ଦ୍ୱିତୀୟ ଦିନରେ ରବି ଟକିଜ୍‌ ଛକରୁ ମ୍ୟୁଜିୟମ୍‌ ଛକ ପର୍ଯ୍ୟନ୍ତ ଚାଲିଛି ସାନିଟାଇଜ୍‌

କଟକରୋଡ, ୧।୪(ଡି.ଏନ୍‌.ଏ.): କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣରୁ ଭୁବନେଶ୍ୱରକୁ ରକ୍ଷା କରିବା ପାଇଁ ଆରମ୍ଭ ହୋଇଛି ସାନିଟାଇଜ କାର୍ଯ୍ୟକ୍ରମ। ବୁଧବାର ଏହି କାର୍ଯ୍ୟକ୍ରମ ଦ୍ୱିତୀୟ ଦିନରେ ପହଞ୍ଚିଛି। ପୂର୍ବାହ୍ନ ପ୍ରାୟ ୧୧ଟାରେ କଳ୍ପନା ଅଗ୍ନିଶମ କେନ୍ଦ୍ରର ଏକ ଟିମ୍‌ ୪ ଦମକଳ ଗାଡ଼ି ସହ ସାନିଟାଇଜ ଆରମ୍ଭ କରିଛି। ପ୍ରଥମ ପର୍ଯ୍ୟାୟରେ ରବି ଟକିଜ୍‌ ଛକଠାରୁ ମ୍ୟୁଜିୟମ୍‌ ଛକ ପର୍ଯ୍ୟନ୍ତ ସୋଡିୟମ୍‌ ହାଇପୋକ୍ଲୋରାଇଡ୍‌ କେମିକାଲ କମ୍ପୋଜିସନରେ ସ୍ପ୍ରେ କରାଯାଉଥିବା ବେଳେ ବଡ଼ଗଡ଼ ହାଟରେ ମଧ୍ୟ ଏହି ବ୍ୟବସ୍ଥା ଜାରି ରହିଛି। ଡେପୁଟି ଫାୟାର ଅଫିସର ରମେଶ ଚନ୍ଦ୍ର ମାଝିଙ୍କ ସହ ୩ ଅଗ୍ନିଶମ ଅଧିକାରୀ ଓ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଧୀନରେ ଥିବା ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍‌ ମଧ୍ୟ ଏହି ସାନିଟାଇଜରେ ସାମିଲ ଅଛନ୍ତି। ଅପରାହ୍ନରେ ମ୍ୟୁଜିୟମ୍‌ ଛକଠାରୁ ରସୁଲଗଡ଼ ଛକ ରାସ୍ତା ସାନିଟାଇଜ କରାଯିବ ବୋଲି ଡେପୁଟି ଫାୟାର ଅଫିସର ମାଝି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରସ୍ପର କଥା ହେଉନାହାନ୍ତି କି କୋହଲି-ଗମ୍ଭୀର: କୋଚ କଲେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୭।୭: ବିରାଟ କୋହଲି ଏବଂ ଟିମ ଇଣ୍ଡିଆର ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କ ମଧ୍ୟରେ ସମ୍ପର୍କକୁ ନେଇ ବହୁତ ସମୟ ଧରି କଳ୍ପନାଜଳ୍ପନା ଚାଲିଛି। ଗତ ବର୍ଷ…

ଜୈଶ-ଇ-ମହମ୍ମଦର ୫ ଆତଙ୍କବାଦୀ ଗିରଫ; ଦେଶବ୍ୟାପୀ ବିସ୍ଫୋରଣ ଯୋଜନା ପଣ୍ଡ

ଅହମଦାବାଦ,୧୭।୭: ଗୁଜୁରାଟ ATS ଜୈଶ-ଇ-ମହମ୍ମଦ ସହିତ ଜଡିତ ୫ ଜଣ ଆତଙ୍କବାଦୀଙ୍କୁ ଗିରଫ କରିଛି। ଜୈଶ ଆତଙ୍କବାଦୀଙ୍କ ସମ୍ପର୍କରେ ଗୁପ୍ତ ସୂଚନା ପାଇ ଗୁଜୁରାଟ ଆତଙ୍କବାଦ ନିରୋଧୀ…

ଶୋଇଥିବାବେଳେ ଘର ମାଲିକାଣୀଙ୍କୁ ବାହାର ପଟୁ ଶିକୁଳି ମାରି ୪ ଛେଳି ଧରି ଛୁ, ସକାଳୁ ଉଠି ଦେଖିଲା ବେଳକୁ…

ପାଟଣା ,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଜଗନ୍ନାଥ ବାରିକଙ୍କ ଘର ଭିତରୁ…

ବୃଦ୍ଧ, ଗୁରୁତର ଅସୁସ୍ଥ କଏଦୀଙ୍କ ପାଇଁ ଖୁସି ଖବର: ସୁପ୍ରିମକୋର୍ଟ ଜାରି କଲେ ନୂଆ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୭।୭: ଦେଶର ବିଭିନ୍ନ ଜେଲ୍‌ରେ ବନ୍ଦୀ ଥିବା ବୃଦ୍ଧ, ଗୁରୁତର ଅସୁସ୍ଥ ଏବଂ ଅକ୍ଷମ କଏଦୀମାନଙ୍କ ପାଇଁ ସୁପ୍ରିମକୋର୍ଟ ଏକ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। ସମସ୍ତ ରାଜ୍ୟ…

ଛାତ୍ରଙ୍କ ସ୍କୁଲ ବ୍ୟାଗ୍‌ରେ ନାଗ ସାପ, ଖୋଲିବା ମାତ୍ରେ କଲା ସୁ ସୁ ଗର୍ଜନ, ଭିଡିଓ ଦେଖିଲେ…

ଭୋପାଳ,୧୭ା୭: ମଧ୍ୟପ୍ରଦେଶର ସାଗର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଛାତ୍ରଙ୍କ ବ୍ୟାଗରୁ ହଠାତ୍‌ ଏକ ସାପ ବାହାରିଲା। ବିଷାକ୍ତ ସାପ ଦେଖିବା ପରେ…

ମର୍ମନ୍ତୁଦ ଦୁର୍ଘଟଣା; ସ୍କୁଲ ଭ୍ୟାନକୁ ପିଟିଲା ପାସେଞ୍ଜର ଟ୍ରେନ, ୨ ଛାତ୍ରଙ୍କ ସମେତ ୩ ମୃତ

କୋଲକାତା,୧୭।୭:ପଶ୍ଚିମବଙ୍ଗର ମୁର୍ଶିଦାବାଦ ବରହମପୁରରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି । ପିଲାମାନଙ୍କୁ ନେଇ ଯାଉଥିବା ଏକ ସ୍କୁଲ ଭ୍ୟାନକୁ ଧକ୍କା ଦେଲା ଟ୍ରେନ୍ । ଏହି…

ପ୍ରେମ ବିବାହର ୩ ବର୍ଷ ପରେ ବଦଳିଗଲା ସ୍ବାମୀର ମନ, ଖାଇବାକୁ ଦେବା ବାହାନାରେ ପାହାଡ଼କୁ ନେଇ କାଟିଦେଲେ….

ଭୋପାଳ,୧୭।୭: ମଧ୍ୟପ୍ରଦେଶର ଦେବାସ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ତାଙ୍କ ନିଜ ପତ୍ନୀଙ୍କୁ ନିର୍ମମ ଭାବରେ ଆକ୍ରମଣ କରିଥିବା ନେଇ…

ସତ ହେଲା ମାହିଙ୍କ ଭବିଷ୍ୟବାଣୀ! ସ୍ପେନ-ଆର୍ଜେଣ୍ଟିନା ଫାଇନାଲ ପୂର୍ବରୁ ହଇଚଇ ସୃଷ୍ଟି କଲା ଧୋନୀଙ୍କ ୧୦ ବର୍ଷ ତଳର ପୋଷ୍ଟ

ନୂଆଦିଲ୍ଲୀ,୧୭।୭: ଫିଫା ବିଶ୍ୱକପ ୨୦୨୬ର ଆଭିମୁଖ୍ୟ ସ୍ପଷ୍ଟ ହୋଇସାରିଛି। ଚଳିତ ସଂସ୍କରଣର ମେଗା ଫାଇନାଲ ମ୍ୟାଚରେ ଦୁଇ ଶକ୍ତିଶାଳୀ ଦଳ ସ୍ପେନ ଏବଂ ଆର୍ଜେଣ୍ଟିନା ମୁହାଁମୁହିଁ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri