା ପ୍ରସାରିତ ହୋଇଛି। ପ୍ରଧାନମନ୍ତ୍ରୀ ନବରାତ୍ର ଅବସରରେ ଦେଶବାସୀଙ୍କୁ ଶୁଭକାମନା ଜଣାଇଛନ୍ତି। ଏହା ସହିତ ଆଗକୁ ଆସୁଥିବା ଗରବା, ଦୁର୍ଗାପୂଜା,ଦୀପାବଳି, ଛଟ୍‌ପୂଜା ଆଦି ପର୍ବ ପାଇଁ ଅଭିନନ୍ଦନ ଜଣାଇଛନ୍ତି। ଲତା ମଙ୍ଗେସକରଙ୍କ ୯୦ତମ ଜନ୍ମଦିନ ଲାଗି ସେ ତାଙ୍କୁ ଶୁଭେଚ୍ଛା ଜ୍ଞାପନ କରିଛନ୍ତି। ଏହା ସହିତ ପ୍ରଧାନନ୍ତ୍ରୀ ଇ-ସିଗାରେଟ୍‌ଠାରୁ ଦୂରେଇ ରହିବାକୁ ଦେଶବାସୀଙ୍କୁ ପରାମର୍ଶ ଦେଇଛନ୍ତି। ଏହା କ୍ଷତି କାରକ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ଶୁକ୍ରବାର ଏହାର ମୁଦ୍ରା ନୀତି ଜାରି ନିଷ୍ପତ୍ତି ଜାରି କରିଛି। ରିଜର୍ଭ ବ୍ୟାଙ୍କ ଆଜି ଏହାର ମୁଦ୍ରାନୀତି କମିଟି(ଏମପିସି) ବୈଠକରେ...

ପ୍ରଖ୍ୟାତ ଅଭିନେତା ଶ୍ରୀରାମ ଲାଗୁଙ୍କ ପରଲୋକ

ନୂଆଦିଲ୍ଲୀ,୧୮।୧୨:ବଲିଉଡର ପ୍ରଖ୍ୟାତ ଅଭିନେତା ଶ୍ରୀରାମ ଲାଗୁଙ୍କ ମଙ୍ଗଳବାର ସନ୍ଧ୍ୟାରେ ପରଲୋକ ଘଟିଛି। ତାଙ୍କୁ ୯୨ ବର୍ଷ ହୋଇଥିଲା। ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ପୁନେସ୍ଥିତ...

‘ପରିଶ୍ରମ କଲୁ ହେଲେ ଭୋଟ ଆଣିପାରିଲୁ ନାହିଁ’

ନୂଆଦିଲ୍ଲୀ,୧୦।୩: ଉତ୍ତରପ୍ରଦେଶ ନିର୍ବାଚନରେ ଭାଜପା ଏକ ଐତିହାସିକ ବିଜୟ ହାସଲ କରିଛି। ଦୁଇ ତୃତୀୟାଂଶ ସଂଖ୍ୟାଗରିଷ୍ଠତା ସହ ଦଳ ପୁନର୍ବାର କ୍ଷମତାକୁ ଫେରିବାକୁ ଯାଉଛି। ବର୍ତ୍ତମାନ...

କାହିଁକି ଭାରତରେ କରୋନା ସଂକ୍ରମଣ ବଢୁଛି: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଦେଲା ଉତ୍ତର

ନୂଆଦିଲ୍ଲୀ/ନ୍ୟୁୟର୍କ,୨୮।୪: ସାରା ଦେଶରେ କରୋନାର ଦ୍ୱିତୀୟ ଲହର ଭୟଙ୍କର ପରିସ୍ଥିତି ସୃଷ୍ଟି କରିଛି। ତେବେ ପ୍ରଥମ ଲହର ଅପେକ୍ଷା ଦ୍ୱିତୀୟ ଲହର ବେଶୀ ମାରାତ୍ମକ ଜଣାପଡୁଛି।...

ଟୁଇଟର ପ୍ରୋଫାଇଲ ପରିବର୍ତ୍ତନ କଲେ ରାହୁଲ

ନୂଆଦିଲ୍ଲୀ,୭।୮: ମୋଦି ଉପନାମ ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ ଆଶ୍ୱସ୍ତି ପାଇବା ପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ସୋମବାର ସଂସଦର ସଦସ୍ୟତା ପଦ ଫେରିପାଇଛନ୍ତି। ସଦସ୍ୟତା ପଦ...

ସୁସ୍ଥ ସ୍ବାସ୍ଥ୍ୟ ପାଇଁ ଦେହରେ କାଦୁଅ ବୋଳିହେଲେ ୩୪୦ ଜଣ

ଗୋରଖପୁର,୧୯।୧୧: ପ୍ରାକୃତିକ ଉପାୟରେ ସୁସ୍ଥ ରହିବା ପାଇଁ ଉତ୍ତରପ୍ରଦେଶ ଗୋରଖପୁରରେ ୩୪୦ ଜଣ ମିଳିତ ଭାବେ ଦେହରେ କାଦୁଅ ବୋଳିି ହୋଇଛନ୍ତି। ଆରୋଗ୍ୟ ମନ୍ଦିର ପରିସରରେ...

ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ: ଆଖି ବୁଜିଲେ ୧୫ ଦିନର ଶିଶୁ

ଶ୍ରୀନଗର,୨୯।୭: ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ କରିବା ଫଳରେ ସୀମାରେ ଥିବା ଲୋକେ ବିନା ଦୋଷରେ ଜୀବନ ହାରୁଛନ୍ତି। ରବିବାର ବିଳମ୍ବିତ ରାତିରେ ପାକିସ୍ତାନ ପକ୍ଷରୁ...

ମୋଦି ଜୀ ତୁମକୁ ରକ୍ଷା କଲେ, ଏବେ ଆମକୁ ରକ୍ଷା କର:ନଡା

ବିଳାସପୁର,୨।୧୦: ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଜୋରସୋରରେ ଚାଲିଛି। ଭାଜପା ମୁଖ୍ୟ ଜେପି ନଡା ବୁଧବାର ପ୍ରଚାର ପାଇଁ ବିଲାସପୁରରେ ପହଞ୍ଚିଥିଲେ। ଏଠାରେ...

Advertisement
Archives

Model This Week