Posted inଜାତୀୟ

ଦ୍ୱିତୀୟ ଦିନ ବି ପୁଞ୍ଚରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ପୁଞ୍ଚ,୭।୪: ଭାରତ ପରି ପାକିସ୍ତାନ ମଧ୍ୟ ବର୍ତ୍ତମାନ ସମୟରେ କରୋନା ସହ ଯୁଦ୍ଧ କରୁଛି। କିନ୍ତୁ ଏହାପରେ ବି ପାକିସ୍ତାନ ନିଜ କୁକର୍ମରୁ ବାଦ୍‌ ପଡ଼ୁନାହିଁ। ଲଗାତର ଭାରତ ସୀମାରେ ଅସ୍ତ୍ରବିରତି ଉଲ୍ଲଂଘନ ଜାରି ରଖିଛି। ମଙ୍ଗଳବାର ଦ୍ୱିତୀୟ ଦିନରେ ବି ଜମ୍ମୁ-କଶ୍ମୀର ପୁଞ୍ଚ ଜିଲାର ନିୟନ୍ତ୍ରଣ ସୀମା ରେଖାରେ ପାକିସ୍ତାନ ସେନା ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ମଙ୍ଗଳବାର ସକାଳେ ପୁଞ୍ଚ ଜିଲାର ମାନକୋଟ ସେକ୍ଟରରେ ଥିବା ପୋଲିସ କ୍ୟାମ୍ପ ଉପରକୁ ପାକିସ୍ତାନ ସେନା ପକ୍ଷରୁ ଗୁଳି ଚାଳନା ସହ ମୋର୍ଟାର ମାଡ଼ କରାଯାଇଛି। ଏହାର ପ୍ରତି ଜବାବରେ ମଧ୍ୟ ଭାରତୀୟ ସେନା ପକ୍ଷରୁ ଗୁଳିଚାଳନା କରାଯାଇଛି। ଏହାପୂର୍ବରୁ ସୋମବାର ମାନକୋଟ ସେକ୍ଟରରେ ପାକିସ୍ତାନ ସେନା ଅସ୍ତ୍ରବିରତି ଉଲ୍ଲଂଘନ କରି ଗୁଳି ଚାଳନା ସହ ମୋର୍ଟାର ମାଡ଼ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍‌ଲାଇନ୍‌ରେ ଯୌନ ବେପାର

ବେଙ୍ଗାଲୁରୁ,୨୮ା୫: ମହାମାରୀ କରୋନା ଭୟରେ ଦେହଜୀବୀମାନେ ବାହାରକୁ ବାହାରୁ ନାହାନ୍ତି। ଫଳରେ ସେମାନଙ୍କ ବେପାର ଠପ୍‌ ହୋଇଯାଇଛି। ଲୋକମାନେ ମଧ୍ୟ କରୋନା ଭୟରେ ସେମାନଙ୍କ ସହ...

କୃଷି କ୍ଷେତ୍ର ପାଇଁ ମିଳିବ ୮୬, ୬୦୦ କୋଟିର ଋଣ

ନୂଆଦିଲ୍ଲୀ, ୧୪।୫: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ଆର୍ଥିକ ପ୍ୟାକେଜ ଘୋଷଣା କରିଛନ୍ତି। ଆତ୍ମନିର୍ଭର ଭାରତର ଅଧିନରେ ଘୋଷଣା ହୋଇଥିବା ଆର୍ଥିକ ପ୍ୟାକେଜରେ...

ବିବିଧତାରେ ଏକତା ଭାରତର ବିଶେଷତା: ମୋଦି

ନୂଆଦିଲ୍ଲୀ,୨୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଦିଲ୍ଲୀର ୧୭୩୪ ଅବୈଧ ବସତିକୁ ବୈଧ କରିଥିବାରୁ ଦିଲ୍ଲୀ ଭାଜପା ପକ୍ଷରୁ ରାମଲୀଳା ମଇଦାନରେ ରବିବାର ଏକ ଧନ୍ୟବାଦ...

କେନ୍ଦ୍ର ସରକାର ପୁଡୁଚେରୀକୁ ଟ୍ରାନ୍ସଜେଣ୍ଡର ଘୋଷଣା କରିଦିଅନ୍ତୁ: ଭି.ନାରାୟଣସାମୀ

ପୁଡୁଚେରୀ,୨୨।୧୧:କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭି. ନାରାୟଣସାମୀ। ଯେତେବେଳେ ଯାହା ମନ ହେଉଛି ସରକାର ଆମ ଉପରେ ସେହି ହିସାବରେ ବ୍ୟବହାର କରୁଛନ୍ତି।...

କରୋନା ଯୋଦ୍ଧାଙ୍କ ମୃତ୍ୟୁ ହେଲେ ମିଳିବ ୧କୋଟି ଟଙ୍କା ସହ ଜଣକୁ ଚାକିରି

ପୁଣେ,୧୦।୪: ପୁଣେ ମ୍ୟୁନିସିପାଲ କର୍ପୋରେଶନର କୌଣସି କର୍ମଚାରୀଙ୍କ କରୋନା ଭାଇରସ ସଂକ୍ରମଣରେ ମୃତ୍ୟୁ ହେଲେ ସେମାନଙ୍କ ପରିବାର ସଦସ୍ୟଙ୍କୁ ୧ କୋଟି ଟଙ୍କାର ଆର୍ଥିକ ସହାୟତା...

ଦେଶରେ ୨୪ ଘଣ୍ଟାରେ ସର୍ବାଧିକ ୬,୯୭୭ ନୂଆ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୨୫।୫: ଦେଶରେ କରୋନା ସଂକ୍ରମଣର ସ୍ଥିତି ବେଳକୁ ବେଳ ଅଣାୟତ ହେବାରେ ଲାଗିଛି। କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଗତ...

ଇୟର ଫୋନ୍‌ ହେଲା କାଳ: ଦୁର୍ଘଟଣା ପରେ ପତ୍ନୀଙ୍କୁ ଭିଡିଓ କଲ୍‌ କରି ମୃତ୍ୟୁ କୋଳରେ ଶୋଇଗଲେ ଯୁବକ

ପାଟନା,୨।୬: ବିହାରର ବେଗୁସରାଇରେ ଇୟର ଫୋନ୍‌ ଲଗାଇ ବାଇକ୍‌ ଚଲାଇବା ଜଣେ ଯୁବକଙ୍କୁ ମହଙ୍ଗା ପଡିଛି। ଜାତୀୟ ରାଜପଥ ୨୮ରେ ରାଜାରାମ ପଣ୍ଡିତ ନାମକ ଜଣେ...

ଶାହଙ୍କୁ ଭେଟିଲେ ମମତା: ଏନ୍‌ଆର୍‌ସିକୁ ନେଇ ଭୟ କରୁଛନ୍ତି ଲୋକେ; ହଇରାଣ ନ କରିବାକୁ କଲେ ଅନୁରୋଧ

ନୂଆଦିଲ୍ଲୀ,୧୯।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କୁ ଗୁରୁବାର ଭେଟିଛନ୍ତି। ଏହି ଅବସରରେ ଦୁଇ ନେତାଙ୍କ ମଧ୍ୟରେ ଏନ୍‌ଆର୍‌ସି ନେଇ ଆଲୋଚନା ହୋଇଥିବା...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *