Posted inଜାତୀୟ

ଦ୍ୱିତୀୟ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଖଟ୍ଟର

ଚଣ୍ଡିଗଡ଼,୨୭।୧୦: ହରିୟାଣା ବିଧାନସଭାର ମୁଖ୍ୟମନ୍ତ୍ରୀ ଭାବେ ଦ୍ୱିତୀୟ ଥର ଲାଗି ଶପଥ ଗ୍ରହଣ କରଛନ୍ତି ଭାଜପା ନେତା ମନୋହର ଲାଲ ଖଟ୍ଟର। ରବିବାର ରାଜଭବନରେ ରାଜ୍ୟପାଳ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ଏହାସହ ଜେଜେପି ନେତା ଦୁଷ୍ୟନ୍ତ ଚୌତାଲା ଉପମୁଖ୍ୟମନ୍ତ୍ରୀ ଭାବେ ମଧ୍ୟ ଶପଥ ଗ୍ରହଣ କରିଛନ୍ତି। ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଭାଜପାର କାର୍ଯ୍ୟକାରୀ ଅଧ୍ୟକ୍ଷ ଜେ.ପି ନଡ୍ଡାଙ୍କ ସମେତ ଅନ୍ୟ କେତେଜଣ ଭାଜପା ନେତା ମଧ୍ୟ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଭାଜପାକୁ ହରିୟାଣା ବିଧାନସଭାରେ ବହୁମତ ମିଳି ନ ଥିବା ବେଳେ ସେ ଜନନାୟକ ଜନତା ପାର୍ଟି ସହ ମେଣ୍ଟ କରି ଏବେ ସରକାର ଗଠନ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।…

ଶ୍ରୀମନ୍ଦିର ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ‘ସମର୍ପଣ’ ନାଁରେ…

ଭୁବନେଶ୍ୱର,୨୦।୨: ବିଧାନସଭାରେ ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ରାଜ୍ୟ ବଜେଟ୍‌ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ବଜେଟ୍‌ରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପାଇଁ…

ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼…

ବିଧାନସଭାରେ ବଜେଟ୍‌ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଲେ ଧନ୍ୟବାଦ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ବିଧାନସଭାରେ ରାଜ୍ୟ ବଜେଟ୍‌ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ୩ ଲକ୍ଷ ୧୦ ହଜାର…

ବଜେଟ ଉପସ୍ଥାପନ ପୂର୍ବରୁ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ: ସୁବର୍ଣ୍ଣ ଯୁଗ ଆଡ଼କୁ…

ଭୁବନେଶ୍ୱର,୨୦।୨: ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ଆଉ କିଛି ସମୟ ପରେ ବଜେଟ ଉପସ୍ଥାପନ ହେବାକୁ ଯାଉଛି। ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri