ଦ୍ୱିତୀୟ କରୋନା ଆକ୍ରାନ୍ତଙ୍କ ସହ ବରୀର ୪ଜଣଙ୍କ ଲିଙ୍କ

ବରୀ,୧୫।୪(ସ୍ବ.ପ୍ର):  ଯାଜପୁରର ଦ୍ୱିତୀୟ କରୋନା ପଜେଟିଭଙ୍କ ସହିତ ବରୀ ବ୍ଲକ ଗୋଳକୁଣ୍ଡ ଗ୍ରାମର ୪ଜଣଙ୍କର ଲିଙ୍କ ଥିବା ଜଣାପଡିଛି। ଏନେଇ ବରୀ ଅଞ୍ଚଳବାସୀ ଅଧିକ ସଚେତନ ହୋଇପଡ଼ିଛନ୍ତି। ଯାଜପୁର ଜିଲା ଯାଜପୁର ବ୍ଲକ ଅନ୍ତର୍ଗତ ଜାଫରପୁର ପଞ୍ଚାୟତ ସାନତ୍ରିଲୋଚନପୁର ଗ୍ରାମରୁ ମଙ୍ଗଳବାର ଜଣେ କରୋନା ପଜେଟିଭଙ୍କୁ ଜିଲା ପ୍ରଶାସନ ପକ୍ଷରୁ ଠାବ କରାଯାଇଥିଲା। ତେବେ ଉକ୍ତ ଆକ୍ରାନ୍ତଙ୍କ ସହିତ ବରୀ ଗୋଳକୁଣ୍ଡ ଗ୍ରାମର ୪ଜଣଙ୍କ ଲିଙ୍କ ରହିଥିବା ପ୍ରଶାସନ ଜାଣିଲା ପରେ ମଙ୍ଗଳବାର ସାରେ ବରୀ ପ୍ରଶାସନ ପକ୍ଷରୁ ଗୋଳକୁଣ୍ଡ ଗ୍ରାମରେ ତନାଘନା କରାଯାଇଥିଲା। ଉକ୍ତ ୪ଜଣଙ୍କୁ ଠାବ କରାଯାଇ ସ୍ଥାନୀୟ ହରିପୁର ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ରଖାଯାଇଛି। ଡାକ୍ତରୀ ଟିମ ପକ୍ଷରୁ ସେମାନଙ୍କ ସ୍ବାବ ନମୁନା ସଂଗ୍ରହ କରାଯାଇଛି। ସେମାନେ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ୧୪ଦିନ ରହିବେ ବୋଲି ପ୍ରଶାସନ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଧାରାଣୀପଡା ଶୀତଳଷଷ୍ଠୀ ଥାଳଉଠା ଉଠିଲା

ବଲାଙ୍ଗୀର ଅଫିସ, ୨୭ା୪: ବଲାଙ୍ଗୀର ରାଧାରାଣୀପଡା ଶୀତଳଷଷ୍ଠୀ ପୂଜା କମିଟି ପକ୍ଷରୁ ଚଳିତବର୍ଷ ଶୀତଳଷଷ୍ଠୀ ମହୋତ୍ସବ ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ପବିତ୍ର...

ପୂଜାସ୍ଥଳୀ ଥିଲେ ବି ହେଉନି ବିକାଶ

କେନ୍ଦୁଝର, ୨୧ା୮- ଅବହେଳିତ ପୂଜା ସ୍ଥଳୀଗୁଡିକର ପୁନରୁଦ୍ଧାର କରିବା ସହ ପୁରାତନ ସଂସ୍କୃତିର ସୁରକ୍ଷା ପାଇଁ ସରକାର ବହୁ ଅର୍ଥ ଖର୍ଚ୍ଚ କରୁଛନ୍ତି। ହେଲେ ବିକାଶ...

ନକଲି ଡିଏଲ୍‌ ପ୍ରସ୍ତୁତକାରୀ ଦୋକାନ ଠାବ: ବିଭିନ୍ନ ସାମଗ୍ରୀ ଜବତ, ୨ ଗିରଫ

ବଡ଼ବିଲ,୧୯।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ଏମଭି ତନଖି କରୁଥିବାବେଳେ ନକଲି ଡ୍ରାଇଭିଂ ଲାଇସେନ୍ସ ଏବଂ ଏକ ବାଇକ ଜବତ କରିବା ସହ ଚାଳକଙ୍କୁ ଗିରଫ...

କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କଲେ ପେଣ୍ଠପଡ଼ା ସାମାଜିକ କର୍ମୀ

ସାକ୍ଷୀଗୋପାଳ, ୨୮।୪(ଡି.ଏନ୍‌.ଏ): ପୁରୀ ଜିଲା ସତ୍ୟବାଦୀ ବ୍ଲକ ପେଣ୍ଠପଡ଼ା ପଞ୍ଚାୟତ କାର୍ଯ୍ୟାଳୟରେ ମଙ୍ଗଳବାର କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଉକ୍ତ ପଞ୍ଚାୟତର ସାମାଜିକ କର୍ମୀ ଏହି...

ସ୍ୟାଟ୍‌ ଉଚ୍ଛେଦ ପ୍ରସଙ୍ଗ: କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ଉପରେ ମିଳିଲାନି ରହିତାଦେଶ; କେନ୍ଦ୍ର, ରାଜ୍ୟ ସରକାରଙ୍କୁ ନୋଟିସ

କଟକ ଅଫିସ,୮ା୮: ଓଡ଼ିଶା ପ୍ରଶାସନିକ ନ୍ୟାୟାଧିକରଣ(ସ୍ୟାଟ୍‌) ଉଚ୍ଛେଦ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶିତ ଗେଜେଟ୍‌ ନୋଟିଫିକେଶନକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ଏହି ମାମଲାର ଶୁଣାଣି...

ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ: ଡାକ୍ତରଖାନା ଆଗରେ ଉତ୍ତେଜନା

କେନ୍ଦୁଝର,୧୭।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା ଅବହେଳା ଯୋଗୁ ଜଣେ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ଡାକ୍ତରଖାନା ଆଗରେ ଚାପା...

ରଙ୍ଗ ଲଗାଇ ଅସଦାଚରଣ, ଜେଲ ଗଲେ ଭିଣୋଇ

ଭୁବନେଶ୍ୱର,୧୨ା୩ (ବ୍ୟୁରୋ): ହୋଲିରେ ଯୁବତୀଙ୍କୁ ରଙ୍ଗ ଲଗାଇବା ବାହାନାରେ ଅସଦାଚରଣ କରିଛନ୍ତି ଭିଣୋଇ। ଏନେଇ ଅଭିଯୋଗ ହେବା ପରେ ଖାରବେଳନଗର ଥାନା ପୋଲିସ ଅଭିଯୁକ୍ତ ଭିଣୋଇଙ୍କୁ...

କେନ୍ଦୁଝରରେ ପେଡ୍‌ କ୍ୱାରାଣ୍ଟାଇନ ବ୍ୟବସ୍ଥା

କେନ୍ଦୁଝର, ୪ା୫(ସ୍ବ.ପ୍ର.)-ମହାମାରୀ କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶନାମାକୁ କଡ଼ାକଡ଼ି ପାଳନ କରିବା ପାଇଁ ଜିଲାପାଳ ଆଶିଷ ଠାକ୍‌ରେ ନିର୍ଦ୍ଦେଶ ଦେଇଛନ୍ତି। ବାହାର ରାଜ୍ୟରୁ...

Coronavirus Update


Archives

Model This Week

Why Dharitri